Posted inଜାତୀୟ

ଗୀତା ପ୍ରେସକୁ ୨୦୨୧ ଗାନ୍ଧୀ ଶାନ୍ତି ପୁରସ୍କାର, ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା…

ନୂଆଦିଲ୍ଲୀ,୧୮।୬ : ୨୦୨୧ ବର୍ଷ ପାଇଁ ଗାନ୍ଧୀ ଶାନ୍ତି ପୁରସ୍କାର ଗୋରଖପୁରର ଗୀତା ପ୍ରେସକୁ ଦିଆଯିବ। ଧର୍ମ, ସଂସ୍କୃତି ଏବଂ ପରମ୍ପରାକୁ ଅନ୍ତର୍ଭୁକ୍ତ କରିବାରେ ପ୍ରେସର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଏହି ପୁରସ୍କାର ପ୍ରଦାନ କରାଯିବ। ଗାନ୍ଧୀ ଶାନ୍ତି ପୁରସ୍କାର ହେଉଛି ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ପ୍ରତିଷ୍ଠିତ ଆଦର୍ଶ ପ୍ରତି ଶ୍ରଦ୍ଧାଞ୍ଜଳି ସ୍ବରୂପ ୧୯୯୫ ମସିହାରେ ଭାରତ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ବାର୍ଷିକ ପୁରସ୍କାର। ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗଠିତ ଜୁରୀ ସର୍ବସମ୍ମତି କ୍ରମେ ଗୀତା ପ୍ରେସ, ଗୋରଖପୁରକୁ ଗାନ୍ଧୀ ଶାନ୍ତି ପୁରସ୍କାର ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଚଳିତ ବର୍ଷ ଗୀତା ପ୍ରେସ ୧୦୦ ବର୍ଷ ପୂରଣ କରିଛି । ଗୀତା ପ୍ରେସ ପ୍ରତିଷ୍ଠା କରିଥିବା ରାଜସ୍ଥାନର ଚୁରୁ ନିବାସୀ ଜୟଦୟାଲଜୀ ଗୋୟନ୍ଦକା (ସେଠଜୀ) ଗୀତା ପାଠ ଏବଂ ବକ୍ତବ୍ୟରେ ବହୁତ ଆଗ୍ରହ ଦେଖାଉଥିଲେ। ବ୍ୟବସାୟ ସଂପର୍କରେ ସେ ଆସି କୋଲକାତା ଯିବା ଆସିବା କରୁଥିଲେ। ସେଠାରେ ସେ ଦୋକାନରେ ସତସଙ୍ଗ ମଧ୍ୟ କରୁଥିଲେ। ଧୀରେ ଧୀରେ ସତସଙ୍ଗୀଙ୍କ ସଂଖ୍ୟା ଏତେ ବଢ଼ିଗଲା ଜାଗା ସମସ୍ୟା ଉପୁଜିବାକୁ ଲାଗିଲା। ଏହା ଉପରେ ସେ କୋଲକାତାର ବିର୍ଲା ପରିବାରର ଏକ ଗୋଦାମ ଭଡା ନେଇ ଏହାର ନାମ ଗୋବିନ୍ଦ ଭବନ ରଖିଥିଲେ।

ଗୀତା ପ୍ରେସର ମ୍ୟାନେଜର ଡକ୍ଟର ଲାଲ ମଣି ତ୍ରିପାଠୀଙ୍କ ଅନୁଯାୟୀ ଜୟଦୟଲ ଜି ଗୋୟନ୍ଦକା କୋଲକାତାରେ ବଣିକ ପ୍ରେସର ସଞ୍ଚାଳକଙ୍କ ମନ୍ତବ୍ୟକୁ ଭଗବାନଙ୍କ ସନ୍ଦେଶ ବୋଲି ବିବେଚନା କରି ଗୋରଖପୁରର ସାହାବଗଞ୍ଜର ବାସିନ୍ଦା ସେଠ ଘନଶ୍ୟାମଦାସ ଏବଂ ମହାବୀର ପ୍ରସାଦ ପୋଦ୍ଦାରଙ୍କ ସାହାଯ୍ୟରେ ଏହି ପ୍ରେସକୁ ୨୯ ଏପ୍ରିଲ ୧୯୨୩ ରେ ହିନ୍ଦୀ ବଜାରରେ ମାସିକ ୧୦ ଟଙ୍କା ଭଡା ସହିତ ପ୍ରତିଷ୍ଠା କରାଇଥିଲେ। ଆବଶ୍ୟକତା ଅନୁସାରେ, ୧୯୨୬ ମସିହାରେ, ବର୍ତ୍ତମାନର ଗୀତାପ୍ରେସର ଜମି କ୍ରୟ କରାଯାଇଥିଲା, ଯାହା ଦୁଇ ଲକ୍ଷ ବର୍ଗଫୁଟରେ ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri