Posted inଜାତୀୟ

ଅପଡେଟ୍‌ ନ କଲେ ଡି ଆକ୍ଟିଭ ହୋଇଯିବ ଜିମେଲ ଆକାଉଣ୍ଟ, ଆଲର୍ଟ କଲା ଗୁଗୁଲ

ନୂଆଦିଲ୍ଲୀ,୧୨।୮: ଜିମେଲ ଆକାଉଣ୍ଟ ହୋଇଯିବ ବନ୍ଦ। ଏନେଇ ପ୍ରତିଟି ମେଲ ଆକାଉଣ୍ଟରେ ଆଲର୍ଟ ମେସେଜ ଦେଇଛି ଗୁଗଲ। ଆକାଉଣ୍ଟ ଖୋଲି ବ୍ୟବହାର କରୁ ନ ଥିଲେ ଆକାଉଣ୍ଟ ଡି ଆକ୍ଟିଭ ହୋଇଯିବ। କେନ୍ଦ୍ର ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରସାରଣ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟ କରୁଥିବା କମ୍ପ୍ୟୁଟର ଏମରଜେନ୍ସି ରେସପୋନ୍ସ ଟିମ୍‌ (ସିଇଆରଟି) ଗୁଗଲର ଏହି ଆଲର୍ଟ ନେଇ ସୂଚନା ଦେଇଛି। ଏଥିସହ ଜିମେଲ ଆକାଉଣ୍ଟକୁ ଅପଡେଟ୍‌ କରିବାକୁ ପ୍ରତିଟି ଯୁଜର୍ସଙ୍କୁ ପରାମର୍ଶ ଦେଇଛି। ସିଇଆରଟିର ସୂଚନା ପରେ ଗୁଗଲ ଏନେଇ ପ୍ରତିଟି ଆକଉଣ୍ଟକୁ ଗୁଗଲ ଆଲର୍ଟ ମେସେଜ ପଠାଇଛି।

ସୂଚନାଯୋଗ୍ୟ, କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରସାରଣ ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଏକ ଆଲର୍ଟ ଅନୁଯାୟୀ ଗୁଗୁଲ କ୍ରୋମ ବ୍ରାଉଜରର ୱେବ ପେମେଣ୍ଟ, ଏପିଆଇ, ଭିଡିଓ ଏବଂ ୱେବଆରଟିସିରେ ତ୍ରୁଟି ଦେଖିବାକୁ ମିଳିଛି। ଯେଉଁଥିପାଇଁ ଡାଟା ହ୍ୟାକିଂ, ଫିସିଂ ଏବଂ ମାଲୱେୟାର ଆଟାକ୍‌ ହେବାର ସମ୍ଭାବନା ରହିଛି। ତେବେ ଏହିପରି ଅସୁବିଧା ସମ୍ମୁଖିନ ହେବା ପୂର୍ବରୁ ୟୁଜର୍ସଙ୍କୁ ସେମାନଙ୍କ ଗୁଗୁଲ ଆକାଉଣ୍ଟ ସମେତ ଜିମେଲ ଆକାଉଣ୍ଟକୁ ଅପଡେଟକ କରିବାକୁ ପରାମର୍ଶ ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?