ବାଜିମାରିଲେ ଝିଅ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଯୁକ୍ତ ଦୁଇ ଅଫ୍‌ଲାଇନ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଏଥର ପାସ ହାରରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ଝିଅଙ୍କ ପାସ ହାର ୬୭.୭୬% ଥିବା ବେଳେ ପୁଅଙ୍କ ପାସ ହାର ୬୨.୭% ରହିଛି । ଅନ୍ୟପକ୍ଷରେ ମୋଟ ପାସ ହାର ୬୮.୬୬ % ରହିଛି। କଳାରେ ୬ ହଜାର ୩୧୦, ବାଣିଜ୍ୟରେ ୪୨୨, ବିଜ୍ଞାନରେ ୧୫୦୧ ଓ ଧନ୍ଦାମୂଳକରେ ୨୨୭ ଜଣ ଛାତ୍ରୀଛାତ୍ର ପାସ କରିଛନ୍ତି। ବହୁ ବାଧାବିଘ୍ନ ମଧ୍ୟରେ ଯୁକ୍ତ ଦୁଇ ଅଫ୍‌ଲାଇନ୍‌ ପରୀକ୍ଷା ଫଳ ବାହାରିଛି। ଶୁକ୍ରବାର ସନ୍ଧ୍ୟାରେ ଏହି ରେଜଲ୍ଟ ପ୍ରକାଶ ପାଇବାର ଥିଲା। କିନ୍ତୁ କୌଣସି କାରଣ ପାଇଁ ବାହାରି ପାରି ନ ଥିଲା। ଶୁକ୍ରବାର ପରୀକ୍ଷା ଫଳ ବାହାରିବା ନେଇ ଗଣଣିକ୍ଷା ମନ୍ତ୍ରୀ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri