ବୟଫ୍ରେଣ୍ଡଙ୍କ ସହ କଥା ହେଉଥିବା ସମୟରେ ଧରା ପଡ଼ିଲେ ଯୁବତୀ, ଆଉ ତା’ ପରେ…

କାବୁଲ,୩୦।୪: କୌଣସି ଯୁବତୀ ଜଣେ ଯୁବକଙ୍କ ସହ ଫୋନ୍‌ରେ କଥା ହେବା ଅପରାଧ ନୁହେଁ। ମାତ୍ର ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଜଣେ ଯୁବତୀ ତାଙ୍କ ବୟଫ୍ରେଣ୍ଡଙ୍କ ସହ ଫୋନ୍‌ରେ ଗପୁଥିଲେ। ଏଥିପାଇଁ ତାଙ୍କୁ ଦଣ୍ଡ ମିଳିଛି। ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଭିଡିଓରେ ଦେଖିବାକୁ ମିଳିଛି, ଯୁବତୀଙ୍କୁ ରାସ୍ତା ମଝିରେ ଚାବୁକ୍‌ରେ ୪୦ ପ୍ରହାର ଦଣ୍ଡ ଦିଆଯାଇଛି। କେହି ଏହି ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଛାଡ଼ି ଦେଇଛନ୍ତି। ଖାଲି ଏତିକି ନୁହେଁ, ଏହି ଦଣ୍ଡକୁ ଲୋକେ ଚୁପ୍‌ଚାପ୍‌ ଦେଖୁଥିଲେ ମଧ୍ୟ ପ୍ରତିବାଦ କରୁ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭାଇରସ: ରାଜ ପରିବାରର ପ୍ରଥମ ସଦସ୍ୟ ସ୍ପେନ ରାଜକୁମାରୀ ମାରିଆ ଟେରେସାଙ୍କ ମୃତ୍ୟୁ

ଓ୍ବାଶିଂଟନ,୨୯।୩: କରୋନା ଭାଇରସ ସଂକ୍ରମଣରେ ରାଜ ପରିବାରର ପ୍ରଥମ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ବୋରବନ-ପରମା ସ୍ପେନର ରାଜକୁମାରୀ ମାରିଆ ଟେରେସାଙ୍କର କରୋନା ଭାଇରସ ସଂକ୍ରମଣ ଯୋଗୁ...

ଦଶହରାରେ ଭାରତବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଇମ୍ରାନ୍‌ଙ୍କ ମନ୍ତ୍ରୀ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଇସଲାମାବାଦ,୮।୧୦: ଦଶହରା ଅବସରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ମନ୍ତ୍ରୀ ଫଓ୍ବାଦ୍‌ ଚୌଧୁରୀ ଭାରତବାସୀଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏବେ ଏହା ସୋସିଆଲ୍‌ ମିଡ଼ିଆରେ...

ପ୍ରବନ୍ଧ ଲେଖିବାକୁ କହିଲେ ପ୍ରଫେସର: ଖାଲି କାଗଜ ଧରାଇଲେ ଛାତ୍ରୀ ମିଳିଲା ଫୁଲ୍‌ ମାର୍କ

ଜାପାନ ଯୁନୁଭର୍ସିଟିର ଜଣେ ଛାତ୍ରୀ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛନ୍ତି। ଗବେଷଣାରତ ଏହି ଛାତ୍ରୀ ଜଣଙ୍କୁ ପ୍ରଫେସର ପ୍ରବନ୍ଧ ଲେଖିବାକୁ କହିଥିଲେ। ହେଲେ...

କରୋନା ସଙ୍କଟ ପରେ ଚାଇନା: ୩ ଦିନରେ ବୁଲି ବାହାରିଲେ ୮.୫ କୋଟି ପର୍ଯ୍ୟଟକ

ବେଜିଂ,୪।୫: କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାରେ ଏବେ ସ୍ଥିତି ସ୍ବାଭାବିକ ହେବାରେ ଲାଗିଛି। ଲୋକେ ନିଜର କାର୍ଯ୍ୟକ୍ଷେତ୍ରରେ ଯୋଗଦେବାକୁ ଆରମ୍ଭ କରିଛନ୍ତି। ମେ ମାସରେ...

ପ୍ରଥମ କରୋନା ଟିକା ନେଇଥିବା ରୁଷିଆର ରାଷ୍ଟ୍ରପତିଙ୍କ ଝିଅ ବିଷୟରେ ଜାଣନ୍ତୁ…

ମସ୍କୋ,୧୨।୮: ସାରା ବିଶ୍ୱରେ ଲୋକଙ୍କ ଜୀବନ ନେଇଚାଲିଥିବା ମହାମାରୀ କରୋନାର ପ୍ରଥମ ଟିକା ରୁଷିଆ ଉଦ୍ଭାବନ କରିଛି। ମଙ୍ଗଳବାର ସକାଳେ ‘ସ୍ଫୁଟନିକ ଭି’ ଭାକ୍ସିନ୍‌କୁ ମଞ୍ଜୁରୀ...

ଡେଙ୍ଗୁ କବଳରେ ପାକିସ୍ତାନ: ୪୯ ହଜାର ରୋଗୀ ଚିହ୍ନଟ

ଇସ୍‌ଲାମାବାଦ,୧୮।୧୧: ପାକିସ୍ତାନରେ ଏବେ ଅଣାୟତ୍ତ ହେଲାଣି ଡେଙ୍ଗୁ। ଏବେସୁଦ୍ଧା ସେଠାରେ ୪୯ ହଜାର ୫ ଶହ ୮୭ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇ ସାରିଥିବା ସୂଚନା...

କରୋନ ସଙ୍କଟରେ ଆତଙ୍କବାଦୀଙ୍କ ପ୍ରତି ଇମ୍ରାନ୍‌ଙ୍କ କରୁଣା: ଓ୍ବାଚ୍‌ଲିଷ୍ଟ୍‌ରୁ ହଟିଲେ ୧୮,୦୦ ଜଣ

ଇସଲାମାବାଦ୍‌,୨୧।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ସାରା ପୃଥିବୀରେ ଲଢ଼େଇ ଜାରି ରହିଥିବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଆତଙ୍କବାଦୀଙ୍କ ପ୍ରତି କରୁଣା ଦେଖାଇଛନ୍ତି। ପାକିସ୍ତାନର...

ଶ୍ରୀଦେବୀଙ୍କ ମହମ ପ୍ରତିମୂର୍ତ୍ତି ଅନାବରଣ

ସିଙ୍ଗାପୁର: ବଲିଉଡ ସୁପରଷ୍ଟାର ତଥା ସ୍ବର୍ଗୀୟା ଅଭିନେତ୍ରୀ ଶ୍ରୀଦେବୀଙ୍କ ମହମ ପ୍ରତିମୂର୍ତ୍ତି ବୁଧବାର ସ୍ଥାନୀୟ ମାଡାମ ଟୁସାଡ୍ସରେ ଅନାବରଣ ହୋଇଛି। ଏଥିପାଇଁ ଆୟୋଜିତ ଏକ ଉତ୍ସବରେ...

Advertisement


Archives

Model This Week

Why Dharitri