Posted inଫୁରସତ

ଦୀର୍ଘ ୫ ବର୍ଷ ପରେ ପ୍ରେମିକଙ୍କୁ ଭେଟିଲେ ପ୍ରେମିକା, ବିମାନବନ୍ଦରରେ ଦେଲେ ଏଭଳି ସରପ୍ରାଇଜ୍‌; ଭିଡିଓ ଦେଖିଲେ…

କଥାରେ ଅଛି ଦୂରତା ପ୍ରେମକୁ ଦ୍ୱିଗୁଣିତ କରେ। କିଛି ସେଭଳି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଦେଖିବାକୁ ମିଳୁଛି। ଯାହାକୁ ଦେଖିବା ପରେ ଆପଣଙ୍କର ଦୂରରେ ଥିବା ସାଥୀଙ୍କ କଥା ମନେ ପଡ଼ିଯାଇପାରେ। ଏପରିକି ବାସ୍ତବ ପ୍ରେମ ଠିକ୍‌ ଏହିଭଳି ଭଳି ବୋଲି ଆପଣଙ୍କ ମୁହଁରୁ ବାହାରିଯାଇପାରେ।
ଭାଇରାଲ ଭିଡିଓରେ ଜଣେ ଯୁବକ ପାଞ୍ଚ ବର୍ଷ ପରେ ଫେରୁଥିବା ଦେଖାଯାଇଛି। ତାଙ୍କୁ ଭେଟିବାକୁ ପ୍ରେମିକା ସେଠାରେ ପହଞ୍ଚୁଛନ୍ତି। ସେଠାରେ ସେ ବୋ ସୁନ୍ଦର ଭାବେ ନାଚି ତାଙ୍କୁ ସରପ୍ରାଇଜ୍‌ ଦେଉଛନ୍ତି। ଦୃଶ୍ୟ ଦେଖି ଆଖିରେ ଲୁହ ଆସିବା ସ୍ବାଭାବିକ। ଏହାଦେଖି ଯୁବକଜଣଙ୍କ ଭାବବିହ୍ବଳ ହୋଇଯାଉଛନ୍ତି। ଏପରିକି ଯୁବତୀଙ୍କୁ କୁଣ୍ଡାଇ ପକାଉଛନ୍ତି। ଉକ୍ତ ମୂହୁର୍ତ୍ତ କେତେ ଖାସ୍‌ ଥିଲା ଉଭୟଙ୍କୁ ଦେଖି ଜଣାପଡ଼ୁଛି।
ଇନଷ୍ଟାଗ୍ରାମରେ ଭିଡିଓଟି ଭାଇରାଲ ହେଉଥିବା ବେଳେ ଅନେକ ବ୍ୟବହାରକାରୀ ନିଜର ପ୍ରତିକ୍ରିୟା ଦେଉଛନ୍ତି। ଜଣେ ବ୍ୟବହାରକାରୀ ଲେଖିଛନ୍ତି ଏଭଳି ପ୍ରେମିକା ଭାଗ୍ୟରେ ଥିଲେ ମିଳେ। ସେହିଭଳି ଅନ୍ୟଜଣେ ଉଭୟଙ୍କୁ କାହା ନଜର ନ ଲାଗୁ ବୋଲି ଲେଖିଛନ୍ତି। ଏଯାବତ ଭିଡିଓଟିକୁ ୧୯ ହଜାରରୁ ଅଧିକ ପସନ୍ଦ କରିଥିବା ବେଳେ ବହୁଳ ମାତ୍ରାରେ ଏହା ଶେୟାର ହେଉଛି।
 ଆପଣ ବି ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri