ଏହି ୪ ରାଶିରେ ଜନ୍ମିତ ଯୁବତୀ ହୋଇଥାନ୍ତି ଭଲ ସ୍ତ୍ରୀ; ଚମକାଇଥାନ୍ତି ସ୍ବାମୀଙ୍କ ଭାଗ୍ୟ 

ଜ୍ୟୋତିଷଶାସ୍ତ୍ରରେ ମୋଟ ୧୨ଟି ରାଶି ବିଷୟରେ ଅଧ୍ୟୟନ କରାଯାଇଛି। କୌଣସି ବ୍ୟକ୍ତିର ରାଶିରୁ ତାର ଭବିଷ୍ୟତରେ ହେବାକୁ ଥିବା ଘଟଣା ବିଷୟରେ ଅନେକ କିଛି ଜଣାପଡ଼ିଥାଏ। ଏହା ବ୍ୟକ୍ତିର ଜନ୍ମତିଥି ଏବଂ ସମୟ ଅନୁଯାୟୀ ନିର୍ଦ୍ଧାରିତ କରାଯାଇଥାଏ। ଆଜି ଆମେ ଏଭଳି ୪ ରାଶି ବିଷୟରେ କହିବୁ, ଯେଉଁଥିରେ ଜନ୍ମିତ ଝିଅମାନେ ଭବିଷ୍ୟତରେ ଭଲ ସ୍ତ୍ରୀ ସାବ୍ୟସ୍ତ ହୋଇଥାନ୍ତି। ଏପରିକି ସେମାନେ ସ୍ବାମୀଙ୍କ ପାଇଁ ଭାଗ୍ୟଶାଳୀ ହୋଇଥାନ୍ତି।
କର୍କଟ ରାଶି: କର୍କଟ ରାଶିର ଝିଅମାନେ ନିଜ ଜୀବନସାଥୀଙ୍କ ଯତ୍ନ ସର୍ବଦା ନେଇଥାନ୍ତି। ସମ୍ପର୍କ ପ୍ରତି ଏମାନେ ବହୁତ ସଚ୍ଚୋଟ ଥାନ୍ତି। ଏହି ରାଶିର ଝିଅମାନେ ଥରେ ହାତ ଧରିଲେ କେବେହେଲେ ଛାଡ଼ନ୍ତି ନାହିଁ।
ତୁଳାରାଶି: ବିବାହ ପରେ ଏହି ରାଶିରେ ଜନ୍ମିତ ମହିଳାମାନେ ନିଜ ସମ୍ପର୍କରେ ସନ୍ତୁଳନ ବଜାୟ ରଖନ୍ତି। ଯେତେବଡ଼ ବିପଦ ଆସୁ ନା କାହିଁକି ଏମାନେ ସ୍ବାମୀଙ୍କ ହାତ କେବେ ବି ଛାଡ଼ି ନ ଥାନ୍ତି। କଠିନ ସମୟରୁ ବାହାରକୁ ବାହାରିବା ଏମାନଙ୍କୁ ଭଲଭାବେ ଆସେ। ଏମାନେ ସ୍ବାମୀଙ୍କ ପାଇଁ ବହୁତ ଭାଗ୍ୟଶାଳୀ ହୋଇଥାନ୍ତି। ଏଥିସହ ଏମାନେ ସଚ୍ଚୋଟତାର ସହ ନିଜର ସମ୍ପର୍କ ତୁଲାଇଥାନ୍ତି।
କୁମ୍ଭ: ଏହି ରାଶିର ଯୁବତୀମାନେ ବହୁତ ଆତ୍ମବିଶ୍ୱାସୀ, ସାହସୀ ଏବଂ ମଜଭୂତ ହୋଇଥାନ୍ତି। ଭବିଷ୍ୟତରେ ଏମାନେ ସବୁଠାରୁ ଭଲ ସ୍ତ୍ରୀ ସାବ୍ୟସ୍ତ ହୋଇଥାନ୍ତି। ଏମାନେ ସବୁ ପରିସ୍ଥିତିରେ ନିଜକୁ ଢ଼ାଳି ନିଅନ୍ତି। ସ୍ବାମୀଙ୍କ ପ୍ରତି ସ୍ନେହ ଏବଂ ଆଦର ଭାବନା ଏମାନଙ୍କର ଥାଏ। ଏଥିପାଇଁ ଏମାନଙ୍କ ସ୍ବାମୀ ଏମାନଙ୍କ ପାଇ ନିଜକୁ ଭାଗ୍ୟଶାଳୀ ବୋଲି ମନେ କରିଥାନ୍ତି।
ମୀନ: ଏହି ରାଶିର ଝିଅମାନେ ବହୁତ ସମ୍ବେଦନଶୀଳ ହୋଇଥାନ୍ତି। ଏମାନଙ୍କ ସ୍ନେହୀ ସ୍ବଭାବ ଯୋଗୁ ସ୍ବାମୀଙ୍କ ବହୁତ ଯତ୍ନ ଏମାନେ ନେଇଥାନ୍ତି। କଠିନ ସମୟରେ ଏମାନେ ଜୀବନସାଥୀଙ୍କ ହାତ ଛାଡ଼ି ନ ଥାନ୍ତି। ଏହି ସ୍ବଭାବ ଶାଶୁଘର ଲୋକଙ୍କୁ ବହୁତ ପସନ୍ଦ ଆସିଥାଏ। ଭବିଷ୍ୟତରେ ମଧ୍ୟ ଏହି ଯୁବତୀମାନେ ଭଲ ସ୍ତ୍ରୀ ସାବ୍ୟସ୍ତ ହୋଇଥାନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri