ଘରକୁ ଦିଅନ୍ତୁ ନୂଆ ଲୁକ୍‌

ଘରକୁ ସୁନ୍ଦର ଭାବରେ ସଜାଇ ରଖିଲେ ଘରେ ସକାରାତ୍ମକ ଶକ୍ତି ସୃଷ୍ଟି ହେବା ସହିତ ମନ ମଧ୍ୟ ପ୍ରଫୁଲ୍ଲ ରହିଥାଏ । ଏ ଦୃଷ୍ଟିରୁ ଘର ପରିବେଶକୁ କିପରି ସୁନ୍ଦର କରିବେ ଜାଣି ରଖନ୍ତୁ କିଛି ଟିପ୍ସ…

ଦୁଇ ତିନି ମାସ ଅନ୍ତରରେ ଘରର ସାଜସଜ୍ଜାକୁ ବଦଳାଇ ନୂଆ ରୂପ ଦିଅନ୍ତୁ। ଫଳରେ ମୁଡ୍‌ ଭଲ ରହିଥାଏ।
ଘରକୁ କୌଣସି ଥିମ୍‌ ଅନୁସାରେ ବି ସଜ୍ଜାଇ ପାରିବେ। କୌଣସି ନିର୍ଦ୍ଦିଷ୍ଟ ରଙ୍ଗ କିମ୍ବା ନିର୍ଦ୍ଦିଷ୍ଟ ରାଜ୍ୟର କିଛି ଡିଜାଇନ୍‌କୁ ଫଲୋ କରିପାରିବେ।
ନିଜ ପସନ୍ଦର ପୋଷ୍ଟର କିମ୍ବା ଷ୍ଟିକର ମଧ୍ୟ ଲଗାଇ ପାରିବେ।
ହୋମ୍‌ ଡେକରରେ ପରିବର୍ତ୍ତନ କରିବା ଫଳରେ ଘରେ ସକାରାତ୍ମକ ଶକ୍ତି ପ୍ରବେଶ କରିଥାଏ।
ଘର ସଜ୍ଜା ସମୟରେ ଘରର ସବୁଜିମା ଉପରେ ମଧ୍ୟ ଧ୍ୟାନ ଦିଅନ୍ତୁ। ଘର ବାହାରେ ଓ ଭିତରେ ସଜ୍ଜାଇବା ପାଇଁ ଆଜିକାଲି ସୁନ୍ଦର ସୁନ୍ଦର ଫୁଲକୁଣ୍ଡ ମିଳୁଛି। ସେସବୁକୁ ଘରେ ରଖି ଭିନ୍ନ ରୂପ ଦେଇପାରିବେ।
ଇନ୍‌ଡୋର ପ୍ଲାଣ୍ଟ ଲଗାଇ ଘରର ଲୁକ୍‌ ପରିବର୍ତ୍ତନ କରିବା ସହିତ ପ୍ରଦୂଷଣକୁ ବି କମ୍‌ କରିପାରିବେ। ସିଲଭର ପ୍ଲାଣ୍ଟର ରଖିବାର କ୍ରେଜ୍‌ ବଢ଼ିବାରେ ଲାଗିଛି। ପ୍ଲାଣ୍ଟ ଲାଇବା ଫଳରେ ଏହା ଘରକୁ ରୟାଲ ଲୁକ୍‌ ବି ଦେଇଥାଏ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri