Posted inଫୁରସତ

ଟେଡି ଡେ’: ସାଥୀଙ୍କୁ ଦିଅନ୍ତୁ ଏହି ରଙ୍ଗର ଟେଡି, ଜଣାପଡ଼ିବ ପ୍ରେମର ଗଭୀରତା

ପ୍ରେମୀଯୁଗଳ‌ଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍‌ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି ପ୍ରପୋଜ୍‌ ଡେ’ ବା ପ୍ରେମ ନିବେଦନ ଦିବସ। ସେହିପରି ତୃତୀୟ ଦିବସରେ ଚକୋଲେଟ୍‌ ଦେଇ ପ୍ରେମୀଯୁଗଳ ମୁହଁ ମିଠା କରିସାରିଥିବା ବେଳେ ୪ର୍ଥ ଦିନଟି ସବୁଠୁ କ୍ୟୁଟ୍‌ ଦିନ। ଏହି ଦିନଟିକୁ ଖାସ୍‌ କରିବା ପାଇଁ ପ୍ରେମୀଯୁଗଳ ଟେଡି ଡେ’ ପାଳନ କରିଥାନ୍ତି। ଟେଡି ଜରିଆରେ ମନର ଭାବନା ପରିପ୍ରକାଶ କରିବା ସତେ ଯେମିତି ଏକ ମାଧ୍ୟମ ହୋଇଥାଏ। ପରସ୍ପରକୁ ଟେଡି ଉପହାର ଦେଇ ପ୍ରେମସମ୍ପର୍କକୁ ଆହୁରି ସୁଦୃଢ଼ କରିଥାନ୍ତି।

ଦିନଟିକୁ ସ୍ମରଣୀୟ ତଥା ଆହୁରି ରୋମାଞ୍ଚକର କରିବା ପାଇଁ ଟେଡି ଉପହାର ଦିଆଯାଇଥାଏ। କପଲଙ୍କ ଚାହିଦାକୁ ଦେଖି ଆଜିକାଲି ବଜାରରେ ମଧ୍ୟ ଭିନ୍ନ ଭିନ୍ନ ପ୍ରକାର ଟେଡି ବିକ୍ରି ହେଉଛି। ସାଥୀଙ୍କୁ ଆକର୍ଷିତ କଲା ପରି ଟେଡି ବିୟର, ହାର୍ଟ ଶେପ୍‌ ଟେଡି, ଫ୍ରି ଟେଡି ଷ୍ଟିକ୍‌, ଟେଡି ବ୍ଲାକ୍ସ, ଟେଡି ରୋଜ୍‌, ଟେଡି ବୁକେ ଆଦି ଉପଲବ୍ଧ। ଏହାକୁ କିଣି ଏଥିରେ କିଛି ସାଥୀଙ୍କ ମନକୁ ଛୁଇଁଲା ପରି ବାର୍ତ୍ତା ଲେଖି ପଠାଇ ଦେଖନ୍ତୁ ସମ୍ପର୍କର ଗାଡ଼ି ଆଗକୁ ଆଗକୁ ମାଡ଼ି ଚାଲିବ।


ସାଥୀଙ୍କୁ କେଉଁ ରଙ୍ଗର ଟେଡି ଦେଲେ ଏହା କ’ଣ ସୂଚାଇଥାଏ ତାହା ମଧ୍ୟ ଜାଣି ରଖନ୍ତୁ। ଲାଲ୍‌ ରଙ୍ଗ ହେଉଛି ପ୍ରେମର ପ୍ରତୀକ। ଲାଲ୍‌ ରଙ୍ଗର ଟେଡି ଦେଲେ ପ୍ରେମ ସମ୍ପର୍କ ମଜଭୁତ ହୋଇଥାଏ। ବ୍ଲୁ ରଙ୍ଗର ଟେଡି ଦେଲେ ଆପଣଙ୍କ ପ୍ରେମ ଆହୁରି ଗଭୀର ହୋଇଥାଏ। ଜଣଙ୍କ ବିନା ଅନ୍ୟ ଜଣଙ୍କ ଜୀବନ ଯେମିତି ଅଧୁରା ହୋଇଥାଏ। ଅରେଞ୍ଜ ରଙ୍ଗର ଟେଡି ଦେଲେ ସାଥୀଙ୍କୁ ଆପଣ ବହୁତ ଭଲ ପାଉଛନ୍ତି ବୋଲି ସୂଚାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri