ବୟଫ୍ରେଣ୍ଡଙ୍କ ସହ କଥା ହେଉଥିବା ସମୟରେ ଧରା ପଡ଼ିଲେ ଯୁବତୀ, ଆଉ ତା’ ପରେ…

କାବୁଲ,୩୦।୪: କୌଣସି ଯୁବତୀ ଜଣେ ଯୁବକଙ୍କ ସହ ଫୋନ୍‌ରେ କଥା ହେବା ଅପରାଧ ନୁହେଁ। ମାତ୍ର ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଜଣେ ଯୁବତୀ ତାଙ୍କ ବୟଫ୍ରେଣ୍ଡଙ୍କ ସହ ଫୋନ୍‌ରେ ଗପୁଥିଲେ। ଏଥିପାଇଁ ତାଙ୍କୁ ଦଣ୍ଡ ମିଳିଛି। ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଭିଡିଓରେ ଦେଖିବାକୁ ମିଳିଛି, ଯୁବତୀଙ୍କୁ ରାସ୍ତା ମଝିରେ ଚାବୁକ୍‌ରେ ୪୦ ପ୍ରହାର ଦଣ୍ଡ ଦିଆଯାଇଛି। କେହି ଏହି ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଛାଡ଼ି ଦେଇଛନ୍ତି। ଖାଲି ଏତିକି ନୁହେଁ, ଏହି ଦଣ୍ଡକୁ ଲୋକେ ଚୁପ୍‌ଚାପ୍‌ ଦେଖୁଥିଲେ ମଧ୍ୟ ପ୍ରତିବାଦ କରୁ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri