Posted inଫୁରସତ

ଦେଢ଼ କୋଟି ଟଙ୍କା ଖର୍ଚ୍ଚ କରି ‘ବିବାହିତ ପ୍ରେମିକ’ଙ୍କୁ କିଣିଲେ ପ୍ରେମିକା, କାରଣ ଜାଣିଲେ..

ଆଗରୁ କୁହାଯାଉଥିଲା ପ୍ରେମକୁ ଟଙ୍କାରେ କିଣି ହେବ ନାହିଁ। ହେଲେ ଆଜିକାଲିର ସମୟରେ କିଛି ବି ସମ୍ଭବ। ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ଅଜବ ପ୍ରେମକାହାଣୀ ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ନିଜ ପ୍ରେମକୁ ପାଇବା ପାଇଁ ଦେଢ଼ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ କରିଦେଇଛନ୍ତି।

ମହିଳା ଭଲପାଉଥିବା ବ୍ୟକ୍ତିଜଣଙ୍କ ପୂର୍ବରୁ ବିବାହିତ ଥିଲେ। ତାଙ୍କର ଦୁଇଟି ସନ୍ତାନ ମଧ୍ୟ ଥିଲେ। ହେଲେ ବ୍ୟକ୍ତିଙ୍କୁ ଭଲପାଇ ବସିବା ପରେ ମହିଳାଜଣଙ୍କ ନିଜ ଜୀବନର ସମସ୍ତ ପୁଞ୍ଜିକୁ ଲଗାଇଦେଇଛନ୍ତି। ତାଙ୍କୁ ହାସଲ କରିବା ପାଇଁ ବ୍ୟକ୍ତିଙ୍କ ସ୍ତ୍ରୀଙ୍କୁ ସେ ଘର ଓ ନଗଦ ଟଙ୍କା ଦେଇଛନ୍ତି। ଏହାକୁ ଅନ୍ୟ ମହିଳାଜଣଙ୍କ ଗ୍ରହଣ ମଧ୍ୟ କରିନେଇଥିବା ଦେଖାଯାଇଛି।

୫୪ ବର୍ଷୀୟ ମହିଳାଜଣଙ୍କର ସ୍ବାମୀଙ୍କ ନିଧନ ହୋଇଯାଇଥିଲା। ଏହାପରେ ସେ ୪୨ବର୍ଷୀୟ ବ୍ୟକ୍ତିଙ୍କ ପ୍ରେମରେ ପଡ଼ିଥିଲେ। ବ୍ୟକ୍ତିଜଣଙ୍କ ତାଙ୍କ ସହ ଗୋଟିଏ ଅଫିସରେ କାମ କରୁଥିଲେ। ହେଲେ ବିବାହିତ ଥିବାରୁ ଧିରେ ଧିରେ ଏହା ପାରିବାରିକ କଳହର କାରଣ ପାଲଟିଥିଲା। ଫଳରେ ବ୍ୟକ୍ତିଙ୍କ ବଡ଼ ଝିଅ ଘରୋଇ କୋର୍ଟରେ ମା’ବାପାଙ୍କ କଳହ ନେଇ ଅଭିଯୋଗ କରିଥିଲେ। ସେଠାରେ ଏହି ମାମଲା ପରସ୍ପରର ସହମତିରେ ନିଆରା ଡିଲ୍‌ ସହ ତୁଟିଛି। ଦେଢ଼ କୋଟି ଟଙ୍କାର ପୁଞ୍ଜିରେ ୧୫୦୦ ବର୍ଗଫୁଟର ଡୁପ୍ଲେକ୍ସ ଘର ଏବଂ ୨୭ ଲକ୍ଷ ନଗଦ ଦେବା ପରେ ସ୍ବାମୀଙ୍କ ସହ ସମ୍ପର୍କ ତୁଟାଇବାକୁ ସ୍ତ୍ରୀ ରାଜି ହୋଇଯାଇଥିଲେ। ଏହି ଟଙ୍କାରେ ସେ ଝିଅମାନଙ୍କ ଲାଳନପାଳନ କରିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କଳାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri