ସମବାୟ ବ୍ୟାଙ୍କରେ ଗଭର୍ନାନ୍ସ ଉନ୍ନତୀକରଣ ଲକ୍ଷ୍ୟ: ସୀତାରାମନ

ନୂଆଦିଲ୍ଲୀ,୧୭।୯: ବ୍ୟାଙ୍କିଙ୍ଗ୍‌ ରେଗୁଲେଶନ ଆଇନରେ ସଂଶୋଧନ ଆଣିବା ଦିଗରେ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ହାତକୁ ନେଉଛନ୍ତି। ସମବାୟ ବ୍ୟାଙ୍କଗୁଡିକୁ ରିଜର୍ଭ ବ୍ୟାଙ୍କ ପରିସରକୁ ଆଣିବା ଦିଗରେ ଯୋଜନା ଗ୍ରହଣ କରାଯାଇଛି। ଜମାକାରୀଙ୍କ ସ୍ବାର୍ଥ ରକ୍ଷା ଏବଂ ସମବାୟ ବ୍ୟାଙ୍କରେ ଗଭର୍ନାନ୍ସକୁ ଉନ୍ନତୀକରଣ କରିବା ଲାଗି ସରକାର ଆଇନରେ ସଂଶୋଧନ ଆଣିବାକୁ ଯାଉଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରାମନ ବୁଧବାର ସୂଚନା ଦେଇଛନ୍ତି। ବର୍ତ୍ତମାନ ଲୋକସଭାରେ ବ୍ୟାଙ୍କିଙ୍ଗ୍‌ ରେଗୁଲେସନ ସଂଶୋଧନ ଆଇନ ଉପସ୍ଥାପିତ ହୋଇଛି। ଏହା ଉପରେ ମତ ରଖି ଅର୍ଥମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ସମବାୟ ବ୍ୟାଙ୍କଗୁଡିକରେ ବିଭିନ୍ନ ସମସ୍ୟା ଦେଖାଯାଇଛି। ସରକାର ବାଧ୍ୟ ହୋଇ ଏଥିଲାଗି ଏକ ଅଧ୍ୟାଦେଶ ଆଣିଲେ ବୋଲି ସୀତାରାମନ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri