କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ
ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି। ମୃତ ଛାତ୍ରୀଙ୍କ ନାମ ଧରିତ୍ରୀ ସେନାପତି (୨୦) ଓ ସେ ଜୁନାଗଡ଼ ଥାନା ତଳମଲା ଗ୍ରାମର ବୋଲି ଜଣାପଡିଛି। ୩ ଜଣ ସାଙ୍ଗଙ୍କ ସହ ଏକ କାର ନଂ (ଓଡ଼ି୦୮ ଆର -୨୭୫୪) ରେ ଯାଉଥିବାବେଳେ ବାଟରେ ଭାରସମ୍ୟ ହରାଇ ରାସ୍ତା ପାର୍ଶ୍ଵ ଗଛରେ ପିଟି ହୋଇଥିଲେ। ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ କୁ ନିଆଯାଇଥିଲା। ସେଠାରେ ଡାକ୍ତର ଧରିତ୍ରୀ କୁ ମୃତ ଘୋଷିତ କରିଥିଲେ। ତେବେ ଅନ୍ୟମାନେ ମଧ୍ୟ ଗୁରୁତର ଅବସ୍ଥାରେ ଡାକ୍ତର ଖାନାରେ ଚିକିତ୍ସିତ ହେଉଥିବା ଜଣାପଡିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

କାକୁଡିଗଡ଼ିଆ ସଡ଼କ ଉନ୍ନତିକରଣ କାମରେ ଅନିୟମିତତା ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ତିହିଡ଼ି, ୨୩।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଅଧୀନ କାକୁଡିଗଡ଼ିଆ ଅଞ୍ଚଳରେ ରାଜ୍ୟ ବିପର୍ଯ୍ୟୟ ପାଣ୍ଠି (ଏସ୍‌ଡିଏମ୍‌ଏଫ୍‌) ଅଧୀନରେ ଚାଲିଥିବା ସଡ଼କ ଉନ୍ନତିକରଣ କାମରେ ବ୍ୟାପକ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ଦିଗପହଣ୍ଡିର ପ୍ରହଲ୍ଲାଦ ନାଟକ ନୃତ୍ୟଗୁରୁ ସୀମାଞ୍ଚଳ ପାତ୍ରଙ୍କୁ ପଦ୍ମଶ୍ରୀ, ଛୁଟୁଛି ଅଭିନନ୍ଦନର ସୁଅ

ଦିଗପହଣ୍ଡି, ୨୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବମୋକେଇ ଗ୍ରାମର ବିଶିଷ୍ଟ ଲୋକନାଟ୍ୟ କଳାକାର ଓ ପ୍ରହଲ୍ଲାଦ ନାଟକର ନୃତ୍ୟଗୁରୁ ସୀମାଞ୍ଚଳ ପାତ୍ରଙ୍କୁ…

ପାନୀୟ ଜଳ ପ୍ରକଳ୍ପରୁ ମିଳୁନି ପିଇବା ପାଣି: ୧୦୩ରୁ ୨୨ ଅଚଳ, ବଢ଼ୁଛି ଜନ ଅସନ୍ତୋଷ

ଦିଗପହଣ୍ଡି, ୨୩ ଜୁନ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ୨୫ଟି ପଞ୍ଚାୟତ ଅଧୀନ ବିଭିନ୍ନ ଗ୍ରାମରେ ସ୍ଥାପିତ ୧୦୩ଟି ପାନୀୟ ଜଳ ପ୍ରକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri