Posted inଖେଳ

ପାର୍ଟିରେ ଏଭଳି କ’ଣ ହେଲା, ଯାହା ପରେ ମ୍ୟାକ୍ସୱେଲଙ୍କୁ ନିଆଗଲା ହସ୍ପିଟାଲ

ସିଡନୀ,୨୨।୧: ଗ୍ଲେନ ମ୍ୟାକ୍ସୱେଲଙ୍କ ପାଇଁ ପାର୍ଟି କରିବା ଭାରି ପଡିଲା, ଯାହା ପରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ନିଆଗଲା। ବିଳମ୍ବିତ ରାତିରେ ଆଡିଲେଡରେ ପାର୍ଟି କରୁଥିବା ବେଳେ ମ୍ୟାକ୍ସୱେଲ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ ଏବଂ ତାଙ୍କୁ ଡାକ୍ତରଖାନା ନେବାକୁ ପଡିଲା। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ମ୍ୟାକ୍ସୱେଲ ମଦ୍ୟପାନ କରିଥିଲେ। କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ବର୍ତ୍ତମାନ ମ୍ୟାକ୍ସୱେଲଙ୍କ ମାମଲାର ତଦନ୍ତ କରୁଛି।

ରିପୋର୍ଟ ଅନୁଯାୟୀ, ମ୍ୟାକ୍ସୱେଲ ମଦ୍ୟପାନ କରି ଅଷ୍ଟ୍ରେଲିଆର ପୂର୍ବତନ ଦ୍ରୁତ ବୋଲର ବ୍ରେଟ ଲିଙ୍କ ବ୍ୟାଣ୍ଡ ସିକ୍ସ ଆଣ୍ଡ ଆଉଟ’ର କନ୍ସର୍ଟ ଦେଖୁଥିଲେ। ଏହି ସମୟରେ ଅଷ୍ଟ୍ରେଲୀୟ ବ୍ୟାଟର ହଠାତ୍‌ ଅସୁସ୍ଥ ହୋଇପଡିଥିଲେ, ଯାହା ଫଳରେ ତାଙ୍କୁ ରୟାଲ ଆଡିଲେଡ ହସ୍ପିଟାଲକୁ ନିଆଯାଇଯାଇଥିଲା। ତେବେ ମ୍ୟାକ୍ସୱେଲ କିଛି ସମୟ ପରେ ଡାକ୍ତରଖାନାରୁ ଡିସଚାର୍ଜ ହୋଇ ଘରକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri