କୋରାପୁଟ ଜିଲା ପାଇଁ ଆଣିଲେ ଗୌରବ: ଓଏଏସ ପରୀକ୍ଷାରେ ୬ ଜଣଙ୍କୁ ସଫଳତା

କୋରାପୁଟ,୨୦।୧୦(ଅମିତାଭ ବେହେରା ): ରାଜ୍ୟ ପବ୍ଲିକ ସର୍ଭିସ କମିଶନ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ କୋରାପୁଟ ଜିଲାର ୬ ଜଣ ଯୁବତୀ ଓ ଯୁବକ ସଫଳତା ପାଇଛନ୍ତି।  ସେମାନେ ହେଲେ  ଲକ୍ଷ୍ମୀପୁର ବ୍ଲକର ତୁନପାର ଗ୍ରାମର ନିବାସୀ ନାରାୟଣ ସାହୁଙ୍କ ପୁତ୍ର  ଚିନ୍ମୟ ସାହୁ । ଚିନ୍ମୟଙ୍କ  ର଼୍ୟାଙ୍କ ୮୦ଥିବାବେଳେ ସେ  ତାଙ୍କ  କୃତକାର୍ଯ୍ୟ ପାଇଁ ପରିବାର ଶିକ୍ଷକ ଏବଂ ଗୁରୁଜନମାନଙ୍କୁ ଶ୍ରେୟ ଦେଇଛନ୍ତି।
ସେହିପରି କୋରାପୁଟ ସହରର ପଣ୍ଡା କୋଲନୀର  ନିବାସୀ ଅବସରପ୍ରାପ୍ତ  ଅଧ୍ୟାପକ ପୁଣ୍ଣଚନ୍ଦ୍ର ଦଳେଇଙ୍କ ଝିଅ ପ୍ରାଚୀ ପ୍ରିୟା ଦଳେଇ ମଧ୍ୟ ଏହି ପରୀକ୍ଷାରେ ସଫଳତା ହାସଲ କରିଛନ୍ତି। ତାଙ୍କ ର଼୍ୟାଙ୍କ ରହିଛି ୩୫୯।
ଅନ୍ୟପକ୍ଷେ ସୁନାବେଡାର ସଂଗ୍ରାମ କେଶରୀ ରାଉତଙ୍କ  ଝିଅ  ସ୍ବାଗତିକା ରାଉତଙ୍କ ର଼୍ୟାଙ୍କ ୩୮୯ ରହିଛି। ଦଶମପୁର ବ୍ଲକର ସଦର ମହକୁମ୍ମାର ଲବଣୀଧର କୁସୁମଙ୍କ ପୁତ୍ର  ଅରବିନ୍ଦ କୁସୁମ  ର଼୍ୟାଙ୍କ ୫୧୧ ତାଙ୍କୁ ସଫଳତା ଆଣିଦେଇଛି।
ସମାନଭାବେ ଜୟପୁର ସହରର  ଲିଙ୍ଗରାଜ ନଗରର ନିବାସୀ ରାଜେନ୍ଦ୍ର ବେପାରୀଙ୍କ ପୁତ୍ର ଉକତ୍ଳ ରଞ୍ଜନ ବେପାରୀଙ୍କ ର଼୍ୟାଙ୍କ ୬୪୨ ଓ ଲମତାପୁଟ ବ୍ଲକର ଉମ୍ବେଲ ପଞ୍ଚାୟତର ତେଳିପଡାର   ଧନପତି ଶିଶା  ର଼୍ୟାଙ୍କ ୬୬୬ ରଖି  କୃତକାର୍ଯ୍ୟ ହୋବ ସହ ଜିଲା ପାଇଁ ଗୈରବ  ଆଣିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri