Posted inଫୁରସତ

ବୟଫ୍ରେଣ୍ଡଙ୍କୁ ଆଲିଙ୍ଗନ ପରେ ବ୍ରେକ୍‌ଅପ୍‌ କରିଦେଲେ ଗର୍ଲଫ୍ରେଣ୍ଡ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଦୃଦୟ ବିଦାରକ ଭିଡିଓ

ପ୍ରାୟତଃ ହୃଦୟ ଭାଙ୍ଗିଗଲେ ଲୋକମାନେ ଭୁଲ ପଦକ୍ଷେପ ନିଅନ୍ତି। ଆଜିକାଲି ଏମିତି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଏକ ପ୍ରେମୀ ଯୁଗଳ ସବୁଦିନ ପାଇଁ ଅଲଗା ହୋଇ ଯାଉଛନ୍ତି। ଏହା ପରେ ଯୁବକ ଏପରି ପଦକ୍ଷେପ ନିଅନ୍ତି, ଯାହା କେହି ଭାବି ନ ଥିବେ। ସୋସିଆଲ ମିଡିଆରେ ସିସିଟିଭି ଭିଡିଓ ସାମ୍ନାକୁ ଆସିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।
ଭାଇରାଲ ହେଉଥିବା ଏହି ଭିଡିଓରେ ଦେଖିବାକୁ ମିଳେ, ଯୁବତୀ ଜଣଙ୍କ ପ୍ରଥମେ ଲିଫ୍ଟ ନିକଟରେ ବୟଫ୍ରେଣ୍ଡଙ୍କୁ ଚୁମ୍ବନ ଦିଅନ୍ତି। ତା’ପରେ ସେ ତାଙ୍କୁ ଆଲିଙ୍ଗନ କରି ସବୁଦିନ ପାଇଁ ବ୍ରେକ୍‌ଅପ୍‌ କରି ଚାଲିଯାଆନ୍ତି। ଏହା ଦେଖି ଯୁବକ ନିଜକୁ ନିୟନ୍ତ୍ରଣ କରିବାରେ ଅସମର୍ଥ ହୋଇପଡନ୍ତି। ଏହି ସମୟରେ ଯୁବକ ଜଣକ ପକେଟରୁ ବନ୍ଧୁକ ବାହାର କରି ନିଜଜ ଉପରକୁ ଗୁଳି ଚଳାନ୍ତି। ଏହି ହୃଦୟ ବିଦାରକ ଘଟଣାର ଭିଡିଓ ସିସିଟିଭିରେ କଏଦ ହୋଇଛି, ଯାହା ଏବେ ସୋସିଆଲ ମିଡିଆରେ ଶେୟାର କରାଯାଇଛି। ଏହି ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ @_Savage__boi ନାମକ ଜଣେ ୟୁଜର୍ସ ଦ୍ୱାରା ଶେୟାର କରାଯାଇଛି। ଭିଡିଓ ସେୟାର କରିବା ସହିତ ସେହି ଲେଖିଛନ୍ତି ଯେ, ଗର୍ଲଫ୍ରେଣ୍ଡ ଛାଡିବା ପରେ ଯୁବକ ଆତ୍ମହତ୍ୟା କରିଛନ୍ତି। ଅନେକ ଲୋକ ଭିଡିଓ ଉପରେ ସେମାନଙ୍କର ମତାମତ ମଧ୍ୟ ଦେଇଛନ୍ତି।

https://twitter.com/_Savage__boi/status/1730767981087502584


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?