Posted inଜାତୀୟ

ମୋଦିଙ୍କୁ ଚ୍ୟାଲେଞ୍ଜ ଦେଲେ କେସିଆର୍‌

ନୂଆଦିଲ୍ଲୀ,୧୧।୪: କୃଷି ପ୍ରସଙ୍ଗକୁ ନେଇ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ(କେସିଆର୍‌) କେନ୍ଦ୍ରକୁ ଏକ ବଡ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କେସିଆର୍‌ ତୁରନ୍ତ ଏକ କୃଷି ନୀତି ଆଣିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କହିଛନ୍ତି। ନଚେତ ଭାଜପାକୁ କ୍ଷମତାରୁ ହଟାଇ ଦେବୁ ବୋଲି କେସିଆର୍‌ ଚେତାବନୀ ଦେଇଛନ୍ତି। ଚାଉଳ କ୍ରୟ ପ୍ରସଙ୍ଗରେ ନୂଆଦିଲ୍ଲୀରେ ଦଳୀୟ ନେତାଙ୍କ ସହ ବିକ୍ଷୋଭ ପ୍ରଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ କେସିଆର୍‌ ଏଭଳି କହିଛନ୍ତି।

ଏପରିକି ସେ ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ଶସ୍ୟ କିଣିବାକୁ ନିବେଦନ କରିଛନ୍ତି। ଏନେଇ କେନ୍ଦ୍ରକୁ ୨୪ ଘଣ୍ଟା ସମୟ ଦେଇଛନ୍ତି। ଏହାର ନିଷ୍ପତ୍ତି ନ ନେଲେ ଆମେ ଆମର ନିଷ୍ପତ୍ତି ନେବୁ ବୋଲି କହିଛନ୍ତି। କେନ୍ଦ୍ର ଆଣିଥିବା ନୂତନ କୃଷି ଆଇନକୁ ବିରୋଧ କରାଯାଇଥିଲା। ପରେ ଏହାକୁ ପ୍ରତ୍ୟାହାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri