ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି।

ଉଦ୍‌ଯାପନୀ ସମାରୋହ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଦିଲ୍ଲୀପ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ଭଞ୍ଜନଗର ଥାନା ଏଏସ୍‌ଆଇ ବିଦେଶୀ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରୀମାନଙ୍କ ପାଇଁ ଆତ୍ମରକ୍ଷା କୌଶଳ ଶିଖିବାର ଆବଶ୍ୟକତା ଓ ଗୁରୁତ୍ୱ ସମ୍ପର୍କରେ ଉଦ୍‌ବୋଧନ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଶକ୍ତିଶ୍ରୀ ସଂଯୋଜିକା ଜୟଲକ୍ଷ୍ମୀ ରଥ, ପ୍ରଶାସନିକ ଅଧିକାରୀ ଉର୍ମିଳା ପଟ୍ଟଯୋଶୀ ଏବଂ ଅଧ୍ୟାପିକା ସନ୍ଧ୍ୟାରାଣୀ ପ୍ରଧାନ ଉପସ୍ଥିତ ରହି ଛାତ୍ରୀମାନଙ୍କୁ ଆତ୍ମରକ୍ଷା ତାଲିମ ଶିବିରର ମୂଳ ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ପର୍କରେ ସବିଶେଷ ଆଲୋକପାତ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ବିପନ୍ନଙ୍କ ନିକଟରେ ପହଞ୍ଚିଲେ ମହିଳା ଆଇଆଇସି, ଘରଘର ବୁଲି…

ଗଞ୍ଜାମ,୬ା୧୧(ବିଦ୍ୟାଧର ସାହୁ): ଦୁଃଖ ଆଣି ଦେଇଛି ବାତ୍ୟା ଅର୍ଣ୍ଣବ। ବାତ୍ୟା ଓ ବନ୍ୟାରେ କାହାର ଘର ଭାସିଯାଇଛି ତ କାହାର ଚାଳ ଛପର ଆଜବେଷ୍ଟସ୍‌ ଉଡ଼ିଯାଇଛି। ଅଧିକାଂଶ…

୬୦ବର୍ଷରେ ପାଚିକା ଚାକିରିରୁ ଅବସର, ହେଲେ ମିଳୁନି ବାର୍ଦ୍ଧକ୍ୟ ଭତ୍ତା! ଅସନ୍ତୋଷ କୁମୁଦିନୀ

ଅମରପାଲି,୬।୧୧(ପୀତାମ୍ବର ସାହୁ): ଚାକିରିରୁ ଅବସର ନେବାର ୧୦ ମାସ ବିତିଲାଣି । ଆଧାର କାର୍ଡ ଓ ଭୋଟର ପରିଚୟପତ୍ରରେ ବୟସ ୬୦ ବର୍ଷରୁ ଊର୍ଦ୍ଧ୍ୱ । ଏପରିକି…

ସମ୍ପର୍କରେ ରକ୍ତର ଛିଟା, ମାମୁଁଙ୍କୁ ତେଣ୍ଟା ଭୁସି ହତ୍ୟା

ଆଳି,୬।୧୧(ବନମାଳୀ ସେନାପତି): ତେଣ୍ଟା ଭୁସି ମାମୁଁଙ୍କୁ ହତ୍ୟା କଲେ ଭଣଜା ଓ ସମ୍ପର୍କୀୟ ପୁତୁରା । ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି…

ଆନ୍ଧ୍ରକୁ ଭୋଟ ଦେଇଥିବା ଲୋକ ଓଡ଼ିଶାରେ ରୁହ ନାହିଁ: ଲୋକଙ୍କୁ ରୋକଠୋକ ଶୁଣାଇଦେଲେ ତାରା-ଭୃଗୁ

ପଟ୍ଟାଙ୍ଗି,୬ା୧୧(ଶରତ କୁମାର ଧଳ):ଆନ୍ଧ୍ରରେ ଭୋଟ ଦେଇ ଫେରିଥିବା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆ ପଞ୍ଚାୟତର ସୀମାନ୍ତ ଗଁାର କେତେଜଣ ଲୋକଙ୍କ ପ୍ରତି ଜୟପୁର ବିଧାୟକ ତାରାପ୍ରସାଦ…

ଆନ୍ଧ୍ରର ୨ ବୁଥ୍‌ରେ କୋଟିଆରୁ ୪୮% ଭୋଟ: ଆନ୍ଧ୍ର ସୁବିଧାର କାଉଣ୍ଟର କରିବାକୁ ପାରୁନି ଓଡ଼ିଶା

ପଟ୍ଟାଙ୍ଗି,୬ା୧୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆ ପଞ୍ଚାୟତବାସୀଙ୍କ ଭୋଟ ନେବାରେ ସକ୍ଷମ ହୋଇଛି ଆନ୍ଧ୍ର। ଓଡ଼ିଶା ସୀମାନ୍ତ ଗାଁଗୁଡ଼ିକରୁ ଆନ୍ଧ୍ର ସରକାର ଭୋଟ ନେବା…

ବାତ୍ୟା କ୍ଷତିଗ୍ରସ୍ତ ଗାଁ ବୁଲିଲେ ବିଧାୟକ, ଚାଷୀଙ୍କ ଦୁର୍ଦ୍ଦଶା ବୁଝିଲେ

ପାରଳାଖେମୁଣ୍ଡି,୫।୧୧(ଗିରିଧାରୀ ପରିଛା): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ଲଗାଣ ବର୍ଷାରେ ଗଜପତି ଜିଲାର ଚାଷଜମି ଏବଂ ଜନଜୀବନ ବ୍ୟାପକ ଭାବେ ପ୍ରଭାବିତ ହୋଇଛି। ବିଶେଷ କରି ଗୋଷାଣି ବ୍ଲକର…

ପ୍ରସ୍ତାବିତ ନୂତନ ମଦ ଭାଟି ନିର୍ମାଣକୁ ଗ୍ରାମବାସୀଙ୍କ ବିରୋଧ

ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅର୍ତଲ ପଞ୍ଚାୟତ କାନ୍ଦୁଲଝର ଗ୍ରାମରେ ଏକ ନୂତନ ମଦ ଭାଟି ଓ ଦୋକାନ ନିର୍ମାଣକୁ ନେଇ ଗ୍ରାମବାସୀଙ୍କ…

ଗଞ୍ଜାମରେ ବନ୍ୟା ବିପତ୍ତି: ଫର୍ମ ପୂରଣ ଫି’ ଛାଡ଼ ପାଇଁ ଛାତ୍ରଛାତ୍ରୀଙ୍କ ଦାବି, ଆନ୍ଦୋଳନ ଚେତାବନୀ

ଭଞ୍ଜନଗର,୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଗତ ୨୮ ତାରିଖ ରାତିରେ ଆସିଥିବା ପ୍ରଳୟଙ୍କରୀ ବନ୍ୟାରେ ଛାତ୍ରଛାତ୍ରୀ, ଚାଷୀ, ବ୍ୟବସାୟୀଙ୍କ ସମେତ ସମାଜର ବିଭିନ୍ନ ବର୍ଗର ଲୋକେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?