ଦୀପାବଳି ରେ ଘରକୁ ଦିଅନ୍ତୁ ନୂଆ ରୂପ

କୁହାଯାଏ, ଯେଉଁଠି ପରିଷ୍କାର ଥାଏ ସେଠି ଭଗବାନ ବାସ କରନ୍ତି। ତେଣୁ ଘରକୁ ସଜାଇବା ପୂର୍ବରୁ ପ୍ରଥମେ ଏହାକୁ ସଫା ଏବଂ ପରିଷ୍କାର ରଖନ୍ତୁ। ଅଦରକାରୀ ବର୍ଜ୍ୟବସ୍ତୁକୁ ବାହାରେ ଫିଙ୍ଗି ଦିଅନ୍ତୁ।
ଏବେ ବଜାରରେ ନୂଆ ନୂଆ ଆକାର ଓ ଆକୃତିର ଦୀପ ଉପଲବ୍ଧ। ଆପଣ ପୂଜାରେ ଏଭଳି ଦୀପ ଲଗାଇ ଘରକୁ ସଜାଇପାରିବେ।
ବିନା ରଙ୍ଗୋଲିରେ ଦୀପାବଳି ଫିକା ଲାଗିଥାଏ। ଚାଉଳ ଗୁଣ୍ଡ, ରଙ୍ଗ ବାଲି, ରଙ୍ଗିନ୍‌ ମୁରୁଜ, ଫୁଲ ଆଦିରେ ଘରର ପ୍ରବେଶ ଦ୍ୱାର ଓ ଅଗଣାକୁ ସଜାନ୍ତୁ, ଯାହା ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରିବ।
ଡାଇନିଙ୍ଗ୍‌ ରୁମ୍‌ କିମ୍ବା ବେଡ଼୍‌ ରୁମ୍‌କୁ ଫ୍ଲୋଟିଙ୍ଗ୍‌ କ୍ୟାଣ୍ଡେଲ୍‌ ସହ ଫୁଲରେ ସଜାନ୍ତୁ। ଏହା ଆପଣଙ୍କୁ ଖୁସି ପ୍ରଦାନ କରିବ।
ଘରକୁ ଆଲୋକିତ କରିବା ପାଇଁ ବିଭିନ୍ନ ପ୍ରକାରର ଏଲ୍‌.ଇ.ଡି. ଲାଇଟ୍‌, ଲିଚୁ ଲାଇଟ୍‌ ଲଗାଇ ଅଧିକ ଆକର୍ଷଣୀୟ କରିପାରିବେ।
ବିଭିନ୍ନ ପ୍ରକାରର ଫୁଲଦାନୀ କିମ୍ବା ବ୍ରାଜଲ୍‌ ଲ୍ୟାମ୍ପ୍‌, ରଙ୍ଗିନ୍‌ ଲ୍ୟାମ୍ପ୍‌ ବି ଲଗାଇ ସଜାଇ ପାରିବେ। ମାଟି, କାଚ କିମ୍ବା ପିତ୍ତଳ ପାତ୍ରକୁ ସଜାଇ ସେଥିରେ ପାଣି ଏବଂ ଫୁଲ ଦେଇ ବି ଘରେ ରଖିପାରିବେ।
ଘରର ପ୍ରବେଶ ଦ୍ୱାରକୁ ଫୁଲମାଳ ଏବଂ ବେଲୁନ୍‌ରେ ସୁସଜ୍ଜିତ କରନ୍ତୁ। କାରଣ, ଘରକୁ ସୁନ୍ଦର ରଖିବା ଦ୍ୱାରା ଘରେ ଧନ ସମ୍ପତ୍ତି ବଢ଼ିଥାଏ ବୋଲି ବିଶ୍ୱାସ କରାଯାଏ। ବିଭିନ୍ନ ରଙ୍ଗିନ୍‌ ପେପର୍‌ରେ କ୍ରାଫ୍ଟ କରି ମଧ୍ୟ ଘରକୁ ସଜାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri