ଏହି ୪ ରାଶିର ଯୁବକଙ୍କ ପ୍ରତି ଶୀଘ୍ର ଆକର୍ଷିତ ହୋଇଥାନ୍ତି ଯୁବତୀ; ଦେଖିଲେ ଆପଣ…

ଜ୍ୟୋତିଷ ଶାସ୍ତ୍ରରେ ରାଶିମାନଙ୍କ ମହତ୍ୱ ଅଧିକ। କାରଣ ରାଶି ଆଧାରରେ ବ୍ୟକ୍ତିର ସ୍ବଭାବ, ଗୁଣ-ଦୋଷ ଏବଂ ତାର ଜୀବନରେ ହେବାକୁ ଥିବା ଘଟଣା ବିଷୟରେ ଜଣାପଡ଼ିଥାଏ। ଆଜି ଆମେ ଏଭଳି ୪ଟି ରାଶି ବିଷୟରେ କହିବାକୁଯାଉଛୁ, ଯେଉଁଥିରେ ଜନ୍ମିତ ଯୁବକଙ୍କ ପ୍ରତି ଯୁବତୀମାନେ ଶୀଘ୍ର ଆକର୍ଷିତ ହୋଇଥାନ୍ତି।

ମିଥୁନ:
ଏହି ରାଶିର ବ୍ୟକ୍ତି ବେଶ ରୋମାଣ୍ଟିକ ଏବଂ ପ୍ରେମ କରିବାରେ ମାହିର୍‌ ହୋଇଥାନ୍ତି। ଏଣୁ ଏମାନଙ୍କୁ କାହାକୁ ନିଜ ପ୍ରତି ଆକର୍ଷିତ କରିବାକୁ ବେଶି କଷ୍ଟ କରିବାକୁ ପଡେନାହିଁ। ତାଙ୍କ ବ୍ୟକ୍ତିତ୍ୱ ଦେଖି ଯେ କେହି ତାଙ୍କ ପ୍ରେମରେ ପଡ଼ିଯାଇଥାଏ। ମିଥୁନ ରାଶିରେ ଜନ୍ମିତ ଯୁବକ ମନ କିଣିବାରେ ସିଦ୍ଧହସ୍ତ ହୋଇଥାନ୍ତି। ବ୍ୟବହାରରେ ସାଳିନତା ଯୋଗୁ ଯୁବତୀମାନେ ତାଙ୍କୁ ପସନ୍ଦ କରନ୍ତି। ବିଶେଷକରି ଝିଅମାନଙ୍କ ସହ କିଭଳି କଥା ହେବା ଉଚିତ ଏମାନଙ୍କୁ ଭଲଭାବେ ଜଣାଥାଏ।

ତୁଳା: ତୁଳା ରାଶିର ଲୋକଙ୍କ ସ୍ବଭାବ ଭିନ୍ନ ହୋଇଥାଏ। ଏମାନଙ୍କ ପାଇଁ ପ୍ରେମ ହିଁ ସବୁକିଛି ହୋଇଥାଏ। ଏମାନେ ନିଜର ସାଥୀଙ୍କ ପାଇଁ କିଛି ବି କରିବାକୁ ପ୍ରସ୍ତୁତ ଥାନ୍ତି। ଏଣୁ ଏହି ରାଶିରେ ଜନ୍ମିତ ଯୁବକଙ୍କ ସହ କିଛି ସମୟ ବିତାଇବା ପରେ ଯୁବତୀ ପ୍ରେମରେ ପଡ଼ିଯାଇଥାନ୍ତି।

ସିଂହ: ସିଂହ ରାଶିର ଜାତକଧାରୀ ପୁରୁଷ ନିଜର ସମ୍ପର୍କକୁ ନେଇ ବହୁତ ସଚ୍ଚୋଟ ଥାନ୍ତି। ଏଣୁ ସେମାନେ ପ୍ରେମକୁ ସଠିକ ଭାବେ ତୁଲାଇଥାନ୍ତି। ସାଥୀଙ୍କ ମନ ବେଶ ଭଲ ଭାବେ ଜିଣିବା ଏମାନେ ଜାଣନ୍ତି। ଯୁବତୀମାନେ ଏମାନଙ୍କ ପ୍ରତି ଶୀଘ୍ର ଆକର୍ଷିତ ହୋଇଥାନ୍ତି। ଏହି ରାଶିର ପୁରୁଷ ବେଶ ସମ୍ବେଦନଶୀଳ ହୋଇଥାନ୍ତି ଏବଂ ସାଥୀଙ୍କୁ ବହୁତ ଭଲ ପାଇଥାନ୍ତି।

ମକର: ମକର ରାଶିରେ ଜନ୍ମିତ ଯୁବକ ଚେହେରାରେ ଅନ୍ୟକୁ ଆକର୍ଷିତ କରିଥାନ୍ତି। ଏହି କାରଣରୁ ମହିଳାମାନେ ତାଙ୍କ ଉପରେ ଶୀଘ୍ର ଭରସା କରି ହୃଦୟ ଦେଇଥାନ୍ତି। କାରଣ ଏମାନଙ୍କ କଥା ହେବା ଶୈଳୀ, ଷ୍ଟାଇଲ୍‌ ମହିଳାଙ୍କୁ ବହୁତ ପସନ୍ଦ ଆସିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri