Posted inଜାତୀୟ

ପୂର୍ବରେ କଂଗ୍ରେସର ଗଡ଼ ଜୟ ଲକ୍ଷ୍ୟ: ଦକ୍ଷିଣରେ ଭାଜପାର ସ୍ଥିତି ସୁଦୃଢ଼ ଯୋଜନା

ନୂଆଦିଲ୍ଲୀ,୧୪।୨: ଆଗକୁ ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ,କେରଳ ଆଦି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ସ୍ଥିତି ସୁଦୃଢ଼ କରିବା ଲାଗି ରବିବାର ତାମିଲନାଡୁ ଏବଂ କେରଳ ଗସ୍ତରେ ଯାଇଛନ୍ତି। କେତେକ ସଂଗଠନ ପକ୍ଷରୁ ଏହି ଗସ୍ତକୁ ବିରୋଧ କରାଯାଇଥିବା କୁହାଯାଉଛି। ମୋଦି ଦେଶର ଦକ୍ଷିଣ ରାଜ୍ୟରେ ଭାଜପା ପାଇଁ ସମ୍ଭାବନା ଖୋଜୁଥିବାବେଳେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଆସାମ ଗସ୍ତରେ ଆସିଛନ୍ତି। କଂଗ୍ରେସ ପୂର୍ବ ରାଜ୍ୟରେ ଗଡ଼ ଜୟ ଲକ୍ଷ୍ୟ ନେଇ ଯୋଜନା ପ୍ରସ୍ତୁତ କରିଛି। ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ରଣନୀତି ଆଗରେ ତିଷ୍ଠିବା ପାଇଁ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଉଦ୍ୟମ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ରାଜ୍ୟର ବାଦୁଡ଼ିଙ୍କଠାରେ ନିପା ଆଣ୍ଟିବଡ଼ି…

ନୂଆଦିଲ୍ଲୀ, ୬।୪ : ଦେଶର ଦକ୍ଷିଣ ରାଜ୍ୟରେ ଗତ ଚାରି ବର୍ଷ ମଧ୍ୟରେ ନିପା ଭାଇରସର ସଂକ୍ରମଣ ତିନି ଥର ହୋଇଛି। ୨୦୨୧ରେ କେରଳରେ ନିପା...

ଛାତ୍ରୀଛାତ୍ରଙ୍କୁ ସଂସ୍କୃତ ଶ୍ଳୋକ ପଢ଼ାଇଲେ ଥମିବ ବଳାତ୍କାର: ମହାରାଷ୍ଟ୍ର ରାଜ୍ୟପାଳ

ନାଗପୁର,୨୦।୧୨: ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ଏକ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଛାତ୍ରୀଛାତ୍ରଙ୍କୁ ସଂସ୍କୃତ ଶ୍ଳୋକ ପଢାଇଲେ ବଳାତ୍କାର ଥମିଯିବ ବୋଲି...

ଖାଲକୁ ଖସିଲା ବସ: ୫ମୃତ, ୩୪ ଆହତ

ଶିମଲା,୧୦।୩: ହିମାଚଳପ୍ରଦେଶରେ ଭୋର୍‌ ୬ଟା ୪୫ରେ ଏକ ମର୍ମନ୍ତୁଦ ବସ ଦୁର୍ଘଟଣା ଘଟିଛି। ଭରମୋର-ପାଠାଣକୋଟ ଜାତୀୟ ରାଜପଥର ଚେହଲିଠାରେ ଏକ ଯାତ୍ରୀବାହୀ ବସ ଖାଲକୁ ଖସି...

ଏକାଥରେ ୯ ଜଣଙ୍କୁ ଫାଶୀ

ନୂୂଆଦିଲ୍ଲୀ,୫।୩ : ବିହାରର ଗୋପାଳଗଞ୍ଜ ଜିଲାରେ ୨୦୧୬ରେ ଘଟିଥିବା ମଦ ମୃତ୍ୟୁ ମାମଲାରେ ସ୍ବତନ୍ତ୍ର ଅବକାରୀ କୋର୍ଟ ୯ ଜଣଙ୍କୁ ଫାଶି ଦଣ୍ଡ ଦେଇଛନ୍ତି। ସମାନ...

ରବର୍ଟ ଭଦ୍ରା କରୋନା ସଂକ୍ରମିତ ହେବା ପରେ ଆଇସୋଲେଶନରେ ପ୍ରିୟଙ୍କା; ନିର୍ବାଚନୀ ସଭା ବାତିଲ

ନୂଆଦିଲ୍ଲୀ,୨।୪: ରବର୍ଟ ଭଦ୍ରା କରୋନା ସଂକ୍ରମିତ ହେବା ପରେ ଆଇସୋଲେଶନରେ ପ୍ରିୟଙ୍କା ଗାନ୍ଧୀ। ହେଲେ ତାଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। କେବଳ ସତର୍କତା ଅବଲମ୍ବନସ୍ବରୂପ ଡାକ୍ତରମାନେ...

ବିଶ୍ୱକପ୍‌କୁ ନେଇ ଉତ୍ସାହିତ ଯବାନ

ଶ୍ରୀନଗର,୧୬।୬: ବିଶ୍ୱ କପ୍‌ କ୍ରିକେଟକୁ ନେଇ ସବୁଆଡେ ଚର୍ଚ୍ଚା। ବିଶେଷ କରି ଭାରତ ପାକିସ୍ତାନ ମ୍ୟାଚକୁ ଯେମିତି କେହି ହାତଛଡା କରିବାକୁ ଚାହାଁନ୍ତି ନାହିଁ। ରବିବାର...

ଜମି ପାଇଁ ଅଟକି ରହିଛି ୧୭ ଜବାହର ନବୋଦୟ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ…

ନୂଆଦିଲ୍ଲୀ, ୨।୮: ଆବଶ୍ୟକ ଜମି ନ ମିଳିବାରୁ ୧୭ ଜବାହର ନବୋଦୟ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ଅଟକି ରହିଛି। ଲୋକ ସଭାରେ ସୋମବାର କେନ୍ଦ୍ରୀୟ ଶିକ୍ଷା...

ପୋଲିସ ବାବୁଙ୍କ କଡ଼ା ପଦକ୍ଷେପ: ୫୦୦୦ ଅମାନିଆଙ୍କ ବିରୋଧରେ ମାମଲା ରୁଜୁ…

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ପୁଣି କୋକୁଆ ଭୟ ସୃଷ୍ଟି ହୋଇଛି। କରୋନା ମାର୍ଗଦର୍ଶିକା ପାଳନ କରୁ ନ ଥିବା ଅମାନିଆଙ୍କ ପାଇଁ...

Advertisement
Archives

Model This Week