ଷ୍ଟ୍ରିଟ୍‌ ଲାଇଟ୍‌ରେ ଝଲସୁଛି ମାଓବାଦୀ ଗଡ଼ର ୪ ଗ୍ରାମ

ଚିତ୍ରକୋଣ୍ଡା,୧୨ା୧୧(ଡି.ଏନ୍‌.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ମାଓବାଦୀ ଉପଦ୍ରୁତ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଲାଲଗଡ଼ ଏବେ ଜିଲା ତଥା ବ୍ଲକ ପ୍ରଶାସନଙ୍କ ଫୋକୋସ୍‌ରେ। ଯେଉଁ ଅଞ୍ଚଳରେ ଦିନେ ମାଓବାଦୀ ସମସ୍ୟା ନେଇ ବିକାଶମୂଳକ କାର୍ଯ୍ୟ ହେଇପାରୁ ନ ଥିଲା ସେଠି ଆଜି କଠିନ ପରିସ୍ଥିତି ଥିଲେ ମଧ୍ୟ ବିଚ୍ଛିନ୍ନାଞ୍ଚଳ ଲୋକଙ୍କ ପାଖରେ ପ୍ରଶାସନ ବିଶ୍ୱାସ ଭାଜନ ହୋଇଥିବାରୁ ଆଜି ସହଜରେ ବିକାଶ କାମ ଆଗେଇ ଚାଲିଛି। ମାଲକାନଗିରି ଜିଲାପାଳ ମନୀଷ ଅଗ୍ରୱାଲଙ୍କ ନିର୍ଦ୍ଦେଶ କ୍ରମେ ଚିତ୍ରକୋଣ୍ଡା ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ଲରିମନ ଖରସେଲଙ୍କ ନେତୃତ୍ୱରେ ଗୁରୁବାର ସ୍ବାଭିମାନ ଅଞ୍ଚଳ ଲାଲଗଡ଼ ଅନ୍ଧାରୀ ମୂଲକର ୪ ଗ୍ରାମ ଯୋଡ଼ାମ୍ବ, ଯନ୍ତୁରାଇ, ସିନ୍ଧିବାଡ଼ି ଓ ଖଜୁରୀଗୁଡ଼ା ଗ୍ରାମରେ ଷ୍ଟିଟ୍‌ ଲାଇଟ୍‌ରେ ଝଲସୁଛି। ଗୋରାସେତୁରେ ଷ୍ଟ୍ରିଟ୍‌ ଲାଇଟ କାମ ଚାଲିଛି ଖୁବ୍‌ଶୀଘ୍ର ଝଲସିବ ଗୋରାସେତୁ। ଆହୁରି ମଧ୍ୟ ସ୍ବାଭିମାନ ଅଞ୍ଚଳର ବହୁ ଗ୍ରାମରେ ଷ୍ଟ୍ରିଟ୍‌ ଲାଇଟ୍‌ କରାଯିବାର ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା କମ୍ପାନୀ ବସ୍‌ ୩ଘଣ୍ଟା ଅଟକ

ବାଲିଆପାଳ, ୨୨।୨(ସ୍ବ.ପ୍ର) ଦକ୍ଷିଣ ବାଲିଆପାଳରେ ପ୍ରସ୍ତାବିତ ବନ୍ଦରକୁ ରେଳଲାଇନ୍‌ ସଂଯୋଗୀକରଣରେ ଜମି ହରାଇଥିବା ପରିବାରର ୩୩ ଯୁବତୀଯୁବକମାନଙ୍କୁ ଟାଟା କମ୍ପାନୀ ପ୍ରଶିକ୍ଷଣ ପାଇଁ ଏକ ବସ୍‌...

କମେଣ୍ଟମରାକୁ ନେଇ ଗୋଷ୍ଠୀ ସଂଘର୍ଷ, ଫୋର୍ସ ମୁତୟନ

ବନ୍ତ,୧୮।୬(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ଥାନା ଅଧୀନ ପୁରୁଷଣ୍ଢ ଗ୍ରାମର ବଣିଆ ସାହି ଓ କୋଦମଛକି ସାହିର ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି...

ବନ୍ଦ ଖଣିରୁ ମାଙ୍ଗାନିଜ ଚୋରି

ଟେନ୍‌ସା,୨୧।୪(ଡି.ଏନ୍‌.ଏ.): ଟାଟା ଟିସ୍କୋ କମ୍ପାନୀର ବନ୍ଦ ଖଣିରୁ ବାରମ୍ବାର ମାଙ୍ଗାନିଜ ଚୋରି ହେଉଛି। ବୁଧବାର ରାତିରେ ମାଙ୍ଗାନିଜ ଚୋରି ହେଉଥିଲା। ଖବରପାଇ ବନବିଭାଗ ଚଢ଼ାଉ କରି...

ଘରକୁ ଫେରିବା ବେଳେ ବାଟରେ ଟଳିପଡିଲେ

ଜଳେଶ୍ୱର, ୧୫।୫(ସ୍ବ.ପ୍ର.): ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିବା ଜଣେ ପ୍ରବାସୀଙ୍କର ଶୁକ୍ରବାର ମଧ୍ୟାହ୍ନ ସମୟରେ ୬୦ନଂ. ଜାତୀୟ ରାଜପଥ ଲକ୍ଷ୍ମଣନାଥ ଉପାନ୍ତ ଚେକ୍‌ଗେଟ୍‌ ନିକଟରେ ମୃତ୍ୟୁ ଘଟିଛି।...

ପୁତୁରା ହତ୍ୟାକାରୀଙ୍କୁ ଆଜୀବନ ଜେଲ

କେନ୍ଦୁଝର,୭।୨(ସ୍ବ.ପ୍ର.)-ଜଣେ ଯୁବକ ନିଜର ୭ ବର୍ଷର ପୁତୁରାକୁ ହତ୍ୟା କରିବା ଅଭିଯୋଗରେ ଦୋଷୀସାବ୍ୟସ୍ତ ହୋଇଛନ୍ତି ା କେନ୍ଦୁଝର ଜିଲା ଦୌରାଜଜ ବେଣୁଧର ପାତ୍ର ଦୋଷୀ କୈଳାସ...

କମ୍ପାନୀ କର୍ମଚାରୀଙ୍କ ସୁରକ୍ଷାକୁ ଗୁରୁତ୍ୱ

ଅନୁଗୋଳ ଅଫିସ, ୭ା୫ ଅନୁଗୋଳ ଜିଲାର ବିଭିନ୍ନ କଳକାରଖାନାରେ କାର୍ଯ୍ୟରତ କର୍ମଚାରୀଙ୍କ ସୁରକ୍ଷା, ସ୍ବାସ୍ଥ୍ୟସେବା ସୁବିଧା ଏବଂ କମ୍ପାନୀ ପକ୍ଷରୁ ନିଆଯାଇଥିବା ଜନମଙ୍ଗଳ କାର୍ଯ୍ୟର ସମୀକ୍ଷା...

ଟ୍ରକ ଚଢ଼ାଇ ମାରିବା ଅଭିଯୋଗରେ ଚାଳକ କୋର୍ଟଚାଲାଣ

ପାଟଣା,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ପାଟଣା ବାଇପାସ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ୧୪ ଚକିଆ ଟ୍ରକ୍‌...

ପୁରୀରେ ପୋକ୍ସୋ କୋର୍ଟ ଉଦ୍‌ଘାଟିତ: ବିଚାର ହେବ ଯୌନ ନିର୍ଯ୍ୟାତନା ମାମଲା

ପୁରୀ ଅଫିସ,୨୮।୨: ନାବାଳିକା ଓ ନାବାଳିକଙ୍କୁ ଯୌନ ଶୋଷଣ ମାମଲାର ବିଚାର ପ୍ରକ୍ରିୟା ତ୍ୱରାନ୍ବିତ ହେବ। ଶୁକ୍ରବାର ପୁରୀ ଜିଲା କୋର୍ଟ ପରିସରରେ ପୋକ୍ସୋ କୋର୍ଟ...

Advertisement
Archives

Model This Week