ଅଷ୍ଟ୍ରେଲିଆକୁ ବଡ଼ ଝଟକା, ମୁଣ୍ଡରେ ଆଘାତ ପାଇଁ ଇଂଲଣ୍ଡ ବିପକ୍ଷ ମ୍ୟାଚରୁ ବାଦ ପଡ଼ିଲେ ଗ୍ଲେନ ମାକ୍ସୱେଲ

ଅହମଦାବାଦ,୧/୧୧: ଚଳିତ ବିଶ୍ୱକପ ଦିନିକିଆ ବିଶ୍ୱକପରେ ବୁଧବାର ଇଂଲଣ୍ଡ ବିପକ୍ଷ ମ୍ୟାଚ୍ ଆଗରୁ ଅଷ୍ଟ୍ରେଲିଆ ଟିମକୁ ଲାଗିଛି ବଡ ଝଟକା। କ୍ରିକେଟ ଅଷ୍ଟ୍ରେଲିଆ ରିପୋର୍ଟ ଅନୁଯାୟୀ ଗଲ୍ଫ ଖେଳୁଥିବା ସମୟରେ ମାକ୍ସୱେଲ ପଛୁଆ ଗଳି ପଡ଼ିଥିଲେ, ଯେଉଁ ସମୟରେ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା।

ଫଳରେ ନଭେମ୍ବର ୪ ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ହେବାକୁ ଥିବା ଇଂଲଣ୍ଡ ମ୍ୟାଚରୁ କ୍ରିକେଟ୍ ଅଷ୍ଟ୍ରେଲିଆ ପ୍ରୋଟୋକଲ ଅନୁଯାୟୀ ମ୍ୟାକ୍ସୱେଲଙ୍କୁ ଦୂରେଇ ରଖିବ ଏବଂ ତାଙ୍କର ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ବଦଳ ଖେଳାଳିଙ୍କ ଉପରେ ନିର୍ଭର କରିବ।

ତେବେ ଆହତରୁ ମୁକୁଳିବା ପରେ ଏପର୍ଯ୍ୟନ୍ତ ଅଷ୍ଟ୍ରେଲିଆର ବିଜୟ ଅଭିଯାନରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ନେଦରଲ୍ୟାଣ୍ଡ ବିପକ୍ଷରେ ମ୍ୟାକ୍ସୱେଲ ଦିନିକା ବିଶ୍ୱକପ ଇତିହାସରେ ଦ୍ରୁତତମ ଶତକ ହାସଲ କରି ମାତ୍ର ୪୦ ବଲରେ ଶତକ ପୂରଣ କରିଥିଲେ।

ମାକ୍ସୱେଲ ଆହତ ପରେ ହେବା ପରେ ଅସ୍ତ୍ରଲିଆ ଟିମ୍ ପାଇଁ ସମସ୍ୟା ବଢିପାରେ। କାରଣ ମାକ୍ସୱେଲ ଦୁର୍ଦଶ ବ୍ୟାଟିଂ ସହ ଦଳର ମୁଖ୍ୟ ସ୍ପିନର ଆଡାମ ଜାମ୍ପାଙ୍କ ସହିତ ସ୍ପିନ ବୋଲିଂ ମଧ୍ୟ କରିପାରନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭିତରକନିକାରେ ବଢ଼ିଲେ ଦେଶୀୟ ପକ୍ଷୀ

ରାଜନଗର, ୧୧।୮ (ଭାସ୍କର ରାଉତରାୟ): ମୌସୁମୀର ଆଗମନରେ ଚଳିତ ବର୍ଷ ଜୁଲାଇ ମାସଠାରୁ ସେପ୍ଟେମ୍ବର ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଦେଶୀୟ ପକ୍ଷୀଙ୍କ ସମାଗମରେ ପକ୍ଷୀବିହାର ଭିତରକନିକାର ଶୋଭା…

ଧର୍ମଘଟ: କେନ୍ଦୁଝରରେ ବ୍ୟାଙ୍କିଙ୍ଗ୍‌ ସେବା ପ୍ରଭାବିତ

କେନ୍ଦୁଝର,୧୧।୯(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍‌ସ ଆହ୍ବାନରେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ କରାଯାଇଛି। କେନ୍ଦୁଝର ଜିଲାରେ ମଧ୍ୟ ଏହାର ପ୍ରଭାବ…

ବର୍ଷାଜଳରେ ବେହାଲ ବ୍ଲକ କାର୍ଯ୍ୟାଳୟ

ତୁମୁଡ଼ିବନ୍ଧ, ୧୧।୯ (ଦୀପକ କୁମାର ପରାସେଠ): ବର୍ଷାଜଳରେ ବେହାଲ ହୋଇପଡ଼ିଛି ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏଭଳି ଦୃଶ୍ୟ…

ଏପ୍ରିଲ ୨୦୨୭ ଯାଏଁ ରାହୁଙ୍କ କୃପା! ୩ ରାଶିଙ୍କୁ ମିଳିବ ପ୍ରଚୁର ଟଙ୍କା, ଚମକିବ କ୍ୟାରିୟର

ଛାୟା ଗ୍ରହ ରାହୁ ଏହି ସମୟରେ ଧନିଷ୍ଠା ନକ୍ଷତ୍ରରେ ବିରାଜମାନ ଅଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଧନିଷ୍ଠା ନକ୍ଷତ୍ରକୁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ, କାରଣ ଏହା…

ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ

କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…

୨୦୨୭ରେ ଏହି ୪ ରାଶି ଉପରେ ଶନିଙ୍କ କୋପଦୃଷ୍ଟି! ମେଷ-ମୀନ ସମେତ ଏମାନଙ୍କ ବଢ଼ିବ ଅଡୁଆ, ପାଦେ ପାଦେ ବିପଦ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବ ଏବଂ ତାଙ୍କର ପ୍ରଭାବକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଧରାଯାଏ। ତାଙ୍କୁ କର୍ମଫଳଦାତା କୁହାଯାଏ ଏବଂ ତାଙ୍କର ସ୍ଥିତିର ପ୍ରଭାବ ବ୍ୟକ୍ତିର ବ୍ୟକ୍ତିଗତ ଜୀବନଠାରୁ…

ଗୋଆରୁ ଓଡ଼ିଆ ଶ୍ରମିକ ନିଖୋଜ, ଟ୍ରେନରେ ଗାଁ କୁ ଫେରୁଥିଲେ, ୧୨ ଦିନ ହେଲା ମିଳୁନି ପତ୍ତା

ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗାଁର ସୁରେଶ ଗୌଡ଼(୫୬) ଦାଦନ ଶ୍ରମିକ ଭାବେ ଗୋଆର ଏକ ଘରୋଇ ଷ୍ଟିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?