ଅଢ଼େଇ କୋଟିରେ ନିଲାମ ହେଲା ଚଷମା…

ଲଣ୍ଡନ, ୨୨।୮: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଚଷମା ନିଲାମ କରାଯାଇଛି। ଏହା ୨ କୋଟି ୫୫ ଲକ୍ଷ ଟଙ୍କାରେ ନିଲାମ କରାଯାଇଛି। ଏହାକୁ ଆମେରିକାର ଜଣେ କଲେକ୍ଟର କିଣିଛନ୍ତି। ଏନେଇ ଇଷ୍ଟ ବିଷ୍ଟଲ ନିଲାମ ହାଉସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ମହାତ୍ମାଙ୍କ ଏହି ଗୋଲାକାର ଚଷମା କିଣିବା ପାଇଁ ଲୋକଙ୍କ ମଧ୍ୟରେ ଆଗ୍ରହ ବଢ଼ିବାରେ ଲାଗିଥିଲା। ୧୯୦୦ ମସିହାର ପ୍ରଥମ ଦଶକରେ ମହାତ୍ମାଙ୍କୁ ଉପହାରରେ ମିଳିଥିଲା। ଏହି ଚଷମା ବିିକ୍ରେତା ଏଣ୍ଡି ଷ୍ଟୋଓ୍ବଙ୍କ ଅନୁସାରେ ତାଙ୍କ ଦାଦା ୧୯୧୦ରୁ ୧୯୩୦ ମଧ୍ୟରେ ଦକ୍ଷିଣ ଆଫ୍ରିକାରେ ବ୍ରିଟିଶ୍‌ ପେଟ୍ରୋଲିୟମ୍‌ରେ କାମ କରୁଥିଲେ। ଏହି ସମୟରେ ସେ ମହାତ୍ମାଙ୍କୁ ଚଷମା ଉପହାରରେ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁୟାରୀ ୩୧ରୁ ଆରମ୍ଭ ହେବ ଜାତୀୟ ପୋଲିଓ ଟିକାକରଣ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୧୪।୧: ଜାତୀୟ ପୋଲିଓ ଟିକାକରଣ କାର୍ଯ୍ୟକ୍ରମ ଜାନୁୟାରୀ ୩୧ରୁ ଆରମ୍ଭ ହେବ ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି।...

କରୋନା ପରେ ବାଲ୍ୟ ବିବାହ ବୃଦ୍ଧି ପାଇବା ଆଶଙ୍କା: ଜାତିସଂଘ

ଜେନେଭା,୨୧।୪: କରୋନା ସଂକ୍ରମଣର ତାଣ୍ଡବ ଯୋଗୁ ପୃଥିବୀର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। କରୋନା ପରବର୍ତ୍ତୀ ପୃଥିବୀରେ ବହୁ ପରିବର୍ତ୍ତନ ଆସିବା ସହିତ ଆପରାଧୀକ...

ଅର୍ଥମନ୍ତ୍ରୀଙ୍କ ଘୋଷଣା ପରେ ସେନସେକ୍ସ ଉଠିଲା

ନୂଆଦିଲ୍ଲୀ,୨୦।୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର କର୍ପୋରେଟ୍‌ ଟ୍ୟାକ୍ସ କମାଇବା ପରେ ସେନସେକ୍ସ ଅଚାନକ ଉପରକୁ ଉଠିଛି। ଘୋଷଣାର ମାତ୍ର ୧୦ ମିନିଟ୍‌ ମଧ୍ୟରେ ୧୯୦୦...

ଅତ୍ୟାବଶ୍ୟକ ଦ୍ରବ୍ୟ ଅଧିନିୟମ: ମାସ୍କ୍‌-ସାନିଟାଇଜର ଅଧିକ ଦାମରେ ବିକିଲେ ଜେଲଦଣ୍ଡ

ନୂଆଦିଲ୍ଲୀ,୨୧।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ଦେଶବ୍ୟାପି ଅତ୍ୟାବଶ୍ୟକ ଦ୍ରବ୍ୟ ଅଧିନିୟମ-୧୯୫୫ ଜାରି କରାଯାଇଛି। ଏହି ଅଧିନିୟମ ଅନ୍ତର୍ଗତ ଅତ୍ୟାବଶ୍ୟକ ଦ୍ରବ୍ୟ...

ଟ୍ରକ୍‌ ପୋଡ଼ି ମାମଲାରେ ଓ୍ବାରାଓ୍ବାରାଙ୍କୁ ଜାମିନ

ନୂଆଦିଲ୍ଲୀ, ୨୪।୨ : ତେଲୁଗୁ କବି ତଥା ସାମାଜିକ କର୍ମୀ ଓ୍ବାରାଓ୍ବାରା ରାଓଙ୍କୁ ମଙ୍ଗଳବାର ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚ୍‌ ଅନ୍ୟ ଏକ ମାମଲାରେ ୬...

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…

ଶରୀର ପାଇଁ ଉଷୁମ ପାଣି ଚିକିତ୍ସା ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ପ୍ରକିୟା ସ୍ବାଭାବିକ ହେବା ସହିତ ହାର୍ଟଆଟାକ୍‌ ଆଶଙ୍କା ଦୂର...

ସାବରମତୀ ଆଶ୍ରମକୁ ଗସ୍ତ କରିବେ ଟ୍ରମ୍ପ: ଉପହାରରେ ମିଳିବ ଗାନ୍ଧୀଙ୍କ ପସନ୍ଦର ଜିନିଷ

ଅହମଦାବାଦ,୧୯।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଚଳିତ ମାସରେ ଆସୁଛନ୍ତି। ଫେବୃଆରୀ ୨୪ ଓ ୨୫ ଏହି ଦୁଇ ଦିନିଆ ଗସ୍ତରେ ସେ...

୩୫ ବର୍ଷ ମଧ୍ୟରେ ବିନା ଯୁଦ୍ଧରେ ସିଆଚୀନ୍‌ରେ ଶହୀଦ୍‌ ହୋଇଛନ୍ତି ୮୭୩ ଯବାନ: ପାକିସ୍ତାନଠାରୁ ଭୟଙ୍କର ଶତ୍ରୁ ପାଲଟିଛି ସ୍ଥାନୀୟ ପାଣିପାଗ

ଜମ୍ମୁ,୧୯।୧୧:ସିଆଚୀନ୍‌ ଗ୍ଲାସିୟର ପୃଥିବୀର ଉଚ୍ଚତମ ଯୁଦ୍ଧସ୍ଥଳ। ଏଠାରେ ଭାରତୀୟ ଯବାନ ୧୬ ରୁ ୨୦ ହଜାର ଫୁଟ ଉଚ୍ଚରେ ମୁତୟନ ହୋଇଥାନ୍ତି। ଦେଶ ସୀମାର ସୁରକ୍ଷା...

Advertisement
Archives

Model This Week