ପୁଣି ଅକ୍ସିଜେନ ଅଭାବ ନେଲା ୧୩ ଜୀବନ

ପାଣାଜି,୧୪।୫: ଦେଶରେ କରୋନା ଭାଇରସ୍‌ ଦ୍ୱିତୀୟ ଲହର ଆତଙ୍କ ଖେଳାଇଥିବା ବେଳେ ଅଧିକ ସମସ୍ୟା ସୃଷ୍ଟି କରୁଛି ଅକ୍ସିଜେନ ଅଭାବ। ଅକ୍ସିଜେନ ଅଭାବ ଯୋଗୁ ଦେଶରେ ଅନେକ ଲୋକଙ୍କ ଜୀବନ ଗଲାଣି। ସରକାର ସବୁ ରାଜ୍ୟରେ ଅକ୍ସିଜେନ ପହଞ୍ଚାଇବା ପାଇଁ ଯଥାସମ୍ଭବ ଚେଷ୍ଟା କରୁଛନ୍ତି। ହେଲେ ଏହି ମହାମାରୀ ଏତେ ଭୟଙ୍କର ଯେ ଏଥିରୁ କେହି ବର୍ତ୍ତି ପାରୁନାହାନ୍ତି। ଏହି କ୍ରମରେ ଗୋଆ ମେଡିକାଲ କଲେଜ ହସ୍ପିଟାଲରେ ମଧ୍ୟ ଅକ୍ସିଜେନ ଅଭାବ ଦେଖାଦେଇଛି। ଯେଉଁଥିପାଇଁ ଗତକାଲି ରାତି ୨ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ୧୩ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି। ଅକ୍ସିଜେନ ଲେବଲ କମିଯିବାରୁ ସେମାନଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି। ପୂର୍ବରୁ ବି ଏହି ହସ୍ପିଟାଲରେ ଅକ୍ସିଜେନ ସମସ୍ୟା ଦେଖାଯିବାରୁ କେତେକ ରୋଗୀଙ୍କ ମୃତ୍ୟୁ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଓସିର ଅଲିମ୍ପିକ୍‌ ଘୁଞ୍ଚାଇବା ନିଷ୍ପତ୍ତି ଠିକ୍‌ ଥିଲା: ହିମା

ନୂଆଦିଲ୍ଲୀ,୨୭।୫: କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସକୁ ଆସନ୍ତାବର୍ଷକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଥିଲା। ଏହି...

କରୋନା କାଳରେ ଲୋକଙ୍କୁ ଏଭଳି ସହାୟତା କରୁଛି ରୋବର୍ଟ

ଚାଇନାରୁ ଆରମ୍ଭ ହୋଇଛି ବ୍ୟବହାର କରୋନା ମହାମାରୀ ଯୋଗୁ ଜାରି ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ସମଗ୍ର ବିଶ୍ୱରେ ଲୋକଙ୍କ ଜୀବନଶୈଳୀ ସହ ଚିନ୍ତାଧାରାରେ ମଧ୍ୟ ପରିବର୍ତ୍ତନ...

ଆଇସୋଲେଶନ ଓ୍ବାର୍ଡରେ ନାବାଳିକାକୁ ବଳାତ୍କାର

ପାଟନା, ୧୫।୭- ମହାମାରୀ କରୋନା ଭାଇରସ୍‌ ଭାରତରେ ଗମ୍ଭୀର ରୂପ ଧାରଣ କରିଛି। ଦେଶରେ ଦୈନିକ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ହୁ...

୯/୧୧କୁ ବଳିଗଲା କରୋନା ଦୁଃଖ

ନ୍ୟୁୟର୍କ,୨ା୪ : ଆମେରିକାରେ ଭୟଙ୍କର ସ୍ଥିତି ସୃଷ୍ଟିକରିଛି କରୋନା ଭାଇରସ୍‌। ଗୋଟାଏ ପରେ ଗୋଟାଏ ମୁଣ୍ଡ ଗଡ଼ିଚାଲିଛି। ବୁଧବାର ସୁଦ୍ଧା ୪,୦୫୫ ଜୀବନ ନେଲାଣି ଏହି...

ପୁଣି ବଢ଼ିଲାଣି କରୋନା, ଘରୋଇ ହଷ୍ଟେଲର ୧୩ ଅନ୍ତେବାସୀ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୯ା୬: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଲାଣି। ଗୁରୁବାର କଟକ ବମ୍ଫକୁଦର ଏକ ଆବାସିକ ଛାତ୍ରାବାସରୁ ୧୩ ଜଣ କରୋନା ପଜିଟିଭ୍‌...

ବି.ଭି.ଆର ସୁବ୍ରମଣ୍ୟମ ନୀତି ଆୟୋଗର ନୂଆ ସିଇଓ

ନୂଆଦିଲ୍ଲୀ,୨୦।୨: ପୂର୍ବତନ ଆଇଏଏସ୍‌ ଅଧିକାରୀ ବି.ଭି.ଆର ସୁବ୍ରମଣ୍ୟମଙ୍କୁ ସୋମବାର ନୀତି ଆୟୋଗର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ (ସିଇଓ) ଭାବେ ନିଯୁକ୍ତ କରାଯାଇଛି। ସୁବ୍ରମଣ୍ୟମ ବର୍ତ୍ତମାନର ସିଇଓ...

ବ୍ୟାପମ୍‌ ଦୁର୍ନୀତି: ୩୧ ଜଣଙ୍କୁ ଜେଲ

ନୂଆଦିଲ୍ଲୀ,୨୬ା୧୧: ମଧ୍ୟପ୍ରଦେଶର ବହୁଚର୍ଚ୍ଚିତ ବ୍ୟାପମ୍‌ ନିଯୁକ୍ତି ଦୁର୍ନୀତି ମାମଲାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ୩୧ ଜଣଙ୍କୁ ଜେଲଦଣ୍ଡାଦେଶ ଦେଇଛନ୍ତି। ଗ୍ବାଲିୟରର ପ୍ରଦୀପ ତ୍ୟାଗୀଙ୍କୁୁ ୧୦ ବର୍ଷ...

ଟ୍ରୋଲ୍‌ ହେଲେ ଥରୁର

ନୂଆଦିଲ୍ଲୀ,୨୧।୧୨: କଂଗ୍ରେସ ନେତା ଶଶି ଥରୁର ଅନେକ ସମୟରେ କିଛି ନା କିଛି ବୟାନ ପାଇଁ ଆସିଥାଆନ୍ତି ଚର୍ଚ୍ଚାକୁ। ଏବେ ସେ ଭାରତର ଏକ ବିବାଦୀୟ...

Advertisement
Archives

Model This Week