ମୃତକଙ୍କ ଚିହ୍ନଟ ପାଇଁ କେବଳ ଏମ୍ସ ଯିବାକୁ କହିଲା ପୂର୍ବତଟ ରେଳପଥ

ଭୁବନେଶ୍ୱର,୭ା୬(ବ୍ୟୁରୋ): ବାଲେଶ୍ବର ଜିଲା ବାହାନଗା ରେଳ ଦୁର୍ଘଟଣାରେ ମୃତକମାନଙ୍କୁ ଚିହ୍ନଟ କରିବା ପାଇଁ ସମ୍ପର୍କୀୟମାନେ ଅନ୍ୟ କୌଣସି ହସ୍ପିଟାଲ ନ ଯାଇ କେବଳ ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ପହଞ୍ଚିବାକୁ ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।

ବାହାନଗା ରେଳ ଦୁର୍ଘଟଣାରେ ପ୍ରାଣ ହରାଇ କ୍ୟାପିଟାଲ, ସମ୍‌, କିମ୍ସ, ହାଇଟେକ୍‌ ଓ ଆମ୍ରି ହସ୍ପିଟାଲ୍‌ରେ ଥିବା ୩୯ ମୃତଦେହକୁ ମଙ୍ଗଳବାର ଏମ୍ସ ସ୍ଥାନାନ୍ତର କରାଯାଇଛି। ଏମ୍ସରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୧୬୨ଟି ମୃତଦେହ ପହଞ୍ଚିଥିବା ବେଳେ ସେଥିମଧ୍ୟରୁ ୭୧ଟି ମୃତଦେହକୁ ସେମାନଙ୍କ ସମ୍ପର୍କୀୟମାନଙ୍କୁ ପ୍ରଦାନ କରାଯାଇଛି। ତେବେ ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଏବେ ବି ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri