Posted inଖେଳ

ଗ୍ଲୋବାଲ-ନୀଲକମଲ ମ୍ୟାଚ ଡ୍ର

ଭୁବନେଶ୍ୱର, ୧୯।୮ (ତପନ ସ୍ବାଇଁ): ଭୁବନେଶ୍ୱର ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୟୁନିଟ-୧ସ୍ଥିତ ଫୁଟବଲ ଏକାଡେମୀ ପଡ଼ିଆରେ ଚାଲିଥିବା ଗତିକୃଷ୍ଣ ମେମୋରିଆଲ ‘ବି’ ଡିଭିଜନ ଫୁଟବଲ ଲିଗ୍‌ରେ ଶୁକ୍ରବାର ଗ୍ଲୋବାଲ ଫୁଟବଲ କ୍ଲବ ଓ ନୀଲକମଲ କ୍ଲବ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି। ମ୍ୟାଚଟି ତୀବ୍ର ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ କେହି ଗୋଲ ଦେଇପାରି ନ ଥିଲେ। ଫଳରେ ଶେଷରେ ଗୋଲଶୂନ୍ୟ ଡ୍ର ରହିଥିଲା। ଗ୍ଲୋବାଲ ଫୁଟବଲ କ୍ଲବର ଗୋଲ କିପର ସତ୍ୟମ୍‌ ସିଂ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଅବସରପ୍ରାପ୍ତ କ୍ରୀଡ଼ା ପ୍ରଶାସକ ଅଶୋକ ମହାନ୍ତି ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଗ୍ଲୋବାଲ ଫୁଟବଲ କ୍ଲବର ୨ ମ୍ୟାଚରୁ ଗୋଟିଏ ଲେଖାଏ ବିଜୟ ଓ ଡ୍ର ସହିତ ୩ ପଏଣ୍ଟ ପାଇଛି। ଅନ୍ୟପକ୍ଷରେ ନୀଲକମଲ କ୍ଲବ ୨ଟି ଯାକ ମ୍ୟାଚ ଡ୍ର ରଖି ୨ ପଏଣ୍ଟରେ ରହିଛି। ଗ୍ଲୋବାଲ ଏହାର ପ୍ରଥମ ମ୍ୟାଚରେ ଆର୍ଡୋର ଫୁଟବଲ କ୍ଲବକୁ ୨-୦ ଗୋଲରେ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

ଶେଷ ହେବ ଗ୍ରୀଷ୍ମର ଯନ୍ତ୍ରଣା: ହେଲାଣି ପ୍ରବଳ ବର୍ଷା; ମାତ୍ର ୮ ଦିନ ମଧ୍ୟରେ ଦେଶରେ ପ୍ରବେଶ କରିବ ମୌସୁମୀ

ନୂଆଦିଲ୍ଲୀ,୧୮।୫: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଦକ୍ଷିଣ ଅଞ୍ଚଳରେ ବାୟୁମଣ୍ଡଳୀୟ ସଞ୍ଚାଳନ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

ଯାନ୍ତ୍ରିକ ମାୟାଜାଲ

ଆଧୁନିକ ସଭ୍ୟତାର ଏକ କ୍ଷୁଦ୍ର ଯନ୍ତ୍ର ଆଜି ମାନବ ସମାଜର ଜୀବନଶୈଳୀକୁ ଏମିତି ବଦଳାଇ ଦେଇଛି ଯେ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଆମର ପ୍ରତିଟି ପଦକ୍ଷେପ ମୋବାଇଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri