‘ଥିଲେ ଦିଅ, ନ ଥିଲେ ନିଅ’

ଭୁବନେଶ୍ୱର,୨୪।୪(ବ୍ୟୁରୋ): ସ୍ଥାନୀୟ ୩୪ ନଂ ୱାର୍ଡ ସତ୍ୟନଗର ଡେଭେଲପମେଣ୍ଟ ଓ କଲ୍‌ଚରାଲ୍‌ ସୋସାଇଟିଠାରେ ଶନିବାର ଉଡ୍ର ଚାରିଟେବୁଲ୍‌ ଟ୍ରଷ୍ଟ ପକ୍ଷରୁ ‘ଥିଲେ ଦିଅ, ନ ଥିଲେ ନିଅ’ ଅଭିଯାନ ମାଧ୍ୟମରେ ବସ୍ତ୍ର ଓ ଛତା ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବସ୍ତ୍ର ଏବଂ ଛତାର ଅଭାବ ଥିବା ଲୋକଙ୍କୁ ସଂଗ୍ରହ କରାଯାଇଥିବା ପୁରୁଣା ବସ୍ତ୍ର ଏବଂ ଛତାଗୁଡିକୁ ବଣ୍ଟନ କରି ସେମାନଙ୍କ ମୁହଁରେ ହସ ଫୁଟାଇବା ପାଇଁ ଉଡ୍ର ଏକ ପ୍ରୟାସ। ଲୋକଙ୍କୁ ଖଣ୍ଡେ ବସ୍ତ୍ର ଓ ଗୋଟେ ଛତା ଯୋଗାଇ ଦିଆଯାଇଥିଲା। ୬ ବର୍ଷ ଧରି ଉଡ୍ର ଏହି ପ୍ରୟାସ କରିଆସିଛି। ତେବେ ପୂର୍ବବର୍ଷ ଏହି କାର୍ଯ୍ୟକ୍ରମରେ ୨୫ହଜାରରୁ ଉର୍ଦ୍ଧ୍ୱ ବସ୍ତ୍ର ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଟ୍ରଷ୍ଟର ପରାମର୍ଶଦାତା ତଥା ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସନାୟକ, ସମ୍ପାଦିକା ଶୁଭ୍ରାଜ୍ୟୋତି ଦାସନାୟକ, ଭୁବନେଶ୍ୱର ବିଧାୟକ ଅନନ୍ତ ନାରାୟଣ ଜେନା, ମେୟର ସୁଲୋଚନା ଦାସ, ରୁଦ୍ରାକ୍ଷ ପାଣିଗ୍ରାହୀ, ଲୋକନାଥ ପଣ୍ଡା, ତୁଷାର ପଟ୍ଟନାୟକ, ଶୀତଲ୍‌ ପାତ୍ର, ପ୍ରଭାତ ଶତପଥୀ, କିଶୋର ଦାସ, ଜୋଷିକା ବୋଷ ଓ ଉଡ୍ର ପରିବାରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି…

ଗ୍ୟାସକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଓଡ଼ିଶାବାସୀଙ୍କ ପାଇଁ…

ଭୁବନେଶ୍ୱର,୨୬।୩: ରାଜ୍ୟରେ ଗ୍ୟାସ, ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ। ଏନେଇ ଗୁରୁବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,…

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଜଗିବେ ୧୬ ପ୍ଲାଟୁନ ପୋଲିସ ଫୋର୍ସ

ପୁରୁଣା ଭୁବନେଶ୍ୱର,୨୬ା୩(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଗୁରୁବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri