ଜିତିଲେ ଗୋଆ ମୁଖ୍ୟମନ୍ତ୍ରୀ

ପାଣାଜି,୧୦।୩: ୨୦୨୨ ବିଧାନସଭା ନିର୍ବାଚନରେ ସାଙ୍କୁଲିମ ଆସନରୁ ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ ବିଜୟୀ ହୋଇଛନ୍ତି। ପ୍ରମୋଦ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀଙ୍କଠାରୁ ମାତ୍ର ୧ ହଜାର ଭୋଟରେ ବିଜୟୀ ହୋଇଥିବା ଜଣାପଡିଛି। ଭାଜପା ୧୯ଟି ଅସନରେ ଆଗରେ ଥିବା ବେଳେ ୩ ସ୍ବାଧୀନ ବିଧାୟକ ଭାଜପାକୁ ସମର୍ଥନ ଘୋଷଣା କରିଛନ୍ତି। ଏନେଇ ଗୋଆରେ ଭାଜପା ପୁଣି ସରକାର ଗଠନ କରିବ ବୋଲି ଏକ ପ୍ରକାର ସ୍ପଷ୍ଟ ହୋଇଛି। ଗୁରୁବାର ସନ୍ଧ୍ୟାରେ ଗୋଆର ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ଲାଗି ଦାବି କରିବେ ବୋଲି ସୂଚନା ମିଳିଛି।

୪୦ଟି ଆସନର ଗଣତି ଟ୍ରେଣ୍ଡ ଅନୁଯାୟୀ, ଭାଜପା ୧୯ଟି ଆସନରେ ଆଗୁଆ ରହିଛି। କଂଗ୍ରେସ ୧୨ଟି ଆସନରେ ଆଗରେ ଥିବା ବେଳେ ଟିଏମ୍‌ସି ମିଳିତ ମଞ୍ଚ ୩ଟି ଆସନରେ ଆଗୁଆ ରହିଛି। ୩ ଜଣ ସ୍ବାଧୀନ ବିଧାୟକ ବିଜୟ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri