Posted inଜାତୀୟ

ଗୋଆ ଅଗ୍ନିକାଣ୍ଡ: ଥାଇଲ୍ୟାଣ୍ଡରେ ଅଟକ ଦୁଇ କ୍ଲବ୍ ମାଲିକ

ଗୋଆ,୧୧ା୧୨: ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ । ଥାଇଲ୍ୟାଣ୍ଡରେ ଅଟକ ରହିଲେ କ୍ଲବର ଦୁଇ ମାଲିକ । ତେବେ ଡିସେମ୍ବର ୬ ତାରିଖରେ ଗୋଆର ଆରପୋରାରେ ଥିବା ନାଇଟ୍ କ୍ଲବ୍ ବିର୍ଚ ବାଇ ରୋମିଓ ଲେନରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡ ଘଟଣାରେ ଏବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କ୍ଲବ୍ ମାଲିକ ସୌରଭ ଏବଂ ଗୌରବ ଲୁଥ୍ରାଙ୍କୁ ଥାଇଲ୍ୟାଣ୍ଡରେ ଅଟକ ରଖାଯାଇଛି ।

ଗୋଆ କ୍ଲବ ଅଗ୍ନିକାଣ୍ଡ ଘଟଣାର କିଛି ଘଣ୍ଟା ପରେ, ଦୁଇ ଭାଇ ସକାଳୁ ଥାଇଲ୍ୟାଣ୍ଡ ପାଇଁ ଏକ ବିମାନ ବୁକ୍ କରିଥିଲେ ଏବଂ ଭାରତ ଛାଡ଼ିଦେଇଥିଲେ । ଏହାପରଠାରୁ ଭାରତର ଏଜେନ୍ସିଗୁଡ଼ିକ ସେମାନଙ୍କୁ ଧରିବାକୁ ଚେଷ୍ଟା କରୁଥିଲେ । ଆଉ ଶେଷରେ ଦୁହେଁ ଥାଇଲ୍ୟାଣ୍ଡରୁ ଧରାପଡ଼ିଛନ୍ତି । ମିଳିଥିବା ସୂଚନା ଅନୁସାରେ, ବୈଦେଶିକ ମନ୍ତ୍ରଣାଳୟ (MEA) ଉଭୟ ଭାଇଙ୍କ ପାସପୋର୍ଟକୁ ଅନ୍ୟ ଦେଶକୁ ଯାତ୍ରା କରିବାରୁ ରୋକିବା ପାଇଁ ରଦ୍ଦ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରାତିରେ ଏକାଧିକ ଚୋରି, ପୋଲିସର ତନାଘନା

ନନ୍ଦପୁର,୧୬ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନାରେ ରବିବାର ରାତ୍ରରେ ଥାନା ଅଧୀନ ଗୁଣ୍ଠାପୁଟ, ପିତାଗୁଡ଼ା, ସୁବାଇ ଗ୍ରାମରୁ ଏକାଧିକ ଚୋରି ଘଟଣାର ଅଭିଯୋଗ ହୋଇଛି।…

ଶେଷ ହେଲା ଯୁଦ୍ଧ! ପ୍ରଥମଥର ପାଇଁ ଇରାନ ନେଇଛି ଏହି ପ୍ରମୁଖ ପଦକ୍ଷେପ… ଅକାମୀ ହୋଇଗଲାଣି ଇସ୍ରାଏଲର ପ୍ରତିରକ୍ଷା ବ୍ୟବସ୍ଥା…

ଜେରୁଜେଲମ,୧୬।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ୧୫ ଦିନରୁ ଅଧିକ ସମୟ ବିତିଗଲାଣି। ଏହା ମଧ୍ୟରେ, ରିପୋର୍ଟ ଆସିଛି ଯେ ଇରାନର IRGC (ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ…

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

SCB ଅଗ୍ନିକାଣ୍ଡ: ପ୍ରଧାନମନ୍ତ୍ରୀଙ୍କୁ ଫୋନ୍ କଲେ ମୁଖ୍ୟମନ୍ତ୍ରୀ, ସ୍ଥିତି ନେଇ ଅବଗତ….

ଭୁବନେଶ୍ବର,୧୬।୩(ସୁନିତ୍‌ ମିଶ୍ର):  କଟକ ଏସସିବି ମେଡିକାଲ କଲେଜରେ ଘଟିଥିବା ଅଭାବନୀୟ ଦୁର୍ଘଟଣାରେ  ୧୦ ରୋଗୀଙ୍କ ମୃତ୍ୟୁ ହୋଇଛି । ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ…

ପୁରୁଷୋତ୍ତମପୁର ଏନ୍‌ଏସି ପ୍ରଭାରୀ ହେଲେ ରମେଶ

ପୁରୁଷୋତ୍ତମପୁର,୧୬ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବଡ଼ଖରିଡ଼ା ସରପଞ୍ଚଙ୍କ ପ୍ରତିନିଧି ଭାଜପାର ବରିଷ୍ଠ ଯୁବସଂଗଠକ ରମେଶ ଚନ୍ଦ୍ର ଦଳେଇଙ୍କୁ ଭାଜପା ପକ୍ଷରୁ ସାଙ୍ଗଠନିକ ଦାୟିତ୍ୱ ପ୍ରଦାନ…

SCB ମୃତକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

ବାଂଲାଦେଶ ବିରୋଧରେ ପରାଜୟକୁ ନେଇ ପାକିସ୍ତାନରେ ହଇଚଇ; ପୂର୍ବତନ ଖେଳାଳି ମୋହସିନ ନକଭିଙ୍କୁ କହିଲେ: ‘ଆଇସିସି ଟ୍ରଫି ଚୋରି କରି, ତୁମେ…’

ଇସଲାମାବାଦ,୧୬।୩: ବାଂଲାଦେଶ ବିପକ୍ଷରେ ଦିନିକିଆ ସିରିଜରେ ପରାଜୟ ପରେ ପାକିସ୍ତାନ କଠୋର ସମାଲୋଚନାର ସମ୍ମୁଖୀନ ହେଉଛି। ମୀରପୁରରେ ଖେଳାଯାଇଥିବା ତୃତୀୟ ଏବଂ ନିର୍ଣ୍ଣାୟକ ମ୍ୟାଚରେ ବାଂଲାଦେଶ ପାକିସ୍ତାନକୁ…

୨୪ କିମି ଲାଗି ୧୦୪ କୋଟି ଟଙ୍କା ବ୍ୟୟ ଅଟକଳ: ଗାର୍ଡୱାଲ୍‌ ନାହିଁ, ରାସ୍ତା ଭୁଶୁଡ଼ିବା ଆଶଙ୍କା

ମହାକାଳପଡ଼ା,୧୬ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଶିଳ୍ପ କରିଡର ପ୍ରତିଷ୍ଠା ପାଇଁ ପୂର୍ବ ସରକାରଙ୍କ ସମୟରେ ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲ ରାସ୍ତା ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri