Posted inଖେଳ

କରୋନାକୁ ହରାଇ ଫେରିବା ପରେ ନେଲେ ଚକିତ କଲାଭଳି ନିଷ୍ପତ୍ତି; ତା’ ପରେ ଘଟିଲା…

ମେଲବର୍ନ,୧୪।୧: ଅନ୍ତର୍ଜାତୀୟ କ୍ରିକେଟ ହେଉ ଅବା ଲିଗ୍‌ କ୍ରିକେଟ, ଭେଟେରାନ୍‌ ଅଲରାଉଣ୍ଡର ଗ୍ଲେନ୍‌ ମାକ୍ସଓ୍ବେଲ ନିଜ ନିଷ୍ପତ୍ତିରେ ପ୍ରଶଂସକଙ୍କୁ ଚମକାଇଥାନ୍ତି। କୋଭିଡ-୧୯କୁ ହରାଇବା ପରେ ମାକ୍ସଓ୍ବେଲ୍‌ ଗୁରୁବାର ଅଷ୍ଟ୍ରେଲିଆରେ ଖେଳାଯାଉଥିବା ବିଗ୍‌ ବ୍ୟାସ୍‌ ଲିଗ୍‌(ବିବିଏଲ୍‌)ର ମଇଦାନକୁ ଓହ୍ଲାଇଥିଲେ। ସେଠାରେ ସେ ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇଥିଲେ।

ଲିଗ୍‌ର ୪୬ତମ ମ୍ୟାଚ ମେଲବର୍ନ ରେନେଗେଡ୍ସ ଏବଂ ମେଲବର୍ନ ଷ୍ଟାର୍ସ ମଧ୍ୟରେ ଖେଳାଯାଉଥିଲା। ରେନେଗେଡ୍ସ ଦଳ ୨୦ ଓଭରରେ ୧୨୨ରନ୍‌ କରିଥିଲା। ଏହାପରେ ମେଲବର୍ନ ଷ୍ଟାର୍ସ ପକ୍ଷରୁ ଓପନିଂ କରିବାକୁ ଓହ୍ଲାଇଥିଲେ ଅଧିନାୟକ ମାକ୍ସଓ୍ବେଲ। ସାଧାରଣତଃ ମଧ୍ୟକ୍ରମରେ ଖେଳୁଥିବା ଯୋଗୁ ଏଭଳି ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠିଥାନ୍ତା। ହେଲେ ସେ ସମ୍ପୂର୍ଣ୍ଣ ଫିଟ୍‌ ଥିବା ଯୋଗୁ ପ୍ରଶଂସନୀୟ ଇନିଂସ ଖେଳି ସମସ୍ତଙ୍କ ମୁହଁ ବନ୍ଦ କରିଦେଇଥିଲେ। ମାକ୍ସଓ୍ବେଲ ୪୫ ବଲ୍‌ରୁ ଅପରାଜିତ ୬୮ ରନ୍‌ କରିଥିଲେ। ତାଙ୍କ ଇନିଂସରେ ୪ ଚୌକା ଏବଂ ଗୋଟିଏ ଛକା ଥିବା ବେଳେ ସେ ଦଳକୁ ବିଜେତା କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଗଷ୍ଟ ୨୮ରୁ ଆରମ୍ଭ ହେବ ସିପିଏଲ

କିଙ୍ଗ୍‌ ଷ୍ଟନ, ୨୦।୫ : ଆସନ୍ତା ଅଗଷ୍ଟ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି କାରିବିଅନ ପ୍ରିମିୟର ଲିଗ୍‌ (ସିପିଏଲ)ର ୨୦୨୧ତମ ସିଜନ। ଏହାର ଫାଇନାଲ...

ହାରିଲା ଭାରତୀୟ ଜୁନିୟର ମହିଳା ହକି ଦଳ

ବାରନୋଭିଚି(ବେଲାରୁସ),୧୦।୬(ପି.ଟି.)- ଭାରତୀୟ ଜୁନିୟର ମହିଳା ହକି ଦଳ ୧-୪ ଗୋଲରେ ବେଲାରୁଷ୍‌ ସିନିୟର ଦଳଠାରୁ ହାରିଯାଇଛି। ୨୧ ବର୍ଷରୁ କମ୍‌ ଅନ୍ତର୍ଜାତୀୟ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟ ଜିତିଥିବା...

ନାମ୍ବିଆକୁ ଟି୨୦ ବିଶ୍ୱକପ୍‌ ଯୋଗ୍ୟତା

ଦୁବାଇ, ୩୦।୧୦(ଏଏଫ୍‌ପି)- ଅଷ୍ଟ୍ରେଲିଆରେ ଆଗାମୀ ବର୍ଷ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ରେ ନାମ୍ବିଆ ଭାଗନେବ। ଦୁବାଇଠାରେ ଚାଲିଥିବା ଯୋଗ୍ୟତା ପର୍ଯ୍ୟାୟର ସେମିଫାଇନାଲରେ ଦୁଇ ଦଳ ଜାଗା...

ଆଜି ଅଲଆଉଟ୍‌ ହୋଇପାରେ ବାଂଲାଦେଶ

କୋଲକାତା,୨୨।୧୧- ଐତିହାସିକ ଇଡେନ ଗାର୍ଡେନ୍‌ଠାରେ ଖେଳାଯାଉଥିବା ଦେଶର ପ୍ରଥମ ଦିବାରାତ୍ର ଟେଷ୍ଟର ପ୍ରଥମ ଦିନରେ ଭାରତୀୟ ପେସରଙ୍କ ଘାତକ ବୋଲିଂ ଯୋଗୁ ବାଂଲାଦେଶ ବ୍ୟାକ୍‌ଫୁଟ୍‌କୁ ଚାଲିଯାଇଛି।...

ନ୍ୟୁଜିଲାଣ୍ଡ କବ୍‌ଜାରେ ଦିନିକିଆ ସିରିଜ୍‌

ଅକ୍‌ଲାଣ୍ଡ,୮।୨- ସ୍ଥାନୀୟ ଇଡେନ ପାର୍କଠାରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୨୨ ରନ୍‌ରେ ବିଜୟ ହାସଲ କରିଛି। ଏଥି ସହିତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ...

ହିରୋ ଜୁନିୟର ଲିଗ୍‌: ଓଡ଼ିଶା ଏଫ୍‌ସି ୧୫ ବର୍ଷରୁ କମ୍‌ ଦଳର ବିଜୟ ଅଭିଯାନ

ଭୁବନେଶ୍ୱର,୨୨।୧(ସ୍ପୋର୍ଟ୍ସ ବ୍ୟୁରୋ)- ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଚାଲିଥିବା ହିରୋ ଜୁନିୟର ଲିଗ୍‌ ୨୦୧୯-୨୦ରେ ଓଡ଼ିଶା ଏଫ୍‌ସିର ୧୫ ବର୍ଷରୁ କମ୍‌ ବାଳକ ଦଳ ବିଜୟରୁ...

ମେରିକମ୍‌, ମନପ୍ରୀତ୍‌ ସିଂ ଭାରତର ପତାକା ବାହକ ହେବେ

ନୂଆଦିଲ୍ଲୀ, ୬ା୭ (ପି.ଟି.)-ଟୋକିଓ ଅଲିମ୍ପିକ୍ସର ଉଦ୍‌ଘାଟନୀ ଉତ୍ସବରେ ବକ୍ସର ଏମ୍‌. ସି. ମେରିକମ୍‌ ଓ ପୁରୁଷ ହକି ଦଳର ଅଧିନାୟକ ମନପ୍ରୀତ୍‌ ସିଂ ଭାରତର ପତାକା...

ରବି ଶାସ୍ତ୍ରୀ-ବିରାଟ କୋହଲିଙ୍କୁ ଏହି କ୍ଷେତ୍ରରେ ସର୍ବାଧିକ ଧ୍ୟାନ ଦେବାର ଆବଶ୍ୟକତା ରହିଛି: ଭିଭିଏସ୍‌ ଲକ୍ଷ୍ମଣ

ନୂଆଦିଲ୍ଲୀ,୩୧।୭: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ପୂର୍ବତନ ଭାରତୀୟ କ୍ରିକେଟର ଭିଭିଏସ୍‌ ଲକ୍ଷ୍ମଣ ଦଳକୁ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଷ୍ଟାର ସ୍ପୋଟ୍ସର ଶୋ’...

Advertisement


Archives

Model This Week