Posted inଫୁରସତ

ଝିଅ ବାହାଘରେ ସାପ ଯୌତୁକ

ଝିଅକୁ ବାହା କରୁଥିବା ବାପା ନିଜ ଖୁସିରେ ଝିଅକୁ ଟଙ୍କାଠୁ ଆରମ୍ଭ କରି ଗାଡି ପର୍ଯ୍ୟନ୍ତ କେତେକଣ ଉପହାରସ୍ବରୂପ ଭେଟି ଦିଅନ୍ତି। ସମାଜ ଏହାକୁ ଯୌତୁକ ବି କହେ। ତେବେ କେବେ ଶୁଣିଛନ୍ତି କୌଣସି ବାପା ଝିଅକୁ ବାହାଘରେ ଯୌତୁକ ସ୍ବରୂପ ବିଷଧରସାପ ଦେବା କଥା? ସେପୁଣି ୨୧ଟି ସାପ। ମଧ୍ୟପ୍ରଦେଶରେ ଏକ ସ୍ବତନ୍ତ୍ର ଜନଜାତିରେ ଏଭଳି ଚଳଣି ରହିଛି। ଉକ୍ତ ଜନଜାତିର ନାମ ହେଉଛି ନ୍ତଗୌରୀୟା’। ଏହି ସମୁଦାୟରେ କନିଆଘର ବରକୁ ୨୧ଟି ବିଷଧର ସାପ ଯୌତୁକଭାବେ ପ୍ରଦାନ କରିଥାନ୍ତି।ଏହି ଜନଜାତିରେ ଉକ୍ତ ପରମ୍ପରା କାହିଁ କେଉଁକାଳରୁ ଚାଲି ଆସୁଛି। ଯଦି ଝିଅ ବାପା ସାପ ଦେଇ ନ ପାରନ୍ତି, ତେବେ ବାହାଘର ଭାଙ୍ଗିଯାଏ। ତେଣୁ ବାହାଘର ଠିକ ହେବା ପରଠାରୁ ଝିଅର ବାପା ବିଷଧର ସାପ ଖୋଜି ଖୋଜି ଧରିବା ଆରମ୍ଭ କରିଦିଅନ୍ତି। ତେବେ ଏଭଳି କରିବା ପଛର କାରଣ ହେଉଛି ଯେ, ଏହି ସମୁଦାୟର ଲୋକଙ୍କ ମୁଖ୍ୟ ପେସା ହେଉଛି ସାପ ଧରିବା। ଆଉ ସାପକୁ ସେମାନେ ଲୋକଙ୍କୁ ଦେଖାଇ ଟଙ୍କା ରୋଜଗାର କରନ୍ତି। ଏହି ଜନଜାତିର ପିଲାମାନେ ବି ବିଷଧର ସାପ ସହ ଖେଳୁଥିବା ଦେଖିବାକୁ ମିଳନ୍ତି। ଏମାନଙ୍କ ଜୀବନରେ ସାପର ମହତ୍ତ୍ୱ ବହୁତ। ଘରର ସଦସ୍ୟ ଭଳି ଦେଖନ୍ତି ସାପକୁ। ସେଇଥିପାଇଁ ତ ସାପ ଯଦି ମରିଯାଏ ସମସ୍ତେ ମୁଣ୍ଡନ ହେବା ସହ ଭୋଜିଭାତ ବି କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri