Posted inଫୁରସତ

ଛେଳିପଲ କରୁଛନ୍ତି ଡିସ୍କୋ ଡ୍ୟାନ୍ସ: ଦେଖିଲେ ହେବେ ଆଶ୍ଚର୍ଯ୍ୟ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। କେତେବେଳେ ମାଙ୍କଡ ମୁହିଁରେ କପଡା ଗୁଡାଇ ହୋଇ ବୁଲୁଛି ତ ଆଉ କେତେବେଳେ ନଳକୂପ ହାଣ୍ଡେଲ ମାରି ନିଜେ ପାଣି ପିଉଛି। ବର୍ତ୍ତମାନ ଛେଳିପଲ ଡିସ୍କୋ ଡ୍ୟାନ୍ସ କରୁଥିବା ଭିଡିଓ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଛେଳିପଲଙ୍କ ଏହି ଡିସ୍କୋ ଡାନ୍ସର ଭିଡିଓ ଡେଲି ଗୋଟ୍ସ ନାମକ ଏକ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରାଯାଇଛି। ଭିଡିଓରେ, ୨ ଜଣ ଛେଳି ଚରାଳି ଛେଳିପଲଙ୍କୁ ଚରାଇବାକୁ ନେଉଥିବା ଦେଖିବାକୁ ମିଳିଛି। ଏହି ସମୟରେ ଗୀତର ତାଳେ ତାଳେ ଛେଳିପଲ ଗୋଡ ଓ ମୁଣ୍ଡ ହଲାଇ ଡାନ୍ସ କରୁଥିବା ଦେଖାଯାଉଛି। ଏହି ଭିଡିଓକୁ ଅନେକ ଲୋକ ଲାଇକ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଅଜବ ନୀତି : ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ଜ୍ୱାଇଁ ପୁଅ ଚର୍ଚ୍ଚା, ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୮ା୭(ଦିଲ୍ଲୀପ ସାମଲ): ସମୁଦ୍ର ଅଶାନ୍ତ ବେଳେ ସୀମା ପାର ହେଉଛନ୍ତି ଆନ୍ଧ୍ର ମତ୍ସ୍ୟଜୀବୀ । ସମୁଦ୍ର ଅଶାନ୍ତ ପାଇଁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ…

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ

ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍‌ର ଚିତ୍ର…

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା…

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri