ଗ୍ଲେନ୍‌ର ଏକ୍ସକ୍ଳୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୦।୭ (ଅଭୟ ଦାଶ): ଦେଶର ପ୍ରମୁଖ ହୋମ୍‌ ଆଣ୍ଡ କିଚେନ ଆପ୍ଲିଏନ୍ସ ବ୍ରାଣ୍ଡ୍‌ ଗ୍ଲେନ୍‌ (ଗ୍ଲେନ୍‌ ଆପ୍ଲିଏନ୍ସ ପ୍ରାଇଭେଟ୍‌ ଲିମିଟେଡ୍‌)ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଭୁବନେଶ୍ୱର ବାପୁଜୀ ନଗରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ, ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ରାଜ୍ୟ ସଭା ସଦସ୍ୟ ସୁଲତା ଦେଓ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗ୍ଲେନ୍‌ ଆପ୍ଲିଏନ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଉପସଭାପତି (ସେଲ୍‌ସ) ସୌମେନ୍ଦ୍ର ମହାନ୍ତିଙ୍କ ସମେତ କମ୍ପାନୀର ସୁପର ଡିଷ୍ଟ୍ରିବ୍ୟୁଟର ଓଡ଼ିଶା ସଞ୍ଜୟ ଚୌଧୁରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ,ଗ୍ଲେନ୍‌ ଆପ୍ଲିଏନ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ସୁପର ଡିଷ୍ଟ୍ରିବ୍ୟୁଟର ଓଡ଼ିଶା ଆନୁକୂଲ୍ୟରେ ଶୁଭାରମ୍ଭ ହୋଇଥିବା ଗ୍ଲେନ୍‌ ଗ୍ୟାଲେରିରେ ବ୍ରାଣ୍ଡ୍‌ ବ୍ୟାପକ ସମ୍ଭାର ଉପଲବ୍ଧ। ବିଶେଷକରି ଚିମିନି,ଗ୍ୟାସ୍‌ ଷ୍ଟୋଭ, ବିଲ୍ଟ ଇନ୍‌ ହୋବ୍‌ସ, ମାଇକ୍ରୋଓ୍ବେଭସ, ଓଭେନସ ସହ ଫୁଡ୍‌ ପ୍ରୋସେସର, ମିକ୍ସର ଗ୍ରାଇଣ୍ଡର ଭଳି ଅନେକ ଆବଶ୍ୟକ ଗୃହୋପକରଣ ଏଠାରେ ସୁଲଭ ମୂଲରେ ମିଳିଥାଏ। ଏପରିକି ଗୁଣାତ୍ମକ ସାମଗ୍ରୀ ସାଙ୍ଗକୁ ଗ୍ରାହକଙ୍କ ବିଶ୍ୱାସଭାଜନ ପାଇଁ ବ୍ରାଣ୍ଡ୍‌ ଅନେକ ପ୍ରକାର ସୁବିଧା ଉପଭୋକ୍ତାଙ୍କୁ ଯୋଗାଇଦେଇଥାଏ ବୋଲି ସଞ୍ଜୟ ଚୌଧୁରୀ ବିସ୍ତୃତ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୧୦ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୧୦ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri