Posted inଜାତୀୟ

‘ନମାଜ ପଢିବାର ଅଛି ତେବେ ମସଜିଦ ଯାଆନ୍ତୁ’, ଏୟାପୋର୍ଟରେ ପୃଥକ କୋଠରୀ ଦାବି ନେଇ ଅସନ୍ତୋଷ ହେଲେ ହାଇକୋର୍ଟ

ନୂଆଦିଲ୍ଲୀ,୩୦।୯: ବିମାନବନ୍ଦରରେ ନମାଜ ପଢିବା ପାଇଁ ପୃଥକ କୋଠରୀ ଯୋଗାଇ ଦେବାକୁ ଆବେଦନ ହୋଇଥିବା ଯାଚିକାକୁ ପ୍ରତ୍ୟାଖ୍ୟାନ କରିଛନ୍ତି ଗୁଆହାଟି ହାଇକୋର୍ଟ। କୋର୍ଟ ଏନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ନମାଜ ପଢିବା ପାଇଁ ମସଜିଦ ଅଛି ଆବେଦନକାରୀ ସେଠାକୁ ଯିବା ଉଚିତ୍‌ ବୋଲି କୋର୍ଟ କହିଛନ୍ତି। ଏହି ପିଟିସନରେ ଜନହିତ କଣ ରହିଛି। ଯଦି ଆବେଦନ ଗ୍ରହଣ କରାଯାଏ, ତେବେ ଏହା କେଉଁ ଜନସାଧାରଣଙ୍କ କେଉଁ ହିତରେ ଲାଗିବ । ଯଦି ବିମାନ ବନ୍ଦରରେ ନମାଜ ପଢିବା ପାଇଁ ଏକ ଅଲଗା କୋଠରୀ ତିଆରି କରାଯାଏ ନାହିଁ, ତେବେ ସମାଜ ପାଇଁ କ’ଣ କ୍ଷତି ହେବ ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି।

ମାମଲାରେ ଆବେଦନକାରୀଙ୍କ ପକ୍ଷରୁ କୁହାଯାଇଛି ଯେ, ଦିଲ୍ଲୀ, ଅଗରତାଲା ଓ ଥିରୁଭାନନ୍ତପୁରମ ଭଳି ବଡ଼ ବଡ ବିମାନବନ୍ଦରରେ ନମାଜ ପଢିବା ପାଇଁ ଏକ ପୃଥକ କୋଠରୀ ଉପଲବ୍ଧ ହେଉଛି। ସମାନ ଭାବରେ, ଗୁଆହାଟୀ ବିମାନବନ୍ଦରରେ ଏପରି କୋଠରୀ ରହିବା ଉଚିତ। ହାଇକୋର୍ଟର ପ୍ରଧାନ ବିଚାରପତି ସନ୍ଦୀପ ମେହେଟ୍ଟା ଏବଂ ଜଷ୍ଟିସ ସୁସ୍ମିତା ଖଣ୍ଡ କହିଛନ୍ତ, ଯଦି ଏପରି ନ ହୁଏ ତେବେ କଣ କାହାର ମୌଳିକ ଅଧିକାର ଉଲ୍ଲଂଘନ ହେବ କି। ପୃଥକ କୋଠରୀ ଦାବି କରିବା କୌଣସି ନାଗରିକଙ୍କର ଅଧିକାର କି? ଯଦି ବିମାନବନ୍ଦରରେ ଏପରି କରାଯାଏ, ତେବେ ଭବିଷ୍ୟତରେ ଅନ୍ୟ ସର୍ବସାଧାରଣ ସ୍ଥାନରେ ମଧ୍ୟ ଏପରି ଚାହିଦା ରହିବ। ନମାଜ ଓ ପୂଜା କରିବା ପାଇଁ ସ୍ବତନ୍ତ୍ର ସ୍ଥାନ ରହିଛି। ସେଠାରେ ଏପରି କରିହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?