Posted inଜାତୀୟ

ହିସାବ ନ ମାଗି ହିସାବ ଦିଅ: ଶାହା

ନୂଆଦିଲ୍ଲୀ,୧୩।୨: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ କଂଗ୍ରେସ ଗତ ୧୭ ମାସ ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ହିସାବ ମାଗି ଆସୁଛି। ତେବେ କଂଗ୍ରେସ ଦେଶର ସାଧାରଣ ଲୋକଙ୍କ ପାଇଁ କ’ଣ କରିଛି ତାହାର ହିସାବ ଦେବା ସମୟ ଆସିଛି। କଂଗ୍ରେସ ୭୦ ବର୍ଷର ହିସାବ ଦେବାର ଆବଶ୍ୟକତା ରହିଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ଲୋକ ସଭାରେ କହିଛନ୍ତି। ଜମ୍ମୁ-କଶ୍ମୀର ପୁନର୍ଗଠନ ସଂଶୋଧନ ବିଧେୟକ ଉପରେ ଚର୍ଚ୍ଚା ସମୟରେ ସେ ଏଭଳି କହିଛନ୍ତି। ଏବେ ରାଜ୍ୟରେ ବିକାଶ କାର୍ଯ୍ୟ ଜାରି ରହିଛି। କଂଗ୍ରେସ ୪ ପିଢ଼ିରେ କରି ନ ଥିବା କାର୍ଯ୍ୟ ଭାଜପା ମାତ୍ର ଦେଢ଼ ବର୍ଷରେ କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟପାଳଙ୍କୁ ଭେଟିଲେ ଉଦ୍ଧବ: ଗୁରୁବାର ଶିବାଜୀ ପାର୍କରେ ଶପଥ ଗ୍ରହଣ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ସଙ୍କଟର ଅନ୍ତ ଘଟିଛି। ରାଜ୍ୟରେ ସରକାର ଗଠନ ପାଇଁ ଶିବସେନା-ଏନ୍‌ସିପି-କଂଗ୍ରେସ ଅଣ୍ଟା ଭିଡ଼ିଛନ୍ତି। ବୁଧବାର ମେଣ୍ଟର ନେତା ଶିବସେନା ମୁଖ୍ୟ...

କର୍ନାଟକ ବିଧାନସଭା ନିର୍ବାଚନ ଏଏପି ଜାରି କଲା ପ୍ରଥମ ତାଲିକା

ବେଙ୍ଗାଲୁରୁ,୨୦।୩: ଚଳିତ ବର୍ଷ ମେ’ରେ କର୍ନାଟକରେ ୨୨୪ଟି ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ପାଇଁ ବିଭିନ୍ନ ଦଳ ଅଣ୍ଟା ଭିଡ଼ିଥିବା ବେଳେ...

ବମ୍ବେ ଡାଇଙ୍ଗ୍‌ ବିଜ୍ଞାପନରୁ ମାନେକା ଗାନ୍ଧୀଙ୍କୁ ଭଲ ପାଇ ବସିଥିଲେ ସଞ୍ଜୟ ଗାନ୍ଧୀ

ନୂଆଦିଲ୍ଲୀ,୧୪।୧୨: ସଞ୍ଜୟ ଗାନ୍ଧୀଙ୍କ ୭୪ତମ ଜୟନ୍ତୀ ସୋମବାର ପାଳିତ ହେଉଛି। ଏନେଇ ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କ ସମେତ ବହୁ ରାଜନେତା ଶାନ୍ତିବନରେ ଶ୍ରଦ୍ଧାଞ୍ଜଳି...

ଭାରତ ଗସ୍ତରେ ଆମେରିକାର ପ୍ରତିରକ୍ଷା ସଚିବ

ୱାଶିଂଟନ/ନୂଆଦିଲ୍ଲୀ,୧୯।୩: ଆମେରିକାର ପ୍ରତିରକ୍ଷା ସଚିବ ଲୟଡ ଜେ ଅଷ୍ଟିନ ୩ ଦିନିଆ ଭାରତ ଗସ୍ତରେ ଆସି ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ଶନିବାର...

ଅକ୍ସିଜେନ୍‌ ଓ ମେଡିକାଲ କିଟ୍‌ ସହ ଯାତ୍ରା ମାର୍ଗରେ ମୁତୟନ ହେଲେ ଆଇଟିବିପିର ଯବାନ

ନୂଆଦିଲ୍ଲୀ,୧।୭: ମହାଦେବଙ୍କ ଦର୍ଶନ ପାଇଁ ପହଞ୍ଚିଥିବା ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନଜରରେ ରଖି ଆଇଟିବିପି ନିଜର ୫ହଜାରରୁ ଊର୍ଦ୍ଧ୍ୱ ଯବାନଙ୍କୁ ଅମରନାଥ ଯାତ୍ରା ମାର୍ଗରେ ମୁତୟନ କରିଛି।...

ଜୋଷୀମଠରେ ଅନିଶ୍ଚିତତା ଜାରି

ଜୋଷୀମଠ,୬।୨(ପି.ଟି.): ଉତ୍ତରାଖଣ୍ଡର ଚାମୋଲି ଜିଲା ଅନ୍ତର୍ଗତ ଜୋଷୀମଠ ସହରରେ ମାଟି ଦବିବା କାରଣରୁ ଘରଗୁଡ଼ିକରେ ଫାଟ ଦେଖାଦେଇ ବିପଜ୍ଜନକ ସ୍ଥିତି ସୃଷ୍ଟି କରିଛି। ଲୋକମାନଙ୍କୁ ସୁରକ୍ଷିତ...

ଆଇଏସ୍‌ଆଇର ନୂଆ ଯୋଜନା: ନେପାଳ ସୀମାରେ ଲଶ୍କର ମଡ୍ୟୁଲରେ ତିଆରି ହେଉଛନ୍ତି ସ୍ଲିପର ସେଲ୍‌

ନୂଆଦିଲ୍ଲୀ/କାଠମାଣ୍ଡୁ, ୧୩।୬: ଆତଙ୍କବାଦ ବିରୋଧରେ ଭାରତ ସ୍ବତନ୍ତ୍ର ଯୋଜନା ଉପରେ କାର୍ଯ୍ୟଧାରା ଜାରି ରଖିଛି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବେ...

ଦେଶର ୧୧ଟି ସହରରେ କରୋନା ସଂକ୍ରମଣ ଚିନ୍ତା ଜନକ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ହଟ୍‌ ସ୍ପଟ୍‌ ଅଞ୍ଚଳରେ ଶୀଘ୍ର ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ର଼୍ୟାପିଡ୍‌...

Advertisement
Archives

Model This Week