ଦିନିକିଆ ବିଶ୍ୱକପରେ ଦ୍ରୁତତମ ଶତକ ହାସଲ କଲେ ଗ୍ଲେନ୍ ମ୍ୟାକ୍ସୱେଲ୍

ନୂଆଦିଲ୍ଲୀ,୨୫/୧୦: ଦିନିକିଆ କ୍ରିକେଟ ବିଶ୍ୱକପରେ ଦ୍ରୁତତମ ଶତକ ହାସଲ କରିଛନ୍ତି ଅଷ୍ଟ୍ରେଲିଆ ବ୍ୟାଟର ଗ୍ଲେନ୍ ମ୍ୟାକ୍ସୱେଲ୍। ବୁଧବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟିମ୍ ନେଦରଲ୍ୟାଣ୍ଡସ୍ ଆଗରେ ୩୯୯ ରନର ବିଶାଳ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଅଷ୍ଟ୍ରେଲିଆ ପାଇଁ ପ୍ରଥମ ଶତକ ଡେଭିଡ ୱାର୍ନର ୯୩ ଟି ବଲରେ ହାସଲ କରିଥିବା ବେଳେ ମଧ୍ୟ୍ୟକ୍ରମ ବ୍ୟାଟର ମାତ୍ର ୪୦ ବଲରେ ନିଜର ଶତକ ପୁରଣ କରିଥିଲେ। ଯାହା ଦନିକିଆ ବିଶ୍ୱକପରେ ନୂଆ ରେକର୍ଡ ସୃଷ୍ଟି କରିଛି। ଏହି ଶତକ ସହିତ ମ୍ୟାକ୍ସୱେଲ ଦିନିକିଆରେ ଚତୁର୍ଥ ଦ୍ରୁତତମ ଶତକ ହାସଲ କରିଛନ୍ତି।

ମ୍ୟାକ୍ସୱେଲ ଏହି ଦୁର୍ଦଶ ଇନିଂସରେ ୯ ଚୌକା ଏବଂ ଆଠଟି ଛକା ମାରିଥିଲେ। ଶେଷ ଓଭରରେ ୧୦୬ ରନ୍ କରି ଲୋଗାନ ଭାନ ବିକ୍ ଙ୍କ ବଲରେ ଆଉଟ ହୋଇଥିଲେ। ପୂର୍ବରୁ ସମାନ ଗ୍ରାଉଣ୍ଡରେ ଦକ୍ଷିଣ ଆଫ୍ରିକାର ଏଡେନ ମାକ୍ରମ ଶ୍ରୀଲଙ୍କା ବିପକ୍ଷରେ ୪୯ ବଲରେ ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri