‘ଟିକା ନ ନେଲେ ଭାରତ ଯାଅ’

ମାନିଲା, ୨୪।୬: ଯେଉଁମାନେ କୋଭିଡ୍‌ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି। ଟିକା ନେବା ପାଇଁ ମନା କରୁଥିବା ଲୋକେ ଭାରତ କିମ୍ବା ଆମେରିକା ପଳାଇଯାଆନ୍ତୁ ବୋଲି ସେ କହିଛନ୍ତି। ଫିଲିପାଇନ୍ସରେ ମହାମାରୀ ଯୋଗୁ ଜାତୀୟ ଜରୁରୀ ପରିସ୍ଥିତି ଦେଖାଦେଇଛି। ଯିଏ ଟିକା ନ ନେବେ ତାଙ୍କୁ ଗିରଫ କରାଯାଇ ଜବରଦସ୍ତ ଟିକା ଦିଆଯିବ। ଦେଶ ଗମ୍ଭୀର ସଙ୍କଟକୁ ସାମ୍‌ନା କରୁଥିବାବେଳେ ଟିକା ନେବାକୁ ମନାକରୁଥିବା ଲୋକେ ଦେଶ ପାଇଁ ବୋଝ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଡ଼ିଆକୁ ପୁଟିନ୍‌ଙ୍କ ନାଲି ଆଖି, ଆକ୍ରମଣ-ଅନୁପ୍ରବେଶ-ଯୁଦ୍ଧ ଶବ୍ଦର ବ୍ୟବହାର କଲେ ଜେଲ ସହିତ ଜରିମାନା…

ମସ୍କୋ, ୨୬।୨ : ୟୁକ୍ରେନ୍‌ ଉପରେ ଆକ୍ରମଣ କରିବା ସହିତ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ମିଡ଼ିଆକୁ ନାଲି ଆଖି ଦେଖାଇଛନ୍ତିି। ପୁଟିନ୍‌ ଧମକ ଦେଇ...

ବିଲ୍ଡିଂ ରଙ୍ଗ କରିବା ପରେ ପାରିଶ୍ରମିକ ନପାଇ ଶ୍ରମିକ ନେଲେ ପ୍ରତିଶୋଧ

ଲଣ୍ଡନ,୧୦।୨: ବ୍ରିଟିଶ୍‌ କାଉଣ୍ଟି ଡର୍ବିଶେୟାରର ବୋଲସୋଓ୍ବରରେ ଜଣେ ଶ୍ରମିକ ବିଲ୍ଡିଂ ରଙ୍ଗ ଦେବା ପରେ ପାରିଶ୍ରମିକ ନପାଇ ଏକ ଅଜବ ଉପାୟରେ ମାଲିକ ଉପରେ ପ୍ରତିଶୋଧ...

ଜଳନ୍ତା ଗ୍ରହପିଣ୍ଡ ପୃଥିବୀ ମୁହାଁ, ଜୁଲାଇ ୧ରେ କରିବ ଅତିକ୍ରମ…

ଓ୍ବାଶିଂଟନ୍‌,୩୦।୬: ବିରାଟ ଜଳନ୍ତା ଗ୍ରହପିଣ୍ଡ ପୃଥିବୀମୁହାଁ ହୋଇଛି। ଘଣ୍ଟାପ୍ରତି ୨୨ କିଲୋମିଟର ବେଗରେ ଏହା ମାଡ଼ି ଆସୁଛି। ଜୁଲାଇ ୧ରେ ଏହା ପୃଥିବୀର କକ୍ଷ ପଥର...

କରୋନା ଭୟରେ ପୁଣି ଚାଇନାରେ ଲକ୍‌ଡାଉନ

ବେଜିଂ,୮ ।୧: କରୋନା ମହାମାରୀ ଏବେବି ବିଶ୍ୱବାସୀଙ୍କୁ ତା’ କବଳରେ ରଖିଛି । କରୋନାର ଉତ୍ପତି ସ୍ଥଳ ଚାଇନା ବି ଏଥିରୁ ବାଦ୍ ପଡିନାହିଁ ।...

ଲଙ୍କାଠାରୁ ବି ଅଧିକ ରାଗ ଏହି ଆଇସ୍‌କ୍ରିମ୍‌

ଚାଇନାର ଲୋକମାନେ ସେମାନଙ୍କ ଅଜବ ଖାଦ୍ୟ ଏବଂ ପରୀକ୍ଷା ନିରୀକ୍ଷା ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ବାଦୁଡିର ସୁପ୍‌ ପିଇବା ଠାରୁ ଆରମ୍ଭ କରି ଭିନ୍ନ...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୫୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୧,୯୪୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ବଲାଙ୍ଗୀର: ଗୋଟିଏ ଦିନରେ ୮ ପଜିଟିଭ ଚିହ୍ନଟ, ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୨୪କୁ ବୃଦ୍ଧି

ବଲାଙ୍ଗୀର ଅଫିସ, ୨୫ା୫: ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ଅର୍ଥାତ୍‌ ସୋମବାର ଆଉ ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ...

ନୟାଗଡ଼ରେ ଆଉ ୩ କରୋନା ଆକ୍ରାନ୍ତ

ନୟାଗଡ଼ ଅଫିସ/ଗଣିଆ,୧୮ା୫(ଡି.ଏନ୍‌.ଏ.): ଗଣିଆ ବ୍ଲକର ୩ଜଣ ଚିହ୍ନଟ ପରେ ନୟାଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଛି। ଗଣିଆ ରଘୁନାଥ ଜୀଉ ମହାବିଦ୍ୟାଳୟ କ୍ୱାରାଣ୍ଟାଇନ୍‌...

Advertisement
Archives

Model This Week