୧୦୮ଥର ଛୁରୀଭୂଷି ପ୍ରେମିକଙ୍କୁ କରିଥିଲେ ହତ୍ୟା, କୋର୍ଟରେ ହୋଇଗଲା ଦଣ୍ଡ ମାଫ୍‌

କାଲିଫର୍ନିଆ,୨୬।୧: କୌଣସି ମାମଲା କୋର୍ଟରେ ପହଞ୍ଚିବା ପରେ ବିଚାରପତି ଅପରାଧିଙ୍କୁ ଦଣ୍ଡ ବିଧାନ କରିଥାନ୍ତି। ଗୁରୁତର ଅପରାଧୀଙ୍କୁ ଆଜୀବନ କିମ୍ବା ଜରିମାନା ଦଣ୍ଡାଦେଶ ହୋଇଥାଏ। ବେଳେବେଳେ ଅନେକ ଅପରାଧୀମାନେ ଗୁରୁତର ଅପରାଧ କରିବା ସତ୍ତ୍ୱେ ଆଇନ ଆଗରେ ଯୁକ୍ତି ଉପସ୍ଥାପନ ନ ହେବା କାରଣରୁ ମୁକୁଳି ଯାଆନ୍ତି। ତେବେ ନିକଟରେ ଏପରି ଏକ ମାମଲା ହୋଇଛି ଯେଉଁଠାରେ ଜଣେ ମହିଳା ନିଜ ପ୍ରେମିକକୁ ୧୦୮ ଥର ଛୁରୀ ଭୂଷି ହତ୍ୟା ହୋଇଥିଲେ ମଧ୍ୟ କୋର୍ଟ ତାଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଥିଲେ।

ଆମେରିକାର କାଲିଫର୍ନିଆରେ ଏପରି ଏହି ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଯେଉଁଠାରେ ଭେଣ୍ଟୁରା କାଉଣ୍ଟି ସୁପିରିଅର ମହିଳାଙ୍କ ଅପରାଧଙ୍କୁୁ ସମ୍ପୂର୍ଣ୍ଣ ରୂପେ ଛାଡ କରିଛନ୍ତି। ଯିଏ ତାଙ୍କ ପ୍ରେମିକକୁ ଯନ୍ତ୍ରଣାଦାୟକ ମୃତ୍ୟୁ ଦେଇଥିଲେ।
ସୂଚନାଥାଉ କି,୨୦୧୮ରେ, ବ୍ରାଇନ ନାମକ ଜଣେ ମହିଳା ତାଙ୍କ ପ୍ରେମିକ ଚାଡ ଓ’ମେଲିଆଙ୍କୁ ୧୦୮ ଥର ଛୁରୀଭୂଷି ହତ୍ୟା କରିଥିଲେ। ହତ୍ୟା କରିବା ସମୟରେ ସେ ଗଞ୍ଜେଇ ପ୍ରଭାବରେ ଥିଲେ।

ଆଶ୍ଚର୍ଯ୍ୟଜନକ କଥା ହେଉଛି ଜଜ ତାଙ୍କୁ ପ୍ରଥମେ ଚାରି ବର୍ଷ ଦଣ୍ଡିତ କରିଥିଲେ, କିନ୍ତୁ ପରେ ତାଙ୍କୁ କ୍ଷମା କରିଦେଇଥିଲେ। ଶୁଣାଣି ସମୟରେ କୋର୍ଟ କହିଥିଲେ, ହତ୍ୟା ସମୟରେ ସେ ନିଶା ଔଷଧର ସଂସ୍ପର୍ଶରେ ଥିଲେ। ସେ ଏପରି ନିଶା କବଳରେ ଥିଲେ ଯେ ନିଜ ବେକରେ ମଧ୍ୟ ଛୁରୀ ଲଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?