Posted inଫୁରସତ

ଟେଡି ଡେ’: ସାଥୀଙ୍କୁ ଦିଅନ୍ତୁ ଏହି ରଙ୍ଗର ଟେଡି, ଜଣାପଡ଼ିବ ପ୍ରେମର ଗଭୀରତା

ପ୍ରେମୀଯୁଗଳ‌ଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍‌ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି ପ୍ରପୋଜ୍‌ ଡେ’ ବା ପ୍ରେମ ନିବେଦନ ଦିବସ। ସେହିପରି ତୃତୀୟ ଦିବସରେ ଚକୋଲେଟ୍‌ ଦେଇ ପ୍ରେମୀଯୁଗଳ ମୁହଁ ମିଠା କରିସାରିଥିବା ବେଳେ ୪ର୍ଥ ଦିନଟି ସବୁଠୁ କ୍ୟୁଟ୍‌ ଦିନ। ଏହି ଦିନଟିକୁ ଖାସ୍‌ କରିବା ପାଇଁ ପ୍ରେମୀଯୁଗଳ ଟେଡି ଡେ’ ପାଳନ କରିଥାନ୍ତି। ଟେଡି ଜରିଆରେ ମନର ଭାବନା ପରିପ୍ରକାଶ କରିବା ସତେ ଯେମିତି ଏକ ମାଧ୍ୟମ ହୋଇଥାଏ। ପରସ୍ପରକୁ ଟେଡି ଉପହାର ଦେଇ ପ୍ରେମସମ୍ପର୍କକୁ ଆହୁରି ସୁଦୃଢ଼ କରିଥାନ୍ତି।

ଦିନଟିକୁ ସ୍ମରଣୀୟ ତଥା ଆହୁରି ରୋମାଞ୍ଚକର କରିବା ପାଇଁ ଟେଡି ଉପହାର ଦିଆଯାଇଥାଏ। କପଲଙ୍କ ଚାହିଦାକୁ ଦେଖି ଆଜିକାଲି ବଜାରରେ ମଧ୍ୟ ଭିନ୍ନ ଭିନ୍ନ ପ୍ରକାର ଟେଡି ବିକ୍ରି ହେଉଛି। ସାଥୀଙ୍କୁ ଆକର୍ଷିତ କଲା ପରି ଟେଡି ବିୟର, ହାର୍ଟ ଶେପ୍‌ ଟେଡି, ଫ୍ରି ଟେଡି ଷ୍ଟିକ୍‌, ଟେଡି ବ୍ଲାକ୍ସ, ଟେଡି ରୋଜ୍‌, ଟେଡି ବୁକେ ଆଦି ଉପଲବ୍ଧ। ଏହାକୁ କିଣି ଏଥିରେ କିଛି ସାଥୀଙ୍କ ମନକୁ ଛୁଇଁଲା ପରି ବାର୍ତ୍ତା ଲେଖି ପଠାଇ ଦେଖନ୍ତୁ ସମ୍ପର୍କର ଗାଡ଼ି ଆଗକୁ ଆଗକୁ ମାଡ଼ି ଚାଲିବ।


ସାଥୀଙ୍କୁ କେଉଁ ରଙ୍ଗର ଟେଡି ଦେଲେ ଏହା କ’ଣ ସୂଚାଇଥାଏ ତାହା ମଧ୍ୟ ଜାଣି ରଖନ୍ତୁ। ଲାଲ୍‌ ରଙ୍ଗ ହେଉଛି ପ୍ରେମର ପ୍ରତୀକ। ଲାଲ୍‌ ରଙ୍ଗର ଟେଡି ଦେଲେ ପ୍ରେମ ସମ୍ପର୍କ ମଜଭୁତ ହୋଇଥାଏ। ବ୍ଲୁ ରଙ୍ଗର ଟେଡି ଦେଲେ ଆପଣଙ୍କ ପ୍ରେମ ଆହୁରି ଗଭୀର ହୋଇଥାଏ। ଜଣଙ୍କ ବିନା ଅନ୍ୟ ଜଣଙ୍କ ଜୀବନ ଯେମିତି ଅଧୁରା ହୋଇଥାଏ। ଅରେଞ୍ଜ ରଙ୍ଗର ଟେଡି ଦେଲେ ସାଥୀଙ୍କୁ ଆପଣ ବହୁତ ଭଲ ପାଉଛନ୍ତି ବୋଲି ସୂଚାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ...

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri