ଭାରତୀୟ ହାଇ କମିଶନର ସହ ହୋଇଥିବା ଅସଦାଚରଣକୁ ନିନ୍ଦା କଲା ଗ୍ଲାସ୍‌ଗୋ ଗୁରୁଦ୍ୱାର

ଲଣ୍ଡନ,୧।୧୦: ସ୍କଟଲ୍ୟାଣ୍ଡରେ ଭାରତୀୟ ହାଇ କମିଶନର ବିକ୍ରମ ଦୋରାଇସ୍ବାମୀଙ୍କୁ ଗୁରୁଦ୍ୱାର ପରିଦର୍ଶନ କରିବାକୁ ବାରଣ କରାଯିବା ମାମଲାରେ ଗ୍ଲାସ୍‌ଗୋ ଗୁରୁଦ୍ୱାର ଆପତ୍ତି ଜଣାଇଛି। ଗ୍ଲାସ୍‌ଗୋ ଗୁରୁଦ୍ୱାର ଏହି ଘଟଣାକୁ ତୀବ୍ର ନିନ୍ଦା କରିଛି। ଗ୍ଲାସ୍‌ଗୋ କମିଟି କହିଛି, ଅଜ୍ଞାତ ବ୍ୟକ୍ତିଙ୍କ ଦ୍ୱାରା ଏହା ଅନୁପଯୁକ୍ତ ଆଚରଣ। ଗୁରୁଦ୍ୱାର ସମସ୍ତ ସମ୍ପ୍ରଦାୟର ଲୋକଙ୍କ ପାଇଁ ଖୋଲା ଅଛି।

ଖାଲିସ୍ତାନୀ ସମର୍ଥକଙ୍କ ଏକ ଦଳ ଶୁକ୍ରବାର ବ୍ରିଟେନର ଭାରତୀୟ ହାଇ କମିଶନରଙ୍କୁ ସ୍କଟଲ୍ୟାଣ୍ଡର ଏକ ଗୁରୁଦ୍ୱାରରେ ପ୍ରବେଶ କରିବାକୁ ଅଟକାଇଥିଲେ। ସୂଚନାନୁସାରେ, ଖଲିସ୍ତାନୀ ସମର୍ଥକମାନେ ସୂଚନା ପାଇଥିଲେ କି ଆଲବର୍ଟ ଡ୍ରାଇଭରେ ଗ୍ଲାସ୍‌ଗୋ ଗୁରୁଦ୍ୱାରର ଗୁରୁଦ୍ୱାର କମିଟି ସହିତ ବିକ୍ରମ ଦୋରାଇସ୍ବାମୀଙ୍କ ଏକ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ସେ ଏଠାରେ ପହଞ୍ଚିବା ପରେ କିଛି ଲୋକ ତାଙ୍କ କାର୍‌କୁ ଘେରି ଯାଇଥିଲେ। ଭାରତୀୟ ହାଇ କମିଶନ କହିଛନ୍ତି ଯେ, ତିନି ଜଣ ବ୍ୟକ୍ତି ହାଇ କମିଶନରଙ୍କୁ ଗୁରୁଦ୍ୱାରରେ ପ୍ରବେଶ କରିବାକୁ ଅଟକାଇଥିଲେ। ତାଙ୍କ କାର୍‌ର ଡୋର ଖୋଲିବାକୁ ଚେଷ୍ଟା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

ଐଶ୍ୱର୍ଯ୍ୟା-ଅଭିଷେକ ଛାଡପତ୍ର ଗୁଜବ ବିଷୟରେ ଜାଣିଛନ୍ତି କି ଝିଅ ଆରାଧ୍ୟା, ବାପା କହିଲେ…

ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରାୟତଃ ଛାଡପତ୍ର ବିଷୟରେ ଆଲୋଚନା ହୁଏ। ଏହା ସିଧାସଳଖ ସେମାନଙ୍କ ପରିବାର ଏବଂ ପିଲାମାନଙ୍କୁ ପ୍ରଭାବିତ କରେ। ନିକଟରେ ଅଭିଷେକ ବଚ୍ଚନ ଏବଂ...

ଖୁବଶୀଘ୍ର ଆସିବ EV ପଲିସି 2.0, ଏତିକି ଟଙ୍କା ଶସ୍ତା ହେବ ଗାଡ଼ି ଦାମ୍

ନୂଆଦିଲ୍ଲୀ,୧୧ା୧୨: ଦିଲ୍ଲୀରେ ଇଲେକ୍ଟ୍ରିକ ମୋବିଲିଟିକୁ ତ୍ୱରାନ୍ୱିତ କରିବା ପାଇଁ, ସରକାର ଏକ ବୈଦ୍ୟୁତିକ ଯାନ (EV) ନୀତି 2.0 ର ଏକ ଡ୍ରାଫ୍ଟ ପ୍ରସ୍ତୁତ କରିଛନ୍ତି...

କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୧୨: ଗାନ୍ଧୀ ପରିବାର ଭାରତୀୟ ରାଜନୀତିରେ ସବୁଠାରୁ ଚର୍ଚ୍ଚିତ ପରିବାର ମଧ୍ୟରୁ ଗୋଟିଏ। ବର୍ତ୍ତମାନ ଏହି ପରିବାରର ଦୁଇ ପ୍ରମୁଖ ବ୍ୟକ୍ତି, ରାହୁଲ ଗାନ୍ଧୀ ଏବଂ...

ଟିମ ଇଣ୍ଡିଆ ଖେଳାଳିଙ୍କ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ଜାଡେଜାଙ୍କ ସ୍ତ୍ରୀ: କହିଦେଲେ ଏମିତି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ପତ୍ନୀ ଏବଂ ଗୁଜରାଟ ସରକାରଙ୍କ ମନ୍ତ୍ରୀ ରିଭାବା ଜାଡେଜା ପୁଣିଥରେ ତାଙ୍କ ମନ୍ତବ୍ୟ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri