Posted inଫୁରସତ

ଏକଲାପଣ ଦୂର କରିବାକୁ ଏମିତି ପଦକ୍ଷେପ ନେଲେ ଯୁବକ, ଏବେ ଲାଗୁଛି ଯୁବତୀଙ୍କ ଲମ୍ବା ଲାଇନ୍‌

କରୋନା ମହାମାରୀ ଯୋଗୁ ଅଧିକାଂଶ ଲୋକଙ୍କ ଜୀବନଶୈଳୀରେ ଅନେକ ପରିବର୍ତ୍ତନ ଆସିଛି। ଏହି ସମୟ ମଧ୍ୟରେ କିଛି ଲୋକ ଲକ୍‌ଡାଉନ୍‌ ହେତୁ ବହୁତ ଉଦାସୀନ ଥିଲେ। ଫଳରେ ଅଜବ ପଦକ୍ଷେପ ସବୁ ଗ୍ରହଣ କରିଛନ୍ତି। ଏମିତି ଏକ ଘଟଣା ସାମ୍ନାକୁ ଆସିଛି। ଯେଉଁଠି ଜଣେ ଯୁବକ ନିଜର ଏକଲାପଣ ଦୂର କରିବାକୁ ଫେସ୍‌ବୁକ୍‌ର ସାହାରା ନେଇଛନ୍ତି। ଏଥିରେ ସେ ନିଜର ସମସ୍ତ କଥା ଶେୟାର କରୁଛନ୍ତି। ଘରଠାରୁ ଆରମ୍ଭ କରି ପୋଷା କୁକୁର ପର୍ଯ୍ୟନ୍ତ।

ଏପରି ଘଟଣା ଦେଖିବାକୁ ମିଳିଛି ବ୍ରିଟେନ୍‌ରେ। ନର୍ଥଶାୟାରର ୩୦ ବର୍ଷୀୟ ଆଲାନ କ୍ଲିଟନ ବର୍ତ୍ତମାନ ସୁଦ୍ଧା ଅବିବାହିତ ଅଛନ୍ତି। ସେ ଅନେକ ଡେଟିଂ ଆପ୍‌ ବ୍ୟବହାର କରିଥିଲେ। କିନ୍ତୁ କୌଣସି ସାଥୀ ଖୋଜି ପାରି ନ ଥିଲେ। ପରେ ନିଜ ସେଲର ସେଟ୍‌ ଅପ୍‌ କରିବାର ତାଙ୍କର ଆଇଡିଆ ଆସିଲା।

ବୃତ୍ତି ଅନୁଯାୟୀ ଆଲାନ୍‌ ଜଣେ ଡ୍ରାଇଭର। ମାଗଣା ଏବଂ ବ୍ୟବହାର ପାଇଁ ଭଲ ବୋଲି ଫେସ୍‌ବୁକରେ କହିଥିଲେ। ନିଜକୁ ବିକ୍ରୟ କରିବାକୁ ପ୍ରସ୍ତୁତ ଥିବା ଆଲାନ ଫେସ୍‌ବୁକ୍‌ରେ ଲେଖିଥିଲେ। ଏହି ପୋଷ୍ଟକୁ ଲୋକେ ପସନ୍ଦ କରିବା ସହ ଭିନ୍ନ ଭିନ୍ନ ପ୍ରତିକ୍ରିୟା ମଧ୍ୟ ଦେଉଛନ୍ତି।
ସୋସିଆଲ ମିଡିଆରେ ଆଲାନଙ୍କ ଫେସବୁକ୍‌ ପୋଷ୍ଟ ତୀବ୍ର ଗତିରେ ଭାଇରାଲ ହେବାରେ ଲାଗିଛି। ସେ ଏହି ପୋଷ୍ଟରେ ଅନେକ ଫଟୋ ମଧ୍ୟ ଶେୟାର କରିଛନ୍ତି। ଫଟୋଗୁଡ଼ିକ ଲୋକଙ୍କୁ ଭଲ ଲାଗୁଥିବାରୁ ସେମାନେ ମଧ୍ୟ ଏହାକୁ ଶେୟାର କରୁଛନ୍ତି। ତାଙ୍କ ପୋଷ୍ଟ ଦେଖି ଅନେକ ଯୁବତୀ ତାଙ୍କ ସହ ଏବେ ଡେଟ୍‌ କରିବାକୁ ଅନୁରୋଧ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

ନଦୀ ସ୍ରୋତରେ ଭାସିଯାଇ ଥିଲେ ବୃଦ୍ଧ, ୧୦ ଘଣ୍ଟା ପରେ ଜୀବିତ ହେଲେ ଉଦ୍ଧାର

ହିଞ୍ଜିଳିକାଟୁ,୨୭।୯(ଦ୍ବିତୀକୃଷ୍ଣ ପଣ୍ଡା): ରଖେ ହରି ତ, ମାରେ କି’ଏ। ଏଭଳି ଏକ ଘଟଣାଟି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀରେ ଘଟିଛି।…

ରାଜକୁମାର ବୁଧଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ: ପହିଲାଠୁ କନ୍ୟା ସମେତ ୪ ରାଶି ହେବେ ଧନବାନ୍‌, ପଛକୁ ପଛ ଲାଗିବ ଲଟେରୀ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ପ୍ରଭାବଶାଳୀ ବୋଲି ମନାଯାଏ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ ବୁଦ୍ଧି, ବାଣୀ, ଯୋଗାଯୋଗ ଓ ବ୍ୟବସାୟର କାରକ ବୁଧ…

ଅଶ୍ଳେଷା ନକ୍ଷତ୍ରରେ ଗୁରୁ ବୃହସ୍ପତିଙ୍କ ପ୍ରବେଶ: ୬ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଧନବର୍ଷା ଯୋଗ! ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ଦେବଗୁରୁ ବୃହସ୍ପତି ଆସନ୍ତା ଅକ୍ଟୋବର ୮ ତାରିଖ ସନ୍ଧ୍ୟା ୭ଟା ୦୩ ମିନିଟରେ ଅଶ୍ଳେଷା ନକ୍ଷତ୍ରର ଚତୁର୍ଥ ପଦରେ ପ୍ରବେଶ କରିବେ।…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?