Posted inଜାତୀୟ

ଗ୍ଲେସିୟର ଭୁଶୁଡ଼ି ହିମାଚଳପ୍ରଦେଶ, ଅରୁଣାଚଳପ୍ରଦେଶ, ଉତ୍ତରାଖଣ୍ଡ, ଜମ୍ମୁ-କଶ୍ମୀରରେ ଆସିପାରେ ବନ୍ୟା

ନୂଆଦିଲ୍ଲୀ,୨୩ା୧୦: ଜଳବାୟୁ ପରିବର୍ତ୍ତନ ଯୋଗୁ ତାପମାତ୍ରା ଦିନକୁ ଦିନ ବୃଦ୍ଧି ପାଇବା ସହ ଗ୍ଲେସିୟର ତରଳୁଛି। ଏପରିକି ବିଭିନ୍ନ ସ୍ଥାନରେ ପ୍ରବଳ ବୃଷ୍ଟିପାତ ହେଉଛି। ଏହା ସହିତ ଅବାଧ ନିର୍ମାଣ ଏବଂ ପ୍ରଦୂଷଣ ଆଗାମୀ ଦିନରେ ହିମାଳୟ ଅଞ୍ଚଳରେ ସିକିମ୍‌ ଭଳି ଅଧିକ ବିପର୍ଯ୍ୟୟ ସୃଷ୍ଟି କରିବ ବୋଲି ବୈଜ୍ଞାନିକମାନେ ସତର୍କ କରାଇଛନ୍ତି।

ନିକଟରେ ଗ୍ଲେସିୟର ହ୍ରଦ ଭୁଶୁଡ଼ି ବନ୍ୟା ମାଡ଼ିଆସିବାରୁ ସିକିମ୍‌ରେ ଭୟଙ୍କର ସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ବହୁ ଭିତ୍ତିଭୂମି ପ୍ରକଳ୍ପ କ୍ଷତିଗ୍ରସ୍ତ ହେବା ସହ ୮୦ ଜଣଙ୍କ ମୃତ୍ୟୁ ଘଟିଥିଲା ଓ ଶତାଧିକ ନିଖୋଜ ହୋଇଯାଇଥିଲେ। ହିମାଚଳପ୍ରଦେଶ, ଅରୁଣାଚଳପ୍ରଦେଶ, ଉତ୍ତରାଖଣ୍ଡ ଏବଂ ଜମ୍ମୁ-କଶ୍ମୀର ଆଦି ହିମାଳୟ ଅଞ୍ଚଳରେ ଗ୍ଲେସିୟର ହ୍ରଦ୍‌ ଭୁଶୁଡ଼ି ଏଭଳି ବନ୍ୟା ଆସିବାର ଆଶଙ୍କା କରାଯାଉଛି। ଉତ୍ତାପ ବଢ଼ୁଥିବାରୁ ହିମାଳୟ ଶିଖର ଦେଶରେ ଥିବା ବରଫ ଦ୍ରୁତ ବେଗରେ ତରଳିବାରେ ଲାଗିଛି। ଏହି କାରଣରୁ ଗ୍ଲେସିୟର ହ୍ରଦର ଜଳସ୍ତର ବୃଦ୍ଧି ପାଇ ବନ୍ଧ ଭାଙ୍ଗୁଛି ବୋଲି ବିଶେଷଜ୍ଞମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri