Posted inଜାତୀୟ

କୋଏମ୍ବାଟୁରରେ ଜରୁରୀ ଅବତରଣ କଲା ବିମାନ

ବେଙ୍ଗାଲୁରୁ,୧୨।୮: ମାଳଦ୍ୱୀପର ମାଲେ ଯାଉଥିବା ଏକ ଘରୋଇ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଶୁକ୍ରବାର କୋଏମ୍ବାଟୁର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି। ସ୍ମୋକ୍‌ ଓ୍ବାର୍ନିଂ ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ସରକାରୀ ସୂତ୍ରରୁ ଏହି ସୂଚନା ମିଳିଛି। ସୂଚନାଯୋଗ୍ୟ, ବୋଙ୍ଗାଲୁରୁରୁ ମାଲେ ଯାଉଥିବା ଗୋ ଫାଷ୍ଟ ବିମାନରେ ୯୨ଜଣ ଯାତ୍ରୀ ଥିଲେ। ମଧ୍ୟାହ୍ନ ୧୨ଟାରେ ଉଡାଣ ଭରିବାର ୧ଘଣ୍ଟା ପରେ ବିମାନରେ ସ୍କୋକ୍‌ ଓ୍ବାର୍ନିଂ ଆଲାର୍ମ ବାଜିଥିଲା। ୨ଟି ଇଞ୍ଜିନ ଗରମ ହେବାରୁ ଏହି ଆଲାର୍ମ ବନ୍ଦ ହୋଇଯାଇଥିଲା। ଏହାପରେ ଉକ୍ତ ବିମାନକୁ ପାଇଲଟ ସୁରକ୍ଷିତ ଭାବେ କୋଏମ୍ବାଟୁରରେ ଜରୁରୀ ଅବତରଣ କରିଥିଲେ। ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି ବୋଲି ଜଣେ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ କ୍ରିକେଟ ଜଗତରେ ହଇଚଇ: ହଠାତ୍‌ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨।୧୦: ଭାରତର ଦିଗ୍ଗଜ ସ୍ପିନର ଯୁଜବେନ୍ଦ୍ର ଚହଲ ଫର୍ଷ୍ଟ-କ୍ଲାସ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅର୍ଥାତ୍‌ ଏଣିକି କ୍ରିକେଟପ୍ରେମୀମାନେ ତାଙ୍କୁ ରେଡ-ବଲ କ୍ରିକେଟରେ ଖେଳୁଥିବା ଦେଖିପାରିବେ…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

Video: ‘ଶିବାଜୀ ପାର୍କ, ଶିବାଜୀ ପାର୍କ…’ ଡାକି ଅଟୋ ଡ୍ରାଇଭର ସାଜିଲେ ଅଭିଜିତ ଦୀପକେ, କେଉଁ ବାର୍ତ୍ତା ଦେବାକୁ ଚାହୁଁଥିଲେ CJP ମୁଖ୍ୟ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଅକ୍ଟୋବର ୨ ଅପରାହ୍ନ ୪ଟାରେ ମୁମ୍ବାଇରେ ଏକ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି। ଏହି ବିକ୍ଷୋଭ ଶିବାଜୀ…

ଏହି ୩ ବଡ଼ ଗୁଣ ଥିବା ସ୍ତ୍ରୀ ମିଳିଗଲେ ଘର ହୋଇଯାଏ ସ୍ବର୍ଗ, ଚାଣକ୍ୟ କୁହନ୍ତି…

ପ୍ରାଚୀନ ଭାରତର ଆଚାର୍ଯ୍ୟ ଚାଣକ୍ୟ କେବଳ ଜଣେ କୂଟନୀତିଜ୍ଞ ନ ଥିଲେ, ବରଂ ମାନବ ସମାଜ ଓ ସଂସାରର ନିୟମ ସମ୍ପର୍କରେ ଗଭୀର ଜ୍ଞାନ ରଖୁଥିଲେ। ତାଙ୍କ…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?