ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠଠାରେ ଜିଲା ପ୍ରଶାସନ ତରଫରୁ ଦ୍ୱିତୀୟ ବାର୍ଷିକ ଜମ୍ବୁ ଦ୍ୱୀପ ମହୋତ୍ସବ ଅନୁଷ୍ଠିତ ହେଉଛି। ଏଥିରେ ଓଡ଼ିଶାର କୋଣ ଅନୁକୋଣର ବଛା ବଛା କଳାକାରମାନେ ସେମାନଙ୍କ କଳା କୃତି ପ୍ରତିଭା ପ୍ରଦର୍ଶନ କରୁଛନ୍ତି ବୋଲି ଆୟୋଜକମାନଙ୍କ ପକ୍ଷରୁ କୁହାଯାଇଛି। ବୁଧବାର ପ୍ରଥମ ସନ୍ଧ୍ୟାାରେ ଆୟୋଜିତ ମହୋତ୍ସବରେ ପ୍ରଥମେ ଜଗନ୍ନାଥ ଓ ମା’ ରାମଚଣ୍ଡୀଙ୍କ ପ୍ରତିମୂର୍ତ୍ତିରେ ପ୍ରଦୀପ ପ୍ରଜ୍ୱଳନ କରିଥିଲେ। ପରେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡ଼ା ଜିଲା ପ୍ଲାନିଂ କମିଟି ସଭାପତି ତଥା ବିଧାୟକ ଡ଼ ଦୁର୍ଗା ପ୍ରସନ୍ନ ନାୟକ ଯୋଗଦେଇ ଓଡ଼ିଆ ଅସ୍ମିତାର ଝଲକ ଜମ୍ବୁ ଦ୍ୱୀପ ମହୋତ୍ସବ ଜିଲାର ଗର୍ବ ଓ ଗୌରବର ପ୍ରତୀକ। ମହୋତ୍ସବର ଅନ୍ୟତମ ଅତିଥି ଭାବରେ ଜିଲାପାଳ ରଘୁରାମ ଆର ଆୟର, ଉପ ଜିଲାପାଳ ଅରୁଣ କୁମାର ନାୟକ, ଜିଲା ଭାଜପା ସଭାପତି ତଥା ଏମ୍‌ପି ପ୍ରତିନିଧି ଶଶାଙ୍କ ଶେଖର ସେଠୀ, ବ୍ଲକ ଅଧ୍ୟକ୍ଷା ମୀରା ରାଣୀ ମହାନ୍ତି ଓ ତହସିଲଦାର ରବି ନାରାୟଣ ଆଚାର୍ଯ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ। ଉପସ୍ଥିତ ଅତିଥିମାନେ ମହୋତ୍ସବ ଐତିହାସିକ ସମ୍ପର୍କରେ ଆଲୋକପାତ କରିଥିଲେ। ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ଭାଜପା ନେତୃମଣ୍ଡଳୀଙ୍କ ମଧ୍ୟରେ ବ୍ଲକ ଆତ୍ମା ଅଧ୍ୟକ୍ଷ ହିମାଂଶୁ ଶେଖର ପ୍ରଧାନ, ପ୍ରଶାନ୍ତ କୁମାର ସେଠୀ, ସରୋଜ କାନ୍ତ ସାହୁ,ଚନ୍ଦ୍ରକାନ୍ତ ସ୍ବାଇଁ, କ୍ରିଷ୍ଣ ପଦ ମଣ୍ଡଳ, ରଞ୍ଜନ ଚୌଧୁରୀ, ଶିଶିର ରାଉତ ଓ ପବିତ୍ର ଚୌଧୁରୀଙ୍କ ସମେତ ବହୁ ସଂଖ୍ୟାରେ ଜନସାଧାରଣ ଉପସ୍ଥିତ ଥିଲେ। ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବା ପାଇଁ କେନ୍ଦ୍ରାପଡ଼ା ଏସ୍‌ଡିପିଓ ଜ୍ୟୋତି ରଞ୍ଜନ ଗୌଡ଼ ଓ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ଅନିତା ସ୍ବାଇଁଙ୍କ ନେତୃତ୍ୱରେ ୩ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri