ଅଟୋ ଡ୍ରାଇଭରଙ୍କୁ ବିବାହ କଲେ ପ୍ରେମିକା: ଏଭଳି ଉପାୟରେ ପ୍ରତିଶୋଧ ନେଉଥିଲେ ପ୍ରେମିକ…

ମୁମ୍ବାଇ, ୨୬।୮: ପ୍ରେମିକା ଧୋକା ଦେଲେ। ଏଥିରେ ମର୍ମାହତ ହୋଇ ପ୍ରେମିକ ଏକ ନିଆରା ଉପାୟରେ ପ୍ରତିଶୋଧ ନେଉଥିଲେ। ଏହାର ପର୍ଦ୍ଦାଫାଶ୍‌ ମୁମ୍ବାଇ ପୋଲିସ କରିଛି। ଆସିଫ୍‌ ଶେଖ୍‌ଙ୍କ ପ୍ରେମିକା ଜଣେ ଅଟୋ ଡ୍ରାଇଭରଙ୍କୁ ବିବାହ କରିଥିଲେ। ଏହି ଘଟଣା ଆସିଫ୍‌ଙ୍କୁ ଭାରି ବାଧିଥିଲା। ଅଟୋ ଡ୍ରାଇଭରଙ୍କ ସହିତ ତାଙ୍କର ଆପେ ଆପେ ଶତ୍ରୁତା ଆରମ୍ଭ ହୋଇଯାଇଥିଲା। ସେ ସହର ସାରା ବୁଲି ବୁଲି ଅଟୋ ଡ୍ରାଇଭରଙ୍କ ମୋବାଇଲ୍‌ ଫୋନ୍‌ ଚୋରି କରୁଥିଲେ। ମୋବାଇଲ୍‌ ଫୋ ଚୋରି ହେବା ସମ୍ପର୍କରେ ଥାନାରେ ଏତଲା ଦିଆଯାଇଥିଲା। ଶେଷରେ ପୋଲିସ ଆସିଫ୍‌ଙ୍କୁ ଗିରଫ କରିବାକୁ ସକ୍ଷମ ହୋଇଥବଲେ। ଇତିମଧ୍ୟରେ ଆସିଫ୍‌ ୭୦ ଜଣ ଅଟୋ ଡ୍ରାଇଭରଙ୍କ ମୋବାଇଲ୍‌ ଫୋନ୍‌ ଚୋରି କରିଥିବା ସମ୍ପର୍କରେ ପୋଲିସ ଆଗରେ ପ୍ରକାଶ କରିଛନ୍ତି। ଏବେ ଆସିଫ୍‌ଙ୍କ ପ୍ରତିଶୋଧ ନେବା ଖବର ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri