Posted inଖେଳ

ରାଗିଗଲେ ଆରସିବି କ୍ରିକେଟର୍‌: କହିଲେ, ଏସବୁ କରିହେବନି ବରଦାସ୍ତ

ଶାରଜା,୧୨।୧୦: ଆଇପିଏଲରେ ଟାଇଟଲ ଜିତିବାରେ ବିରାଟ କୋହଲିଙ୍କ ସ୍ବପ୍ନ ଅଧୁରା ରହିଛି। ଚଳିତବର୍ଷ କୋଲକାତା ନାଇଟ ରାଇଡର୍ସଠାରୁ ଏଲିମିନେଟର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ହାରି ଯାଇଛି। ଏହି ପରାଜୟ ପରେ ଲୋକମାନେ ସୋସିଆଲ ମିଡିଆରେ ଆରସିବିକୁ ଟ୍ରୋଲ କରୁଛନ୍ତି। ଏହା ଦେଖି ଆରସିବି ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ରାଗିଯାଇଛନ୍ତି। ସେ ନିଜ ଇନଷ୍ଟାଗ୍ରାମ ଷ୍ଟାଟସରେ ଏକ ଲମ୍ବା ବାର୍ତ୍ତା ଶେୟାର କରି ଏବଂ ପ୍ରଶଂସକଙ୍କୁ ଉପଯୁକ୍ତ ଉତ୍ତର ଦେଇଛନ୍ତି।
ମ୍ୟାକ୍ସୱେଲ ତାଙ୍କ ଇନଷ୍ଟାଗ୍ରାମ ଷ୍ଟାଟସରେ ଲେଖିଛନ୍ତି, ଏହି ସିଜିନରେ ଆରସିବି ପାଇଁ ଭଲ ହୋଇଛି। ଯେଉଁଠାରେ ଆମେ ପହଞ୍ଚିବାକୁ ଥିଲା, ଦୁର୍ଭାଗ୍ୟବଶତଃ ଆମେ ପହଞ୍ଚି ପାରିଲୁ ନାହିଁ। କିନ୍ତୁ ଏହାର ଅର୍ଥ ନୁହେଁ ଯେ ଏହି ଆଇପିଏଲ ଆମ ପାଇଁ ଭଲ ନ ଥିଲା। ତଥାପି ସୋସିଆଲ ମିଡିଆରେ ଲୋକମାନେ ଦଳ ବିଷୟରେ ଓଲଟା ସିଧା କଥା କହୁଛନ୍ତି, ଯାହା ଲଜ୍ଜାଜନକ ଅଟେ। ସେହି ଲୋକମାନେ ଏହା ମଧ୍ୟ ବୁଝିବା ଉଚିତ୍‌ ଯେ ଆମେ ମଧ୍ୟ ମଣିଷ। ଏପରି ପରିସ୍ଥିତିରେ, ମୁଁ ସେମାନଙ୍କୁ କହିବାକୁ ଚାହେଁ ଯେ, ଅପମାନଜନକ ଭାଷା ବ୍ୟବହାର କରିବା ପରିବର୍ତ୍ତେ ଜଣେ ଭଲ ବ୍ୟକ୍ତି ହୁଅନ୍ତୁ।


ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ମାକ୍ସଓ୍ବେଲ୍‌ ଆହୁରି ଲେଖିଛନ୍ତି, ଆରସିବିର ପ୍ରକୃତ ପ୍ରଶଂସକଙ୍କୁ ସେମାନଙ୍କ ଭଲ ପାଇବା ଏବଂ ସମର୍ଥନ ପାଇଁ ଧନ୍ୟବାଦ। କିଛି ଲୋକ ଅଛନ୍ତି ଯେଉଁମାନେ ସୋସିଆଲ ମିଡିଆକୁ ମଧ୍ୟ ଏକ ଭୟାନକ ଢଙ୍ଗରେ ଭାବରେ ବ୍ୟବହାର କରିବାକୁ ଚାହୁଁଛନ୍ତି। ଏହାକୁ ବରଦାସ୍ତ କରାଯାଇପାରିବ ନାହିଁ। ମୁଁ ସେମାନଙ୍କୁ ଏହିପରି ଆଚରଣ ନ କରିବାକୁ ଅନୁରୋଧ କରିବି।
ସୂଚନାଯୋଗ୍ୟ, ଚଳିତବର୍ଷ ଆରସିବି ପାଇଁ ମ୍ୟାକ୍ସୱେଲ ଭଲ ଖେଳିଥିଲେି। ମ୍ୟାକ୍ସୱେଲ ଚଳିତ ବର୍ଷ ୧୫ ଟି ମ୍ୟାଚରେ ହାରାହାରି ୪୨ରୁ ଅଧିକ ଆଭରେଜ୍‌ରେ ୪୧୨ ରନ୍‌ କରିଥିଲେ। ମ୍ୟାକ୍ସୱେଲ ମଧ୍ୟ ଏହି ସିଜିନରେ ଆରସିବି ପାଇଁ ୨୧ ଛକା ମାରିଥିଲେ। ସେ ୩ଟି ଉଇକେଟ ନେବାରେ ମଧ୍ୟ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?