ଝିଅମାନଙ୍କୁ ଆତ୍ମନିର୍ଭର ସୁରକ୍ଷା ଦେଇ ପାରିବ…

ଗଞ୍ଜାମ,୧୮।୧(ବିଦ୍ୟାଧର ସାହୁ ): ଗଞ୍ଜାମ ସହରସ୍ଥିତ ଇଣ୍ଡୋର ଷ୍ଟାଡୟମଠାରେ ଜିଲା ସ୍ତରୀୟ କିକ୍‌ ବକ୍ସିଂ ପ୍ରତିଯୋଗିତା ରବିବାର ଶୁଭାରମ୍ଭ ହୋଇଯାଇଛି। ଛତ୍ରପୁର ଲୋକପ୍ରିୟ ଯୁବ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ସମ୍ମାନିତ ଅତିଥି ଭାବେ ଅଷ୍ଟମ ବାଟାଲିୟନ କମାଣ୍ଡାଣ୍ଟ ସାରଦା ପ୍ରସାଦ ଦାସ, ଭାଜପା ଜିଲା ସମ୍ପାଦକ ଦୁର୍ଯ୍ୟୋଧନ ରେଡି, ଯୁବ ସଂଗଠକ ରାକେଶ ରଞ୍ଜନ ଦାସ, ସରପଞ୍ଚ ପ୍ରତିନିଧି ସରୋଜ ଦାସ (ବାପି ), ବିଧାୟକ ପ୍ରତିନିଧି ରାନୁ ବୈଠାରୁ, ଜୟଶ୍ରୀ କେମିକାଲସ କରମେଟ ସ୍କୁଲ କ୍ରୀଡା ଶିକ୍ଷକ ସୁନିଲ ଦାସ ପ୍ରମୁଖ ମଞ୍ଚାସିନ ଥିଲେ।

କୋଚ ପ୍ରମୋଦ କୁମାର ଅlପାତ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କିକ ବକ୍ସିଂ ଭଳି ପ୍ରତିଯୋଗିତା ଦ୍ୱାରା ଝିଅମାନେ ନିଜକୁ ଆତ୍ମନିର୍ଭର ସୁରକ୍ଷା ଦେଇ ପାରିବ ବୋଲି ବିଧାୟକ ନିଜ ପ୍ରତିକ୍ରିୟାରେ କହିଛନ୍ତି। ଏହି ପ୍ରତିଯୋଗିତାରେ ବିଭିନ୍ନ ଜିଲାର ତିନି ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଂଶ ଗ୍ରହଣ କରିଥିବା ଆୟୋଜକଙ୍କ ଠାରୁ ସୂଚନା ମିଳିଛି । ଏହି ଉପଲକ୍ଷେ ପ୍ରତିଯୋଗିତାରେ ଭାଗ ନେଇଥିବା ଛାତ୍ରୀଛାତ୍ର ମାନଙ୍କ ସମେତ ବିଧାୟକ ମାର୍ସଲ ଶୋଭାଯାତ୍ରାରେ ସହର ପରିକ୍ରମା କରି ଇଣ୍ଡୋର ଷ୍ଟାଡିୟମରେ ପହଞ୍ଚିବା ପରେ ପ୍ରତିଯୋଗିତା ଆରମ୍ଭ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

ଗଞ୍ଜାମରେ ଧୂମଧାମରେ ପାଳନ ହେଲା ହୋଲି :ସାମିଲ ହେଲେ ମହିଳା

ଗଞ୍ଜାମ,୪/୩(ବିଦ୍ୟାଧର ସାହୁ ):ସମଗ୍ର ଭାରତ ବର୍ଷରେ ପବିତ୍ର ହୋଲି ପାଳନ ହେଉଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ରଙ୍ଗର ପର୍ବ ହୋଲି ଧୂମଧାମରେ ପାଳିତ ହୋଇଛି। ୱାର୍ଡ…

ନିଖୋଜ ହୋଇଯାଇଥିଲେ ୨୦ ବର୍ଷୀୟା ଯୁବତୀ, ଉଦ୍ଧାର କରି ମା’ଙ୍କୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ଅଞ୍ଚଳର ଜଣେ ୨୦ ବର୍ଷୀୟା ଯୁବତୀ ସୋମବାର ଭୋରରୁ ଘରୁ ଆକସ୍ମିକ ଭାବେ ନିଖୋଜ…

ଗାଡ଼ି ଚାଳକଙ୍କ ମହାନତା: ରାସ୍ତାରୁ ପାଇଥିବା ଟଙ୍କା ଭର୍ତ୍ତି ପର୍ସକୁ ଶିକ୍ଷକଙ୍କୁ ଫେରାଇଲେ,ସାଧାରଣରେ ପ୍ରଶଂସା

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଆଠଗଡ଼ିଆ ସାହିର ସ୍ବର୍ଗତ ବିପ୍ର ସେଠୀଙ୍କ ପୁଅ ପିଙ୍କୁ ସେଠୀ ଗାଡ଼ି ଚାଳକ ଭାବେ କାର୍ଯ୍ୟକରନ୍ତି। ତାଙ୍କ ମହାନତା…

ପୂର୍ବତନ ସମିତିସଭ୍ୟ ସୁବାସ ସେଠୀଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ସୁବାସ ସେଠୀଙ୍କ ୮୧ ବର୍ଷ ବୟସରେ ମଙ୍ଗଳବାର ଅପରାହ୍ନରେ ତାଙ୍କ…

କୁଲାଡରେ ରାଜ୍ୟସ୍ତରୀୟ ଭଞ୍ଜଜୟନ୍ତୀ ପାଳିତ: ଏମାନଙ୍କୁ ମିଳିଲା ଭଞ୍ଜଶ୍ରୀ ଉପାଧି

ଭଞ୍ଜନଗର,୩।୩(ବାବୁଲା ପ୍ରଧାନ): କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମପୀଠ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟ ସ୍ତରୀୟ ୩୬ ତମ ଭଞ୍ଜ ଜୟନ୍ତୀ…

ଗଞ୍ଜାମ ଐତିହାସିକ ଦୋଳ ଯାତ୍ରା: ଏନଏସି ବିଜେଡି ପକ୍ଷରୁ ପାନୀୟ ଜଳ ବଣ୍ଟନ

ଗଞ୍ଜାମ,୩।୩(ବିଦ୍ୟାଧର ସାହୁ ) : ଗଞ୍ଜାମ ସହରରେ ଚାଲିଥିବା ଐତିହାସିକ ଦୋଳ ଯାତ୍ରାର ଆଜି ଶେଷ ଦିବସ । ମଙ୍ଗଳବାର ବଜାର ଯାତ୍ରା ଅନୁଷ୍ଠିତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri