ବେଦାନ୍ତ ଆଲୁମିନିୟମରେ ଗୌରବ ମାସ ପାଳିତ

ଭୁବନେଶ୍ୱର,୩୦।୬: ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଗୌରବ ମାସ ପାଳନ କରାଯାଇଥିଲା। ବିଶେଷକରି ଏକ ବିବିଧ କାର୍ଯ୍ୟକ୍ଷେତ୍ରକୁ ପ୍ରତିପାଦିତ କରିବା ଲାଗି କମ୍ପାନୀ ଉତ୍ସର୍ଗୀକୃତତାକୁ ଏକ ଉତ୍ସବ ଭାବେ ପାଳନ କରୁଛି। ଏପରିକି କମ୍ପାନୀ ନିକଟରେ ୨ ଜଣ ଟ୍ରାନ୍ସଜେଣ୍ଡର ବୃତ୍ତିଧାରୀଙ୍କୁ ଓଡ଼ିଶାର ଲାଞ୍ଜିଗଡ଼ ୟୁନିଟ୍‌ରେ ନିଯୁକ୍ତି ପ୍ରଦାନ କରିଥିଲା। ସେହିଭଳି ବେଦାନ୍ତ ଲାଞ୍ଜିଗଡ଼ ଓ ବେଦାନ୍ତ ବାଲ୍‌କୋରେ ମଧ୍ୟ ଟ୍ରାନ୍ସଜେଣ୍ଡର ବୃତ୍ତିଧାରୀଙ୍କୁ ସ୍ବାଗତ କରାଯାଇଥିଲା। ବିଶେଷକରି କମ୍ପାନୀର ବୃହତ୍‌ ମିଶନରେ ଏହା ଏକ ମହତ୍ତ୍ୱପୂର୍ଣ୍ଣ ସଫଳତା ଭାବେ ପ୍ରମାଣିତ ହୋଇଛି, ଯେଉଁଠାରେ ବିବିଧ କାର୍ଯ୍ୟକ୍ଷେତ୍ରକୁ ପ୍ରତିପାଦିତ କରିବା ସହ ଭାରତ ତଥା ବିଶ୍ୱର ଉପତ୍ାଦନ ଓ ଭାରି ଇଞ୍ଜିିନିୟରିଂ ଫାର୍ମରେ ମଧ୍ୟ ଏଲ୍‌ଜିବିଟିକ୍ୟୁଏ+ କର୍ମଚାରୀଙ୍କୁ ବିଭିନ୍ନ ଭୂମିକାରେ ସାମିଲ କରାଯାଇଛି। ସେହିପରି ସମାଜର ପାରିପାର୍ଶ୍ୱିକ ସ୍ଥାନରୁ ଆରମ୍ଭକରି ସ୍ମାର୍ଟ ଉପତ୍ାଦନ କାରଖାନା ଓ ଗୋଷ୍ଠୀ ପରିବର୍ତ୍ତନକୁ ସହଜିଆ କରିବା ଓ ସେମାନଙ୍କୁ ଅର୍ଦ୍ଧକୁଶଳୀ ବ୍ୟକ୍ତିରୁ ବୃତ୍ତିଗତ ଭାବେ ବିକଶିତ କରିବାରେ ବେଦାନ୍ତ ଆଲୁମିନିୟମ ତ୍ରିସ୍ତରୀୟ ପ୍ରଣାଳୀ ଅନ୍ତର୍ଭୁକ୍ତ କରିଛି।
ଏ ସମ୍ପର୍କରେ ବେଦାନ୍ତ ଲିମିଟେଡ୍‌ର ସିଇଓ(ଆଲୁମିନିୟମ ବିଜ୍‌ନେସ୍‌) ରାହୁଲ ଶର୍ମା କହିଛନ୍ତି, ଆମର ବିଶ୍ୱ ବଜାର ଓ ଗ୍ରାହକଙ୍କ ବିବିଧ ତଥା ଜଟିଳ ଦୃଶ୍ୟକୁ ନେଭିଗେଟ କରିବା ବେଳେ ଏହାର ବିବିଧତାକୁ ଗ୍ରହଣ କରିବାର ଅମୂଲ୍ୟ ଅବଦାନକୁ ଆମେ ଜାଣିପାରିଛୁ। ଏପରିକି ଆମେ ଭବିଷ୍ୟତ ପାଇଁ ଏହି ଉଦ୍ୟମ ଜାରି ରଖିବୁ, ଯେଉଁଠାରେ ବିବିଧତା, ନୂତନତା ଓ ସଫଳତାର ଏକ ଅନୁକ୍ରମଣିକା ଭାବେ ପାଳିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri