Posted inଜାତୀୟ

‘୨୮ ଦିନରେ କୋଭିଶିଲ୍ଡ ଦ୍ୱିତୀୟ ଡୋଜ୍‌ ଦିଅ’

ପୁଣେ, ୭।୯: କେରଳରେ କୋଭିଡ୍‌ ସଂକ୍ରମଣ ବଢ଼ିଚାଲିଥିବା ବେଳେ ୧୨ ସପ୍ତାହ ପରିବର୍ତ୍ତେ ୪ ସପ୍ତାହ ପରେ କୋଭିଶିଲ୍ଡ ଟିକାର ଦ୍ୱିତୀୟ ଡୋଜ୍‌ ଦେବା ପାଇଁ ହାଇକୋର୍ଟ ସୋମବାର କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଯେଉଁମାନେ ଟିକା ନେବାକୁ ଚାହୁଁଛନ୍ତି, ସେମାନଙ୍କୁ ୪ ସପ୍ତାହ ପରେ ଦ୍ୱିତୀୟ ଡୋଜ୍‌ ଦିଆଯାଉ। ଏଥିପାଇଁ କୋଓ୍ବିନ୍‌ ଆପ୍‌ରେ ପରିବର୍ତ୍ତନ କରିବା ଲାଗି ସରକାରଙ୍କୁ କୁହାଯାଇଛି। ଏହି ନିର୍ଦ୍ଦେଶନାମା କେବଳ ଘରୋଇ ସୂତ୍ରରୁ ଟିକା ନେଉଥିବା ଲୋକମାନଙ୍କ କ୍ଷେତ୍ରରେ ସୀମିତ। ସରକାରଙ୍କ ମାଗଣା ଟିକା ନେଉଥିବା ଲୋକଙ୍କ ପାଇଁ ଏହା ଲାଗୁ ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୩୬ବର୍ଷ ପରେ ବୃଦ୍ଧାଶ୍ରମରେ ହେଲା ମିଳନ

ଥିରୁଭାନନ୍ତପୁରମ୍‌,୨୬।୯:କେରଳର ବୃଦ୍ଧାଶ୍ରମରେ ଏକ ନିଆରା ମିଳନ ଘଟିଛି। ୩୬ ବର୍ଷ ପରେ ଜଣେ ବୃଦ୍ଧ ଦମ୍ପତିଙ୍କ ବୃଦ୍ଧାଶ୍ରମରେ ପରସ୍ପରକୁ ଅଚାନକ ଭେଟିଛନ୍ତି। ୬୫ ବର୍ଷ ପୂର୍ବେ...

ଶାହରୁଖଙ୍କ ଘରେ ଚଢ଼ାଉ କରି ନ ଥିଲୁ

ନୂଆଦିଲ୍ଲୀ,୨୧।୧୦: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ ପୁଅ ଆର୍ଯ୍ୟନଙ୍କୁ ଜେଲରେ ଭେଟିବା ପରେ ମନ୍ନତରେ ଗୁରୁବାର ପହଞ୍ଚିଥିଲା ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ଏକ ଦଳ।...

୩୦ ବର୍ଷ ପରେ ୪ ବାୟୁସେନା ଯବାନଙ୍କ ହତ୍ୟା ମାମଲାର ଶୁଣାଣି: ମୁଖ୍ୟ ଅଭିଯୁକ୍ତ ୟାସିନ୍‌ ମାଲିକ୍‌ଙ୍କୁ ଟାଡା କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ

ଶ୍ରୀନଗର,୧୧।୯: ବାୟୁସେନା ଯବାନଙ୍କୁ ହତ୍ୟା କରାଯିବା ମାମଲାରେ ଜେକେଏଲଏଫ୍‌ ମୁଖ୍ୟ ତଥା ବିଚ୍ଛିନ୍ନତାବାଦୀ ନେତା ୟାସିନ୍‌ ମାଲିକ୍‌ଙ୍କୁ ହାଜର ହେବାକୁ ଜମ୍ମୁର ଟାଡା କୋର୍ଟ ପକ୍ଷରୁ...

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧,୭୫୨ ସଂକ୍ରମିତ

ନୂଆଦିଲ୍ଲୀ,୨୪।୪: ଦେଶରେ ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ବେଳକୁ ବେଳ ଏହି ସଂଖ୍ୟାରେ ବୃଦ୍ଧି ଘଟିବାରୁ ଏହା ସମସ୍ତଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଲାଣି।...

ସୋନଭଦ୍ର ହତ୍ୟାକାଣ୍ଡ: ପୀଡିତଙ୍କ ପରିବାରକୁ ଭେଟି ନ ପାରି ଧାରଣାରେ ବସିଲେ ପ୍ରିୟଙ୍କା

ଲକ୍ଷ୍ନୌ, ୧୯।୭: ଉତ୍ତର ପ୍ରଦେଶର ସୋନଭଦ୍ର ଜିଲାର ଘୋରାବଲ କୋତବାଲୀ ଅଞ୍ଚଳର ମୂର୍ତ୍ତିଆ ଗାଁରେ ଜମି ବିବାଦକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ରକ୍ତ ସଂଘର୍ଷ ଘଟି...

କେନ୍ଦ୍ର ଶାସିତ ଜମ୍ମୁ-କଶ୍ମୀରରେ ୨୦ ଏବଂ ଲଦାଖରେ ରହିବ ୨ ଜିଲା

ଶ୍ରୀନଗର, ୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଐତିହାସିକ ଘୋଷଣା ପରେ ଏଣିକି କେନ୍ଦ୍ର ଶାସିତ ଜମ୍ମୁ-କଶ୍ମୀରରେ ୨୦ଟି ଜିଲା ରହିବ। ସେହିପରି ଲଦାଖରେ ୨...

୨୧ ବର୍ଷର ସମ୍ପତ୍ତି ବିବାଦ ଶେଷ, ଯୋଗୀ-ଧାମିଙ୍କ ସମାଧାନ ସୂତ୍ର…

ଲକ୍ଷ୍ନୌ/ଡେରାଡୁନ୍‌, ୫।୫ : ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡ ମଧ୍ୟରେ ଗତ ୨୧ ବର୍ଷ ଧରି ଚାଲିଥିବା ସମ୍ପତ୍ତି ବିବାଦ ଶେଷରେ ସମାପ୍ତ ହୋଇଛି। ତାଙ୍କର ଉତ୍ତରାଖଣ୍ଡ...

ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି ପାଇଁ ୟାସିନ୍‌ ମଲିକ୍‌ଙ୍କୁ ପାଣ୍ଠି ଯୋଗାଉଥିଲେ ହାଫିଜ୍‌ ସଇଦ୍‌: ଏନ୍‌ଆଇଏ ରିପୋର୍ଟ

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି ପାଇଁ ବିଚ୍ଛିନ୍ନତାବାଦୀ ନେତା ୟାସିନ୍‌ ମଲିକ୍‌ଙ୍କୁ ଲଶ୍କର-ଇ-ତୋଏବା ମୁଖ୍ୟ ୟାସିନ୍‌ ମଲିକ୍‌ ପାଣ୍ଠି ଯୋଗାଉଥିଲେ। ଏନେଇ ଏନ୍‌ଆଇଏ ପକ୍ଷରୁ ଏକ...

Advertisement
Archives

Model This Week