Posted inଖେଳ

ସାଦ ଖାଇଲେ ଅଷ୍ଟ୍ରେଲିଆ କ୍ରିକେଟର୍‌ଙ୍କ ସ୍ତ୍ରୀ

ଅଷ୍ଟ୍ରେଲିଆ କ୍ରିକେଟ ଦଳର ତାରକା ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଏବଂ ତାଙ୍କ ସ୍ତ୍ରୀ ଭିନି ରମଣ ଖୁବ ଶୀଘ୍ର ମାତାପିତା ହେବାକୁ ଯାଉଛନ୍ତି। ମ୍ୟାକ୍ସୱେଲ ଏବଂ ଭିନି ୧୮ମାର୍ଚ୍ଚ ୨୦୨୨ ରେ ହିନ୍ଦୁ ଏବଂ ଖ୍ରୀଷ୍ଟିଆନ ରୀତିନୀତି ସହିତ ବିବାହ କରିଥିଲେ। ଏହି ଦମ୍ପତି ସୋସିଆଲ ମିଡିଆ ମାଧ୍ୟମରେ ମେ ୨୦୨୩ରେ ଜନ୍ମ ହେବାକୁ ଥିବା ନିଜ ସନ୍ତାନର ଖୁସି ଖବର ବାଣ୍ଟିଥିଲେ।
ନିକଟରେ ଭିନି ଇନଷ୍ଟାଗ୍ରାମରେ ତାଙ୍କ ବେବି ସାୱର ଅର୍ଥାତ୍‌ ସାଦ ଖିଆର କିଛି ଫଟୋ ଶେୟାର କରିଥିଲେ। ତାମିଲ ପରମ୍ପରା ଅନୁଯାୟୀ ଏହି ସମାରୋହ କରାଯାଇଥିଲା। ବେବି ସାୱରର ସୁନ୍ଦର ଫଟୋକୁ ପ୍ରଶଂସକମାନେ ବହୁତ ପସନ୍ଦ କରିଛନ୍ତି।
ଭିନି ରମଣ ତାଙ୍କ ବେବି ସାୱରରେ ଏକ ନୀଳ ପାରମ୍ପରିକ ଶାଢି ପିନ୍ଧିଥିଲେ। ଏଥିରେ ସେ ବହୁତ ସୁନ୍ଦର ଦେଖାଯାଉଥିଲେ। ଗୋଟିଏ ଫଟୋରେ ସେ ତାଙ୍କ ସ୍ବାମୀ ଗ୍ଲେନ ମ୍ୟାକ୍ସୱେଲଙ୍କ ସହ ମଧ୍ୟ ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ପାସ୍‌ପୋର୍ଟ ଫି’ ୨୫୦୦ ଟଙ୍କାକୁ ବୃଦ୍ଧି, ତତ୍କାଳ ପାଇଁ ଦେବାକୁ ପଡ଼ିବ ୫ ହଜାର

ନୂଆଦିଲ୍ଲୀ,୨୬ା୬(ପି.ଟି.): କେନ୍ଦ୍ର ସରକାର ଦେଶରେ ପାସ୍‌ପୋର୍ଟ ପ୍ରସ୍ତୁତି ଏବଂ ଏହାର ନବୀକରଣ (ରି-ଇସ୍ୟୁ) ଫି’ରେ ବଡ଼ଧରଣର ବୃଦ୍ଧି କରିଛନ୍ତି । ୧୯୮୦ ମସିହାର ‘ପାସ୍‌ପୋର୍ଟ ନିୟମାବଳୀ’ରେ ସଂଶୋଧନ…

କ୍ୟାନ୍‌ସର ଔଷଧ, ଟିକା, ଆଣ୍ଟିବାୟୋଟିକ୍‌ରେ ‘କ୍ୟୁଆର୍‌ କୋଡ୍‌’ ବାଧ୍ୟତାମୂଳକ, ଜୁଲାଇ ୧ରୁ ପ୍ରଥମ ପର୍ଯ୍ୟାୟ ନିୟମ ଲାଗୁ

ନୂଆଦିଲ୍ଲୀ,୨୬ା୬(ପି.ଟି.): ଦେଶରେ ନକଲି ଏବଂ ନିମ୍ନମାନର ଔଷଧର ବେଆଇନ କାରବାରକୁ ରୋକିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ତ୍ତମାନ ସମସ୍ତ ପ୍ରକାର ଆଣ୍ଟିବାୟୋଟିକ୍‌…

ହଠାତ୍‌ ନାବାଳିକଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…

ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୬।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ, ଥାନା ଘେରାଉ କଲେ ୨ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଧାମନଗର,୨୬।୬ (କାଳନ୍ଦି ବେହେରା): ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତର ଷାଠିବାଙ୍କୁଡା ଗାଁରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା କରାଯାଇଥିବା ନେଇ ପରିବାର ଓ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri